Category: ରାଜ୍ୟ ଖବର

ଗୋପାଳକୃଷ୍ଣ ଦାସକୁ ଯିଏ ସୁପାରୀ ଦେଇଛନ୍ତି, ସେ ତାକୁ ଆଶ୍ବସ୍ତି ମଧ୍ୟ ଦେଇଛନ୍ତି: ଜୟନାରାୟଣ ମିଶ୍ର

ଭୁବନେଶ୍ବର: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶେର ଦାସ ହତ୍ୟାକାଣ୍ଡର ଅଭିଯୁକ୍ତ ଗୋପାଳକୃଷ୍ଣ ଦାସକୁ ଯିଏ ସୁପାରୀ ଦେଇଛନ୍ତି, ସେ ତାକୁ ଆଶ୍ବସ୍ତି ମଧ୍ୟ ଦେଇଛନ୍ତି। କୌଣସି କାର୍ଯ୍ୟାନୁଷ୍ଠାନ ହେବ ନାହିଁ। ତତେ ବଞ୍ଚେଇ ଦିଆଯିବ ବୋଲି ମଧ୍ୟ ଆଶ୍ବସ୍ତି ଦିଆଯାଇଛି। ବିରୋଧୀ ଦଳ…

ରାଜ୍ୟରେ କେତେକ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ବର : ଅସମ୍ଭାଳ ହେଲାଣି ଓଡ଼ିଶାର ତାତି। ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଲାଣି ଜୀବନ ଯାତ୍ରା। ଏବେ କିନ୍ତୁ ପାଣିପାଗକୁ ନେଇ ଆସିଛି ଖୁସି ଖବର। ଗୁଳୁଗୁଳିରୁ ମିଳିବ ସାମାନ୍ୟ ଆସ୍ୱସ୍ତି। କାରଣ କାଳବୈଶାଖୀ ପ୍ରଭାବରେ ରାଜ୍ୟରେ କେତେକ ସ୍ଥାନରେ ବର୍ଷା ହେବାର…

ଜିଲ୍ଲା ସ୍ତରୀୟ ଆନ୍ତର୍ଜାତିକ ମହିଳା ଦିବସ ପାଳିତ

ସୁନ୍ଦରଗଡ଼ : ଜିଲ୍ଲା ସ୍ତରୀୟ ଆନ୍ତର୍ଜାତିକ ମହିଳା ଦିବସ ସ୍ଥାନୀୟ ପ୍ରଗତି ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି | ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁଶ୍ରୀ କୁନ୍ତୀ ପ୍ରଧାନ ମୁଖ୍ୟଅତିଥି ଭାବେ ଯୋଗଦେଇ ସମସ୍ତଙ୍କୁ ମହିଳା ଦିବସର ଶୁଭେଚ୍ଛା ଜଣାଇ…

ଡିଜି ତଳେ ଚାପି ହୋଇ ଚାଲିଗଲା ମହିଳାଙ୍କ ଜୀବନ

ସୋର: ଦୋଳ ମେଳଣ ଦେଖି ଘରକୁ ଫେରୁଥିବା ବେଳେ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ଜଣେ ମହିଳା। ବାଲେଶ୍ବର ଜିଲ୍ଲା ସୋର ଥାନା ସୋର-କୁପାରୀ ରାସ୍ତା କାନପୁର ପୋଲ ନିକଟରେ ଆଜି ଅପରାହ୍ନରେ ଏକ ପିକ୍‌ଅପ୍‌ ଡିଜିକୁ ଟାଣି ଟାଣି ନେଉଥିବା ବେଳେ…

ନରସିଂହ ମିଶ୍ର ମୋ ବାପାଙ୍କ ଚରିତ୍ର ଉପରେ କୌଣସି ଆପତ୍ତିଜନକ ଟିପ୍ପଣୀ ନ ଦିଅନ୍ତୁ: ଦୀପାଳି ଦାସ

