ଏକ ସୁ-ପୋଷିତ ଓଡିଶା ଗଠନ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର: ମଙ୍ଗଳବାର ଦିନ ବରମୁଣ୍ଡାଠାରେ ଆୟୋଜିତ ଏକ ଅଙ୍ଗନବାଡ଼ି କେନ୍ଦ୍ରରେ ରାଜ୍ୟ ସ୍ତରୀୟ ‘ଅଙ୍ଗନ କା ଉତ୍ସବ’ ଏବଂ ନବମ ରାଷ୍ଟ୍ରୀୟ ପୋଷଣ ମାସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଏକ ସୁ-ପୋଷିତ ଓଡିଶା ଗଠନ ପାଇଁ…