ଜନଗଣନା କର୍ମଚାରୀଙ୍କ ସୁରକ୍ଷା ପାଇଁ SOP: ବାଧା ଦେଲେ ଜୋରିମାନା ସହ ୩ ବର୍ଷ ପର୍ଯ୍ୟନ୍ତ ଜେଲ୍ ଦଣ୍ଡ
ଭୁବନେଶ୍ୱର : ୨୦୨୭ ଜନଗଣନାର ପ୍ରଥମ ପର୍ଯ୍ୟାୟ ପାଇଁ ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଏକ ନୂଆ ମାର୍ଗଦର୍ଶିକା (SOP) ଜାରି କରିଛନ୍ତି । ନିକଟରେ ଘର ଘର ବୁଲି ତଥ୍ୟ ସଂଗ୍ରହ କରୁଥିବା କର୍ମଚାରୀଙ୍କ ସହ…