ଭୁବନେଶ୍ବର: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଘଟଣା ନେଇ କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ରଙ୍କ ବିସ୍ଫୋରକ ବୟାନ ଉପରେ ଦୀପାଳି ଦାସ ମୁହଁ ଖୋଲିଛନ୍ତି। ନବ ଦାସଙ୍କ ଝିଅ ଦୀପାଳି କହିଛନ୍ତି, ନରସିଂହ ମିଶ୍ର ବାପାଙ୍କ ଚରିତ୍ର…

ଆସନ୍ତା ୧୦ତାରିଖରେ ରାଉରକେଲା ଯିବେ ମୁଖ୍ୟମନ୍ତ୍ରୀ

ରାଉରକେଲା : ସାଧାରଣ ନିର୍ବାଚନ ପୂର୍ବରୁ ପଶ୍ଚିମ ଓଡ଼ିଶାକୁ ଘନ ଘନ ଗସ୍ତ କରୁଥିବା ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୦ତାରିଖରେ ରାଉରକେଲା ଯିବାର କାର୍ଯ୍ୟକ୍ରମ ରହିଛି । ବିଜେଡି ବିଧାୟକ ଶାରଦା ନାୟକ ଗଣମାଧ୍ୟମକୁ ପ୍ରତିକ୍ରିୟା…

ଶ୍ରୀଜଗନ୍ନାଥଙ୍କ ୩୫ ହଜାର ଏକର ଜମିର ହେବ ଡିଜିଟାଇଜେସନ, ଖର୍ଚ୍ଚ ହେବ ୧୧ କୋଟି

ପୁରୀ : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମରେ ଓଡ଼ିଶାରେ ରହିଥିବା ୩୫ ହଜାର ଏକର ଜମିର ହେବ ଡିଜିଟାଇଜେସନ। ଏଥିପାଇଁ ପ୍ରାୟ ୧୧ କୋଟି ୪୦ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। ଏହି ବେୟକୁ ଆଇନ ବିଭାଗ ମଞ୍ଜୁରୀ ଦେଇଛି। ଏନେଇ ଆଜି…

ମହିଳା ଦିବସ ଉପଲକ୍ଷେ ରାଜ୍ୟ ସରକାରଙ୍କ ପକ୍ଷରୁ ସପ୍ତାହବ୍ୟାପୀ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଉଦ୍‌ଘାଟିତ

ଭୁବନେଶ୍ବର : ଆସନ୍ତା ମାର୍ଚ୍ଚ ୮ରେ ଆନ୍ତର୍ଜାତିକ ମହିଳା ଦିବସ ଉପଲକ୍ଷେ ରାଜ୍ୟ ସରକାରଙ୍କ ପକ୍ଷରୁ ସପ୍ତାହବ୍ୟାପୀ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି । ରାଜ୍ୟରେ ମହିଳା ସଶକ୍ତିକରଣ ଅଭିଯାନରେ ୭୦ଲକ୍ଷରୁ ଅଧିକ ମହିଳା ସାମିଲ ହୋଇଥିବାର…

ପୂର୍ବ ଶତ୍ରୁତାକୁ ନେଇ କାଠ ଫାଳିଆରେ ପିଟି ପିଟି ହତ୍ୟା

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲା ମହୁଲ ପଦା ଥାନା ର ଫୁଲଝରପଂଚାୟତ ର ହାତୀସଲ ଗ୍ରାମରେ ଜମି ଜମା କୁ ନେଇ ଘଟିଛି ହତ୍ୟାକାଣ୍ଡ । ଏକ କାଠ ଫାଳିଆ ରେ ପିଟି କରଯାଇଛି ହତ୍ୟା । ଅଭିଯୁକ୍ତ ଲକ୍ ନାୟକ…

୨୬ରେ ଭଦ୍ରକ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଭୁବନେଶ୍ବର: ଆସନ୍ତା ୨୬ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଭଦ୍ରକ ଆସିବେ ବୋଲି ବିଜେପି ସାଧାରଣ ସଂପାଦକ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ତାଙ୍କର ସୂଚନା ଅନୁଯାୟୀ, ଗୃହମନ୍ତ୍ରୀ ଅମିତ ଶାହ ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳୀରେ ଦଳୀୟ ସମାବେଶରେ…