Category: ରାଜ୍ୟ ଖବର

ବିଧାନସଭାର ଦିନିକିଆ ସ୍ଵତନ୍ତ୍ର ଅଧିବେଶନ ଲାଗି ୩୦ ପ୍ଲାଟୁନ ଫୋର୍ସ ମୁତୟନ

ଭୁବନେଶ୍ବର: ଆସନ୍ତାକାଲି ବିଧାନସଭାର ଦିନିକିଆ ସ୍ଵତନ୍ତ୍ର ଅଧିବେଶନ ପାଇଁ ସୁରକ୍ଷା କଡ଼ାକଡ଼ି । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ସହ ଜଗିବେ ୩୦ ପ୍ଲାଟୁନ୍ ପୋଲିସ ଫୋର୍ସ । ଆଜି ବିଧାନସଭା ସୁରକ୍ଷା ତଦାରଖ କଲେ ପୋଲିସ କମିସନର । ଅତିରିକ୍ତ ପୋଲିସ…

ବାଟବଣା ହୋଇ ସ୍କୁଲରେ ପଶିଲା ଦନ୍ତା, ଲୋକେ ଭୟଭୀତ

ବାଲେଶ୍ଵର: ସ୍କୁଲରେ ପଶିଲା ହାତୀ । ବାଟବଣା ହୋଇ ସ୍କୁଲ ଭିତରେ ପଶିଲା ଦନ୍ତା ହାତୀ । ଗତକାଲି ଠାରୁ ଏକ ଦନ୍ତା ହାତୀ ବାଲେଶ୍ଵର ଜିଲ୍ଲା ଚାନ୍ଦିପୁର ଅଞ୍ଚଳରେ ଉପଦ୍ରବ ମଚାଇଛି । ଦନ୍ତାହାତୀ ପଟାପୋଲ ନିକଟରେ ଥିବା ଏକ…

କେନ୍ଦୁଝରବାସୀଙ୍କୁ ୧୩୩୦ କୋଟିର ଭେଟି, ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର: କେନ୍ଦୁଝରକୁ ୧୩୩୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ । ପ୍ରାୟ ୭୦୫ କୋଟିର ୬୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିବା ବେଳେ ପ୍ରାୟ ୨୫୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ୨୪ଟି ପ୍ରକଳ୍ପକୁ ଲୋକାର୍ପିତ କରିଛନ୍ତି…

ଆଇପିଏଲ ବେଟିଂ ରାକେଟର ପର୍ଦ୍ଦାଫାସ, ୪ ଗିରଫ

ପୁରୀ: ପୁରୀରେ ଆଇପିଏଲ ବେଟିଂ ରାକେଟର ପର୍ଦ୍ଦାଫାସ । ମୁଖ୍ୟ ଅଭିଯୁକ୍ତ ସହ ୪ ଗିରଫ ହୋଇଛନ୍ତି । ୨୫ଲକ୍ଷ ୩୫ ହଜାର ଟଙ୍କା ସହ ୬ ଟି ମୋବାଇଲ ଜବତ ହୋଇଛି । ‘ସ୍କାଏ ଏକ୍ସଚେଞ୍ଜ’ ନାମକ ଏକ ଆପ୍ଲିକେସନ…

କୋର୍ଟ ଚାଲାଣ ପୂର୍ବରୁ ଥାନାରେ ଜୀବନ ହାରିଲା ଅଭିଯୁକ୍ତ: ଝୁଲନ୍ତା ମୃତଦେହ ଉଦ୍ଧାର

ନବରଙ୍ଗପୁର : ପୁଣି ହାଜତ ମୃତ୍ୟୁ ଅଭିଯୋଗ । ନବରଙ୍ଗପୁର ଡାବୁଗାଁ ଥାନାରେ ହାଜତରେ ମୃତ୍ୟୁ ଅଭିଯୋଗ ହୋଇଛି । ଥାନା ଭିତରେ ଅଭିଯୁକ୍ତ ଯୁବକର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ନାବାଳିକାକୁ ଅପହରଣ କରିଥିବା ଅଭିଯୋଗରେ ହାଜତରେ ଥିଲେ…

