Category: ରାଜ୍ୟ ଖବର

ଫରେନ୍ସିକ ଲ୍ୟାବ୍‌ରେ ପହଞ୍ଚିଲା ପାରାଦୀପରୁ ଧରା ପଡ଼ିଥିବା ସନ୍ଦିଗ୍ଧ ପାରା

କଟକ/ପାରାଦୀପ: ପାରାଦୀପରୁ ଧରା ପଡ଼ିଥିବା ସନ୍ଦିଗ୍ଧ ପାରାକୁ କଟକ ଅଣାଯିବା ପରେ ଏଠାରୁ ଭୁବନେଶ୍ୱର ଫରେନ୍ସିକ ଲ୍ୟାବକୁ ନିଆଯାଇଥିବା ଜଣାଯାଇଛି। କଟକ କ୍ରାଇମବ୍ରାଞ୍ଚ ପିଜିଅନ ସର୍ଭିସର ଏକ ଟିମ୍ ମଧ୍ୟ ଭୁବନେଶ୍ଵର ଫରେନ୍ସିକ ଲ୍ୟାବକୁ ଆଣିଛନ୍ତି। ପାରା ଶରୀରରେ ଲାଗିଥିବା ଚିପ,…

ଓଲଟିଲା ଟ୍ରାକ୍ଟର: ଚାଲିଗଲା ଦୁଇ ଜୀବନ, ଚାରି ଜଣ ଗୁରୁତର

କାମାକ୍ଷାନଗର: ଗ୍ରାମରେ ଅଷ୍ଟପ୍ରହରୀ ନାମ ଯଜ୍ଞ ପାଇଁ ଜଙ୍ଗଲରୁ ଝାଟି ସଂଗ୍ରହ କରି ଫେରୁଥିବା ସମୟରେ ଟ୍ରାକ୍ଟର ଓଲଟି ଦୁଇଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ଏପରି ଦୁଃଖଦ ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ସୁରପ୍ରତାପପୁର ଗ୍ରାମର…

ରାଜସ୍ବ ବିଭାଗରେ ୫୦୦୦ ନୂଆ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯିବ: ପ୍ରମିଳା ମଲ୍ଲିକ

ଭୁବନେଶ୍ଵର: ଆସନ୍ତା ଏପ୍ରିଲ ମାସରୁ ୩୧୭ ତହସିଲରେ ଭର୍ଚୁଆଲ କୋର୍ଟ କାର୍ଯ୍ୟକାରୀ ହେବ। ଭିସି ମାଧ୍ୟମରେ ହେବ ଜମିଜମା ସମ୍ପର୍କିତ ମାମଲାର ଫଇସଲା କରାଯିବ। ପରୀକ୍ଷାମୂଳକ ଭାବେ ୮୦ଟି ତହସିଲ କାର୍ଯ୍ୟାଳୟରେ ଆରମ୍ଭ ହୋଇଥିବା ବେଳେ ୩୦୦୦ ମାମଲାର ସମାଧାନ ହୋଇଛି।…

ମନ୍ତ୍ରୀଙ୍କ ଇଚ୍ଛାଧୀନ କୋଟାରେ କିଣିଥିବା ସମ୍ପତ୍ତି ପାଇଁ ଦେବାକୁ ପଡ଼ିବନି ଟାକ୍ସଫୋର୍ସ

କଟକ : ମନ୍ତ୍ରୀଙ୍କ ଇଚ୍ଛାଧୀନ କୋଟାରେ ପ୍ଲଟ, ଫ୍ଲାଟ, ଗୃହ ହାତେଇଥିବା ବ୍ୟକ୍ତିଙ୍କ ପାଇଁ ଖୁସି ଖବର। ଯେଉଁମାନେ ଇଚ୍ଛାଧୀନ କୋଟାରେ ଏକମାତ୍ର ପ୍ଲଟ ବା ଫ୍ଲାଟ ପାଇଥିବେ ସେମାନଙ୍କୁ ଟାକ୍ସଫୋର୍ସ ରିପୋର୍ଟ ପରିଧିରୁ ବାଦ ଦେବା ପାଇଁ ପ୍ରକ୍ରିୟା ଆରମ୍ଭ…

ଦୋଳ ପୂର୍ଣ୍ଣିମା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ଏଥିପାଇଁ ଚାରିଆଡେ ଉତ୍ସବମୁଖର ହୋଇଛି । ଏହି ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ବିଟ କରି ଲେଖିଛନ୍ତି ‘ ପବିତ୍ର ଦୋଳ ପୂର୍ଣ୍ଣିମା ଉପଲକ୍ଷେ ସମସ୍ତଙ୍କୁ ମୋର…

