Category: ରାଜ୍ୟ ଖବର

ବିଜେପି କର୍ମୀଙ୍କୁ ଆକ୍ରମଣର ପ୍ରତିବାଦ, ରାଜ୍ୟର ବିଭିନ୍ନ ଥାନାରେ ଏତଲା ଦାୟର

ଭୁବନେଶ୍ବର : ବିଜେପି ଯୁବ ମୋର୍ଚ୍ଚାର କାର୍ୟ୍ୟକର୍ତ୍ତାଙ୍କୁ ପୁଲିସର ଅତର୍କିତ ଓ ମରଣାନ୍ତକ ଆକ୍ରମଣକୁକୁ ବିରୋଧ କରି ପୁଲିସ ଡ଼ିଜିଙ୍କ ବିରୁଦ୍ଧରେ ରାଜ୍ୟର ବିଭିନ୍ନ ଥାନାରେ ବିଜେପି ପକ୍ଷରୁ ଏତଲା ଦାୟର କରାଯାଇଛି। ଏ ନେଇ ଜିଲ୍ଲା ବିଜେପି ସଭାପତି ଶିବାଜୀ…

ଅତିରିକ୍ତ ଖଣି ନିର୍ଦ୍ଦେଶକଙ୍କ ଘରୁ ମିଳିଲା ନଗଦ କୋଟିଏ ଟଙ୍କା, ୬୫୦ ଗ୍ରାମ ସୁନା ଅଳଙ୍କାର

ଭୁବନେଶ୍ୱର: ଖଣି ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନାଙ୍କ ଘରୁ ନଗଦ କୋଟିଏ ଟଙ୍କା ମିଳିଛି । ଭିଜିଲାନ୍ସ ରେଡ୍ ବେଳେ କୋଟିଏ ଟଙ୍କା ସହ ପାଇଛି ଅନେକ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

କାଲିଠୁ ସପ୍ତାହକୁ ଦୁଇ ଥର ରଙ୍ଗେଇଲୁଣ୍ଡାରୁ ଉଡ଼ିବ ୧୦ ସିଟ୍‌ ବିଶିଷ୍ଟ ବିମାନ

ଗଞ୍ଜାମ: ଆସନ୍ତାକାଲି ବିଜୁ ଜୟନ୍ତୀରେ ରଙ୍ଗେଇଲୁଣ୍ଡା ଏୟାର ଷ୍ଟ୍ରିପ୍‌ରୁ ଉଡ଼ିବ ବିମାନ । ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି । ରନ୍‌ େଓ୍ଵ ଓ ଅନ୍ୟାନ୍ୟ କାମ ଶେଷ ହୋଇଛି । ରାଜ୍ୟ ସରକାରଙ୍କ ନିଜସ୍ୱ ଖର୍ଚ୍ଚ ଓ ଉଦ୍ୟମରେ ଗଞ୍ଜାମ…

ରାଜ୍ୟରେ କିଛି ଜିଲ୍ଲାରେ ବର୍ଷା ସମ୍ଭାବନା, ଦିନର ବଢ଼ିବ ତାପମାତ୍ରା

ଭୁବନେଶ୍ୱର; ରାଜ୍ୟରେ ଦିନରେ ତାପାମାତ୍ରା ବଢ଼ୁଥିବା ବେଶେ ସକାଳୁ କିନ୍ତୁ ଅନେକ ଜିଲ୍ଲାରେ ଘନ କୁହୁଡ଼ି ଦେଖିବାକୁ ମିଳିଛି। ଶୁକ୍ରବାର ସକାଳୁ କଟକ ଓ ଭୁବନେଶ୍ୱରରେ କୁହୁଡ଼ି ଦେଖିବାକୁ ମିଳିଥିଲା। ଦିନରେ ଟାଣ ଖରା ଯୋଗୁ ଶୁକ୍ରାବାର ଭୁବନେଶ୍ୱରରେ ଦିନ ୧୧ଟା…

ନିର୍ଦ୍ଦେଶ ପରେ ବି ସତ୍ୟପାଠ ଦାଖଲ କଲେନି ରାଜ୍ୟ ସରକାର: ୨୫ ହଜାର ଫାଇନ କଲେ ହାଇକୋର୍ଟ

କଟକ; ଝାରସୁଗୁଡ଼ାରେ ଏକ ଗାଁ ରାସ୍ତାକୁ ଏକ ଘରୋଇ କମ୍ପାନୀ ମାଲ୍ ପରିବହନ ପାଇଁ ବ୍ୟବହାର କରୁଥିବା ଅଭିଯୋଗରେ ୨୦୨୦ରେ ଦାୟର ହୋଇଥିବା ଏକ ଜନସ୍ୱାର୍ଥ ମାମଲାରେ ବାରମ୍ବାର ନିର୍ଦ୍ଦେଶ ପରେ ରାଜ୍ୟ ସରକାର ସତ୍ୟପାଠ ଦାଖଲ କରୁ ନଥିବାରୁ ଶନିବାର…