ଟ୍ରେଲରକୁ ପିଟିଲା ବସ୍‌; ୪ ମୃତ, ଅନେକ ଯାତ୍ରୀ ଗୁରୁତର

ସୁନ୍ଦରଗଡ଼: ସୁନ୍ଦରଗଡ଼ ଚାନ୍ଦିପୋଷ ଥାନା ମୂଷାବିରା ନିକଟରେ ବସ୍ -ଟ୍ରେଲର ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବଢିଛି । ୨୦ରୁ ଅଧିକ ଗୁରୁତର ଅଛନ୍ତି । ରାଉରକେଲାରୁ ଯାଜପୁର ଟାଉନ ଯାଉଥିବା ଯାତ୍ରୀବାହୀ ବସ୍ ଦୁର୍ଘଟଣା । ଡିଭାଇଡର ଡେଇଁ ଅପରପାର୍ଶ୍ଵରେ ଯାଉଥିବା…

୩୦ରେ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ପାଇଁ ଟ୍ରାଫିକ କଟକଣା

ଭୁବନେଶ୍ୱର: ଆସନ୍ତା ୩୦ ତାରିଖ ଦିନ ସପ୍ତଦଶ ବିଧାନସଭାର ଏକ ସ୍ବତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବାକୁ ଯାଉଛି। ବିଧାନସଭା ଚାଲୁଥିବା ସମୟରେ ଯାନବାହନ ଚଳାଚଳ ଓ ଜନସାଧାରଣଙ୍କ ନିରାପତ୍ତାକୁ ଦୃଷ୍ଟିରେ ରଖି ବିଧାନସଭା ସଂଲଗ୍ନ ରାସ୍ତା ମାନଙ୍କରେ ଓଡିଶା ସହରାଞ୍ଚଳ ଆଇନ୍…

ଚନ୍ଦନ ଯାତ୍ରା ନୀତିରେ ବଡ଼ ବିଭ୍ରାଟ: ଅଧା ରହିଲା ମହାପ୍ରଭୁଙ୍କ ଚାପ ଖେଳ

ପୁରୀ : ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ନୀତିରେ ବଡ଼ ବିଭ୍ରାଟ । ସେବାୟତଙ୍କ ବିବାଦ ଯୋଗୁଁ ଚାପ ନ ଖେଳି ବାହୁଡ଼ିଲେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନ ମୋହନ,ଭୂଦେବୀ , ଶ୍ରୀଦେବୀଙ୍କ ସମେତ ରାମ କୃଷ୍ଣ ଓ ଶ୍ରୀକ୍ଷେତ୍ରର ପଞ୍ଚ…

କଙ୍କାଳ ନେଇ ବ୍ୟାଙ୍କକୁ ଯିବା ଘଟଣା ; ଟଙ୍କା ଧରି ଜିତୁ ମୁଣ୍ଡାଙ୍କ ଘରେ ପହଞ୍ଚିଲେ ଅଧିକାରୀ

ଭୁବନେଶ୍ୱର : ମୃତ୍ୟୁ ପରେ ମିଳିଲାନି ଟଙ୍କା। ଦୌଡି ଦୌଡି ନୟାନ୍ତ ହେବା ପରେ ମଧ୍ୟ ଶୁଣିନଥିଲା ବ୍ୟାଙ୍କ। ଶେଷରେ ମୃତ୍ୟୁ ପ୍ରମାଣ ଦେବାକୁ ଭଉଣୀର କଙ୍କାଳକୁ ବ୍ୟାଙ୍କ ଆଣିଲା ଭାଇ। ଏହି ଘଟଣାକୁ ନେଇ ଖୁବ୍ ହଇଚଇ ପରେ ଚେତିଲା…

ମେ’ ମାସରେ ୧୨ ଦିନ ବନ୍ଦ ରହିବ ବ୍ୟାଙ୍କ

ନୂଆଦିଲ୍ଲୀ : ମେ’ ମାସରେ ୨ କି ୪ ନୁହେଁ ବରଂ ୧୨ ଦିନ ବନ୍ଦ ରହିବ ବ୍ୟାଙ୍କ। ଏପ୍ରିଲ ମାସ ଶେଷ ହେବାକୁ ଯାଉଛି, ଏବଂ ମେ’ ୨୦୨୬ ଆରମ୍ଭ ହେବାକୁ ଯାଉଛି। ଯଦି ଆପଣ କୌଣସି ଜରୁରୀ ବ୍ୟାଙ୍କ…