ରାଜଧାନୀରେ ହୋଳି ପାଳନ ବେଳେ ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

ଭୁବନେଶ୍ୱର: ରାଜଧାନୀରେ ହୋଳି ପାଳନ ବେଳେ ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏନେଇ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜଧାନୀରେ ସକାଳ ୭ଟାରୁ ଅପରାହ୍ଣ ୩ଟା ଯାଏ ହୋଲି ପାଳିବାକୁ ଅନୁମତି ଦିଆଯାଇଛି। ଏହି…

ପୁରାଣ ପ୍ରସିଦ୍ଧ ଓଳକଣା ଦୋଳ ମେଳଣ ଅନୁଷ୍ଠିତ

କଟକ : କଟକ ଜିଲ୍ଲାର ଓଳକଣା ଠାରେ ପୁରାଣ ପ୍ରସିଦ୍ଧ ଓଳକଣା ଦୋଳ ମେଳଣ ଅନୁଷ୍ଠିତ ହୋଇ ଯାଇଛି। ଏହି ପୁରାଣ ପ୍ରସିଦ୍ଧ ମେଳଣ କାହିଁ କେଉଁ କାଳରୁ ହୋଇ ଆସୁଅଛି। ପୂରାଣ ଯୁଗର କଥା। ପାଞ୍ଚ ପାଣ୍ଡବ ପଶା ଖେଳରେ…

ନବ ଦାସ ହତ୍ୟା ମାମଲା, ଗୋପାଳକୁ ସୁରକ୍ଷା ଦେବା ପାଇଁ କ୍ରାଇମ୍‌ବ୍ରାଞ୍ଚ ବ୍ୟଗ୍ର : ନରସିଂହ ମିଶ୍ର

ଭୁବନେଶ୍ବର: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ହତ୍ୟାକାଣ୍ଡକୁ ମାସେରୁ ଅଧିକ ସମୟ ବିତିସାରିଛି। ହତ୍ୟାକାଣ୍ଡର ଅଭିଯୁକ୍ତ ଗୋପାଳକୃଷ୍ଣ ଦାସକୁ କ୍ରାଇମବ୍ରାଞ୍ଚ ଜେରା କରୁଛି। କିନ୍ତୁ କ୍ଷୋଭର ବିଷୟ ହେଲା ଯେ, କ୍ରାଇମବ୍ରାଞ୍ଚ ମାସେ ହେଲା ଗୋପାଳକୁ ପଚରାଉଚରା କରୁଥିଲେ ବି…

ବିପୁଳ ପରିମାଣର ଗଞ୍ଜେଇ ଜବତ, ୨ଜଣ ଗିରଫ

ଯାଜପୁର: ଜିଲା ସ୍ପେଶାଲ ସ୍କ୍ୱାର୍ଡ ଓ ବଡ଼ଚଣା ପୋଲିସ ଦ୍ୱାରା ବିପୁଳ ପରିମାଣର ଗଞ୍ଜେଇ ଜବତ, ୨ଜଣ ଗିରଫ। ବଡ଼ଚଣା ଥାନା କୋଲ ସାହି କାଜୁ ଜଙ୍ଗଲରୁ ଏହି ଗଞ୍ଜେଇ ଜବତ ହୋଇଥିବା ବେଳେ ଜବତ ଗଞ୍ଜେଇର ଓଜନ ୮୪କେଜି ହେବ…

ଚିନ୍ମୟୀଙ୍କ ମୃତ୍ୟୁ ହତ୍ୟା ନୁହେଁ, ପାଣିରେ ବୁଡ଼ି ପ୍ରାଣ ହରାଇଛନ୍ତି : ସମ୍ବଲପୁର ଏସପି

ସମ୍ବଲପୁର: ବୁର୍ଲା ଭିସୁଟର ପୂର୍ବତନ ଛାତ୍ରୀ ଚିନ୍ମୟୀ ସାହୁଙ୍କ ମୃତ୍ୟୁ ଘଟଣାକୁ ନେଇ ସମ୍ବଲପୁର ଏସପି ବି. ଗଙ୍ଗାଧର ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ ଗଣମାଧ୍ୟମକୁ କହିଛନ୍ତି, ଚିନ୍ମୟୀଙ୍କୁ ହତ୍ୟା କରାଯାଇନାହିଁ। ପାଣିରେ ବୁଡ଼ି ଚିନ୍ମୟୀଙ୍କର ମୃତ୍ୟୁ ଘଟିଛି। ସେ ଆହୁରି…