ଅସ୍ତରଙ୍ଗରୁ ସନ୍ଦିଗ୍ଧ ପାରା ଉଦ୍ଧାର
ଅସ୍ତରଙ୍ଗ: ଅସ୍ତରଙ୍ଗ ବ୍ଲକ୍ ନାନପୁର ମୌଜାର ପତିସାହିରୁ ଏକ ସନ୍ଦିଗ୍ଧ ପାରା ଉଦ୍ଧାର ହୋଇଛି। ଉକ୍ତ ପାରାର ଦୁଇ ଗୋଡ଼ରେ ଦୁଇଟି ନଳି ଲାଗିଥିବା ବେଳେ ଡେଣାରେ ଅଜଣା ଭାଷାରେ କିଛି ଲେଖା ଯାଇଥିବା ଦେଖିବାକୁ ମିଳିଛି। ଗୋଡ଼ରେ ଚିପ୍ ସଦୃଶ…
ଅସ୍ତରଙ୍ଗ: ଅସ୍ତରଙ୍ଗ ବ୍ଲକ୍ ନାନପୁର ମୌଜାର ପତିସାହିରୁ ଏକ ସନ୍ଦିଗ୍ଧ ପାରା ଉଦ୍ଧାର ହୋଇଛି। ଉକ୍ତ ପାରାର ଦୁଇ ଗୋଡ଼ରେ ଦୁଇଟି ନଳି ଲାଗିଥିବା ବେଳେ ଡେଣାରେ ଅଜଣା ଭାଷାରେ କିଛି ଲେଖା ଯାଇଥିବା ଦେଖିବାକୁ ମିଳିଛି। ଗୋଡ଼ରେ ଚିପ୍ ସଦୃଶ…
ଭୁବନେଶ୍ବର : ଚଳିତବର୍ଷ ପୂର୍ବ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶାରୁ ୯୭୫ କେ.ଜି ମିଲେଟ ଦୁବାଇ ଓ ୟୁଏଇକୁ ଏପିଇଡିଏ(କୃଷି ଏବଂ ଖାଦ୍ୟ ପ୍ରକ୍ରିୟାକରଣ ରପ୍ତାନି ବିକାଶ କର୍ତୃପକ୍ଷ) ମାଧ୍ୟମରେ ରପ୍ତାନି କରାଯାଇଛି। ୨୦୧୮-୧୯ ମସିହାରୁ ଚାଷୀମାନଙ୍କଠାରୁ ଉତ୍ପାଦିତ ହେଉଥିବା…
ଭୁବନେଶ୍ବର : ଦେଶବ୍ୟାପୀ ଇନ୍ଫ୍ଲୁଏଞ୍ଜା ଲୋକମାନଙ୍କ ନିଦ ହଜାଇଛି। ସଂକ୍ରମଣ ଜାରି ରହିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ୁଛି। ଇନ୍ଫ୍ଲୁଏଞ୍ଜା ସଂକ୍ରମଣକୁ ନଜରରେ ରଖି ପୁଡ଼ୁଚେରୀରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୧୦ଦିନ ଯାଏ ସ୍କୁଲକୁ ବନ୍ଦ ଘୋଷଣା କରାଯାଇଛି। ମାତ୍ର…
ଭୁବନେଶ୍ୱର: ମେ’ ପହିଲାରୁ ରାଜ୍ୟରେ ଓବିସି ସର୍ଭେ । ପଛୁଆ ବର୍ଗ ଲୋଲକଙ୍କର ସାମାଜିକ ଓ ଶିକ୍ଷାଗତ ସ୍ଥିତି ସମ୍ପର୍କରେ ଏହି ସର୍ଭେ ମାଧ୍ୟମରେ ତଥ୍ୟ ଗ୍ରହଣ କରାଯିବ । ଏନେଇ ଚୂଡାନ୍ତ ନିର୍ଦ୍ଦେଶନାମା ସର୍ବସାଧାରଣଙ୍କ ଅବଗତି ନିମନ୍ତେ ପ୍ରକାଶ ପାଇଛି…