୮ ଦିନ ହେଲା ଉପାସରେ ମହାଦେବ; କପିଳେଶ୍ୱର ମନ୍ଦିରରେ ଝୁଲୁଛି ତାଲା

ଭୁବନେଶ୍ୱର; ତୁଟୁନି ସେବାୟତଙ୍କ ବିବାଦ ଖୋଲୁନି ମନ୍ଦିରରୁ ତାଲା। ଗତ ୮ ଦିନ ହେଲା ଉପାସ ଭୋକରେ ମହାଦେବ। ଭୁବନେଶ୍ୱରର କପିଳେଶ୍ୱର୍ ମନ୍ଦିରରେ ଏଭଳି ସ୍ଥିତି ଦେଖିବାକୁ ମିଳିଛି। ଗତ ୮ ଦିନ ହେଲା ମନ୍ଦିରରେ ତାଲା ପଡିଛି। ସପ୍ତାହେରୁ ଅଧିକ…

ପଶ୍ଚିମ ଓଡ଼ିଶାର ୩ ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ; ବିଜୁ ଏକ୍ସପ୍ରେସ୍‌ ୱେକୁ କରିବେ ଲୋକାର୍ପଣ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ ଜୟନ୍ତୀ ଅବସରରେ ଆସନ୍ତାକାଲି ପଶ୍ଚିମ ଓଡ଼ିଶାର ୩ ଜିଲ୍ଲାକୁ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ । ବରଗଡ଼, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲା ଗସ୍ତକ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି ନବୀନ…

ଭାରସାମ୍ୟ ହରାଇ ବ୍ରିଜରେ ପିଟିହେଲା ବାଇକ: ସ୍ବାମୀ ମୃତ, ସ୍ତ୍ରୀ ଆହତ

ଭଞ୍ଜନଗର : ରାସ୍ତାକଡ ବ୍ରିଜରେ ପିଟିହେଲା ବାଇକ। ସ୍ବାମୀ ମୃତ, ସ୍ତ୍ରୀ ଆହତ । ଗଂଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଶ୍ରୀରାମନଗର ଠାରେ ଘଟିଛି ଏଭଳି ଘଟଣା । ମୃତକ ଜଣକ ତାରାସିଙ୍ଗି ଥାନା ଅନ୍ତର୍ଗତ ଗାଲେରୀ ଗାଁ ର…

ବିଜୁ ଜୟନ୍ତୀରେ ନବୀନ ଓଡ଼ିଶା ପାଇଁ ନିଆଯିବ ସଂକଳ୍ପ

ଭୁବନେଶ୍ବର: ବିଜୁ ଜୟନ୍ତୀରେ ନବୀନ ଓଡ଼ିଶା ପାଇଁ ନିଆଯିବ ସଂକଳ୍ପ। ଏନେଇ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ସୂଚନା ଦେଇ କହିଛନ୍ତି, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୭ତମ ଜୟନ୍ତୀରେ ଏକ ସଶକ୍ତ, ସମୃଦ୍ଧ ଓ ସ୍ଵାଭିମାନୀ ଓଡ଼ିଶା…

ଗ୍ୟାସ୍‌ ଦର ବୃଦ୍ଧି ପ୍ରତିବାଦରେ ମହିଳା କଂଗ୍ରେସ ପକ୍ଷରୁ ପ୍ରତିବାଦ ସଭା, ପ୍ରଧାନମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ

ଭଦ୍ରକ: କେନ୍ଦ୍ର ସରକାର ରନ୍ଧନ ଗ୍ୟାସ୍‌ର ଦର ଅହେତୁକ ଭାବରେ ବୃଦ୍ଧି କରିଥିବାରୁ ଏହାର ପ୍ରତିବାଦ କରି ସାରା ଓଡ଼ିଶାରେ କଂଗ୍ରେସ ପକ୍ଷରୁ ପ୍ରତିବାଦ କରାଯାଉଛି। ଆଜି ଭଦ୍ରକ ଜିଲ୍ଲା ମହିଳା କଂଗ୍ରେସ ପକ୍ଷରୁ ଏହାର ଜିଲ୍ଲା ସଭାନେତ୍ରୀ ସବିତା ଚାନ୍ଦଙ୍କ…