ନିଯୁକ୍ତି ପାଇବେ ୪୦ ହଜାର ଶିକ୍ଷକ
ଭୁବନେଶ୍ବର : ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ବିଦ୍ୟାଳୟଗୁଡ଼ିକରେ ଖାଲି ପଡ଼ିଥିବା ପଦବି ପୂରଣ ନେଇ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ୨୦୨୩-୨୪ ଆର୍ଥିକ ବର୍ଷରେ ୩୯ ହଜାର ୩୪୮ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ପ୍ରଦାନ କରିବା ଦିଗରେ…
ଭୁବନେଶ୍ବର : ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ବିଦ୍ୟାଳୟଗୁଡ଼ିକରେ ଖାଲି ପଡ଼ିଥିବା ପଦବି ପୂରଣ ନେଇ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ୨୦୨୩-୨୪ ଆର୍ଥିକ ବର୍ଷରେ ୩୯ ହଜାର ୩୪୮ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ପ୍ରଦାନ କରିବା ଦିଗରେ…
କଟକ : ଓଡ଼ିଶା ସାହିତ୍ୟ ଏକାଡେମି ପୁରସ୍କାର ବିବାଦକୁ ନେଇ ରୁଜୁ ମୂଳ ମାମଲା ବିଚାରାଧୀନ ଥିବା ବେଳେ ଆବେଦନକାରୀ ଡକ୍ଟର ନୃସିଂହ ଚରଣ ଷଡଙ୍ଗୀଙ୍କ ତରଫରୁ ଏକ ସାନି ଅନ୍ତରୀଣ ଆବେଦନ ଦାଖଲ କରାଯାଇଥିଲା। ଜଷ୍ଟିସ ବିଶ୍ବନାଥ ରଥଙ୍କୁ ନେଇ…
ଭୁବନେଶ୍ବର: ମାର୍ଚ୍ଚ ପ୍ରଥମ ସପ୍ତାହରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରାରେ ୩ରୁ ୫ ଡିଗ୍ରି ଯାଏଁ ବଢ଼ିବାର ସମ୍ଭାବନା ରହିଛି। ରାଜ୍ୟରେ ମାର୍ଚ୍ଚ ମାସରୁ ସ୍ୱାଭାବିକଠାରୁ ଅଧିକ ତାତି ପରିଲକ୍ଷିତ ହେବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।…
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଳସାଥୀ, ଆହାର ସାଥୀ, ସ୍ବଚ୍ଛସାଥୀ ଓ ସୁପରଭାଇଜର୍ ଆଦିଙ୍କୁ ସାଇକେଲ ବଣ୍ଟନ କରିଛନ୍ତି।ଏହି କାର୍ଯ୍ୟକ୍ରମରେ ୮ହଜାର ସହଭାଗୀଙ୍କୁ ସାଇକେଲ ବଣ୍ଟନ କରାଯାଇଛି। ଲୋକସେବା ଭବନରେ ଆୟୋଜିତ ଉତ୍ସବରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମାମାନଙ୍କ…
ଢେଙ୍କାନାଳ : ସୁନା କିଣିବା ପାଇଁ ବ୍ୟାଙ୍କରୁ ଲକ୍ଷେ ଟଙ୍କା ଉଠାଇ ଘରକୁ ଫେରୁଥିଲେ। ହେଲେ ବାଟରେ ଗାଡ଼ି ରଖି ଚାରା କିଣୁ କିଣୁ ଡିକି ଭାଙ୍ଗି ଲୁଟେରା ଝାମ୍ଫି ନେଲେ ଲକ୍ଷେ ଟଙ୍କା। ଫଳରେ ଏବେ ମୁଣ୍ଡରେ ହାତଦେଇଛନ୍ତି ଲୁଟର…
ରାୟଗଡ଼ା : ପରୀକ୍ଷା ଦେଇ ଫେରୁଥିବା ବେଳେ ଜଣେ ଯୁକ୍ତ ଦୁଇ କଳା ଛାତ୍ରୀଙ୍କୁ ହୋଇଛି ଆକ୍ରମଣ। ଜଣେ ଯୁବକ ଛୁରୀରେ ତାଙ୍କ ବେକ କାଟି ଦେଇଛନ୍ତି। ଛାତ୍ରୀଙ୍କ ଅବସ୍ଥା ଗୁରୁତର ଥିବା ବେଳେ ଅଭିଯୁକ୍ତକୁ ପୁଲିସ୍ ଅଟକ ରଖିଛି। ଘଟଣାଟି…
ଭୁବନେଶ୍ବର: ୨୦୨୩-୨୪ ବଜେଟରେ ସ୍ଵାସ୍ଥ୍ୟସେବା କ୍ଷେତ୍ରକୁ ୧୬ ହଜାର କୋଟି ଟଙ୍କା ବ୍ୟୟ ବରାଦ ହୋଇଛି। ଏହା ଗତ ବଜେଟ ତୁଳନାରେ ୨୭% ଅଧିକ ଏବଂ ୨୦୧୭-୧୮ ବଜେଟ ତୁଳନାରେ ପ୍ରାୟ ୩ ଗୁଣ। ରାଜ୍ୟର ସାମଗ୍ରିକ ବଜେଟର ଏହା ୭%…
ଭୁବନେଶ୍ବର: ଦରଦାମ ବୃଦ୍ଧିକୁ ନେଇ ବିଜେଡିର ସାମ୍ବାଦିକ ସମ୍ମିଳନୀ ପରେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ। ସେ କହିଛନ୍ତି, ଅନ୍ତର୍ଜାତୀୟ ସ୍ତରରେ ଦରଦାମ ବୃଦ୍ଧି କାରଣରୁ ଗ୍ୟାସ ଦର ୫୦ ଟଙ୍କା ବୃଦ୍ଧି…
ଭୁବନେଶ୍ବର: ବିଧାନସଭା ଘେରାଉ ସମୟରେ ଧସ୍ତାଧସ୍ତି ଘଟଣାରେ ପୁଲିସ ଦ୍ବାରା ଗିରଫ ହୋଇଥିବା ବିଜେପି ଯୁବ ମୋର୍ଚ୍ଚା ନେତା ଓ କର୍ମୀମାନଙ୍କୁ ଗୁରୁବାର ଝାରପଡ଼ା ଜେଲ୍ରେ ଭେଟିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର। ଦଳୀୟ ନେତା ଓ କର୍ମୀଙ୍କୁ ଭେଟିଲା…
ଉମରକୋଟ: ନବରଙ୍ଗପୁର ଜିଲ୍ଲା ଉମରକୋଟସ୍ଥିତ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର(ଆଇଟିଆ)ରେ ଅଧ୍ୟନରତା ଜଣେ ଦ୍ଵିତୀୟ ବର୍ଷର ଛାତ୍ରୀ ହଷ୍ଟେଲ୍ ରୁମ୍ ଭିତରେ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟା କରିଥିବା ଛାତ୍ରୀ ହେଲେ ନାଗେଶ୍ବରୀ ଗଣ୍ଡ (୨୦)। ସୂଚନା ଅନୁସାରେ ନବରଂଗପୁର ଜିଲ୍ଲା ରାଇଘର…