ନବରଙ୍ଗପୁରରେ ୯୭୩ ପିଲା ଦେଲେନି ମାଟ୍ରିକ୍ ପରୀକ୍ଷା
ନବରଙ୍ଗପୁର : ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। ହେଲେ ବହୁ ଛାତ୍ରଛାତ୍ରୀ ପରୀକ୍ଷାରେ ଅନୁପସ୍ଥିତ ରହିଛନ୍ତି। କେବଳ ନବରଙ୍ଗପୁର ଜିଲ୍ଲାରୁ ୯୭୩ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଅଛନ୍ତି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଲାଗି ୧୫ ହଜାର ୫୩୩ ଜଣ ଛାତ୍ରଛାତ୍ରୀ…