ଭୁବନେଶ୍ୱର : ଅଟୋ ଆନ୍ଦୋଳନ ପ୍ରତ୍ୟାହୃତ । ଆନ୍ଦୋଳନ ପ୍ରତ୍ୟାହାର ନେଇ ସଭାପତି ଦୀନବନ୍ଧୁ ନାୟକଙ୍କ ସୂଚନା । ପୋଲିସ ଡିଜିଙ୍କ ସହ ଆଲୋଚନା ପରେ ଆନ୍ଦୋଳନ ହଟିଲା । ସେହିପରି ଯେଉଁ ଯେଉଁ ସ୍ଥାନରେ ଗତକାଲି ଦୁର୍ବ୍ୟବହାର ହୋଇଥିଲା ।…
ଭୁବନେଶ୍ୱର: ରାଜ୍ୟରେ ଚାଲିଥିବା ଡ୍ରାଇଭରମାନଙ୍କର ଆନ୍ଦୋଳନ ଜାରି ରହିଥିବା ବେଳେ ଏନେଇ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ରଖିଛନ୍ତି। ସେ ଏଥିରେ ମୁଖ୍ୟମନ୍ତ୍ରୀଙ୍କୁ ହସ୍ତକ୍ଷେପ କରିବାକୁ ଅନୁରୋଧ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…
ଭୁବନେଶ୍ୱର: ଡ୍ରାଇଭର ଆନ୍ଦୋଳନକୁ ନେଇ ଗୃହରେ ହଟ୍ଟଗୋଳ ହୋଇଛି। ଗୃହର ମଧ୍ୟଭାଗକୁ ଆସି କଂଗ୍ରେସ ଓ ବିଜେପି ବିଧାୟକମାନେ ହଟ୍ଟଗୋଳ କରିଛନ୍ତି। ଏହାପରେ ୧୦ ମିନିଟ ପାଇଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ଶୂନ୍ୟକାଳରେ କଂଗ୍ରେସ ବିଧାୟକ ଦଳ ନେତା…
ଭୁବନେଶ୍ୱର: ଆଜିଠାରୁ ଦଶମ ଶ୍ରେଣୀ ସମ୍ମେଟିଭ୍-୨ ପରୀକ୍ଷା ନିୟମରେ ପରିବର୍ତ୍ତନ । ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ୍ ସମ୍ମେଟିଭ୍-୨ ପରୀକ୍ଷା ପରିଚାଳନା ବ୍ୟବସ୍ଥାରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି । ଏଣିକି ସକାଳ ୬ଟା ୩୦ ମିନିଟ ପୂର୍ବରୁ…
ଭୁବନେଶ୍ୱର : ଡ୍ରାଇଭର ଏକତା ମହାମଞ୍ଚ ପକ୍ଷରୁ ସାରା ରାଜ୍ୟରେ ଷ୍ଟ୍ରିୟରିଂ ଛାଡ଼ ଆନ୍ଦୋଳନ ଡାକରା ଦିଆଯାଇଛି । ଆଜି ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଂଚିଛି । ଆନ୍ଦୋଳନ ହେତୁ ମାଲବାହୀ ଟ୍ରକ ଗୁଡିକ ରାସ୍ତାରେ ଅଟକି ରହିଛି । ଏହାର…
କଟକ: ଆଜି ସନ୍ଧ୍ୟା ସୁଦ୍ଧା ସରକାର ଯଦି ଆନ୍ଦୋଳନକାରୀ ଡ୍ରାଇଭରଙ୍କ କବଳରୁ ରାସ୍ତାକୁ ମୁକ୍ତ ନ କରନ୍ତି, ତେବେ ବସ୍ ଚଳାଚଳ ବନ୍ଦ ରଖିବାକୁ ବାଧ୍ୟ ହେବୁ ବୋଲି ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି। ଏନେଇ ରାଜ୍ୟ…