Category: ରାଜ୍ୟ ଖବର

ଦୁଇ ବାଇକ୍ ମୁହାଁମୁହିଁ, ୨ ମୃତ

ସୋରଡା: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା । ଦୁଇ ମୃତ । ସୋରଡା ଥାନା ପୋଡାଖାରୀ ଗାଁ ନିକଟରେ ସଡ଼କ ଦୁର୍ଘଟଣା । ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଘଟଣାସ୍ଥଳରେ ଦୁଇ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଥିବା…

ବିଜେଡି ସଂସଦୀୟ ଦଳ ନେତା ହେଲେ ମାନସ ରଞ୍ଜନ ମଙ୍ଗରାଜ, ସୁଲତା ସଂସଦୀୟ ଦଳର ଉପନେତା

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି) ବରିଷ୍ଠ ସାଂସଦ ମାନସ ରଞ୍ଜନ ମଙ୍ଗରାଜଙ୍କୁ ଉଚ୍ଚ ସଦନରେ ସଂସଦୀୟ ଦଳର ନେତା ଏବଂ ସୁଲତା ଦେଓଙ୍କୁ ସଂସଦୀୟ ଦଳର ଉପନେତା ଓ ମୁଖ୍ୟ ସଚେତକ ଭାବରେ ନିଯୁକ୍ତ କରିଛି। ଉଭୟଙ୍କ ଚୟନକୁ ଅନୁମୋଦନ…

୧୧ କେଭି ତାର ସଂସ୍ପର୍ଶରେ ଆସି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ପାଟଲ୍ ଗ୍ରାମରେ ଅଘଟଣ । ୧୧ କେଭି ତାର ସଂସ୍ପର୍ଶରେ ଆସି ୩ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ମାନେ ହେଲେ ବାଲିମି ଥାନା ପାଟଲ୍ ଗ୍ରାମର ସୁଧାକର ସାହୁ (୩୨), ଲକ୍ଷ୍ମୀଧର ସାହୁ(୨୪) ଏବଂ…

ମଣ୍ଡିରେ ଧାନରୁ ହେଲାଣି ଗଛ; ଆସୁନାହାନ୍ତି ମିଲର

ବାସୁଦେବପୁର : ଚାଷ ଓ ଚାଷୀଙ୍କ ପାଇଁ ସରକାରୀ ଘୋଷଣା ଏବେ ସାତସପନ ପାଲଟିଛି। ମିଲରଙ୍କ ମନମାନୀ ଓ ଅଘୋଷିତ କଟନିଛଟନି ପାଇଁ ନାକେଦମ ହେଲେଣି ଚାଷୀ। କେତେକ ଚାଷୀଙ୍କ ଧାନ ଏଯାବତ ମଣ୍ଡିରେ ପଡି ରହିଛି। କାଳବୈଶାଖୀ ପ୍ରଭାବରୁ ହୋଇଥିବା…

ବାହାର ରତ୍ନଭଣ୍ଡାର ଦ୍ୱିତୀୟ ପର୍ଯ୍ୟାୟ ଗଣତି ଶେଷ; ୧୯୭୮ ତାଲିକା ତୁଳନାରେ ମିଳିଲା ଅଧିକ ଅଳଙ୍କାର

ପୁରୀ: ଗଣତିମଣତିର ଦ୍ୱିତୀୟ ପର୍ଯ୍ୟାୟ ଚତୁର୍ଥ ଦିନରେ ଶନିବାର କଡ଼ା ସୁରକ୍ଷା ମଧ୍ୟରେ ବାହାର ରତ୍ନଭଣ୍ଡାରରେ ଗଚ୍ଛିତ ଅଳଙ୍କାର ଏବଂ ମୂଲ୍ୟବାନ ସାମଗ୍ରୀ ଗଣତି କାର୍ଯ୍ୟ ଶେଷ ହୋଇଛି। ୧୯୭୮ତାଲିକାରେ ବାହାର ରତ୍ନ ଭଣ୍ଡାରରେ ମୋଟ ୧୧୮ଟି ଅଳଙ୍କାର ରହିଥିବା ବେଳେ…

ପଞ୍ଚାୟତ ଓ ପୌର ନିର୍ବାଚନରେ ପ୍ରାର୍ଥୀ ଦେବ ’ଓଡ଼ିଶା ଜନତା କଂଗ୍ରେସ’

ଭୁବନେଶ୍ୱର : ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନରେ ପ୍ରାର୍ଥୀ ଦେବ ମହମ୍ମଦ ମୋକିମଙ୍କ ନୂଆ ଦଳ ଓଡ଼ିଶା ଜନତା କଂଗ୍ରେସ। ଏ ନେଇ ଆଜି ଦଳର କାର୍ଯ୍ୟାଳୟ ଉଦଘାଟନ କରି ସୂଚନା ଦେଇଛନ୍ତି ମୋକିମ। ଏହାସହ ଆସନ୍ତା ୧୫ ତାରିଖରେ…

୫ ମାସ ହେଲା ମିଳୁନି ଦରମା, ୨ ଦିନ ଧରି ଧାରଣାରେ ବସିଛନ୍ତି ୧୧୨ ଏମରଜେନ୍ସି କଲ୍ ସେଣ୍ଟରର କର୍ମଚାରୀ

ଭୁବନେଶ୍ୱର : ଦରମା ନମିଳିବାରୁ ତୀବ୍ର ଅସନ୍ତୋଷ । ଦୁଇଦିନ ହେବ ଧାରଣାରେ ବସିଛନ୍ତି ୧୧୨ ଏମରଜେନ୍ସି କଲ୍ ସେଣ୍ଟରର କର୍ମଚାରୀ । ୧୦୦ରୁ ଅଧିକ କର୍ମଚାରୀ ଧାରଣାରେ ବସିଛନ୍ତି । ରାଜ୍ୟ ଜରୁରୀକାଳୀନ ସେବା ସଞ୍ଚଳନ କେନ୍ଦ୍ର ଅଫିସ ସମ୍ମୁଖରେ…

ଆଗାମୀ ୫ଦିନ କଲବଲ କରିବବ ତାତି, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : କାଳବୈଶାଖୀ ପ୍ରଭାବ କମିଲା । ଆରମ୍ଭ ହେଲା ଗ୍ରୀଷ୍ମ ପ୍ରକୋପ । କଲବଲ କରିବା ଆରମ୍ଭ କଲା ତାତି। ଆଗାମୀ ୫ଦିନ ଯାଏ ଜାଳିବ ଖରା । ୧୭ ତାରିଖ ଯାଏ କଲବଲ କରିବ ତାତି ଏବଂ ଗୁଳୁଗୁଳି…

ସ୍ବାମୀ ଉପରେ ରାଗ ରଖି ଦୁଇ ଶିଶୁଙ୍କୁ ଟାଙ୍ଗିଆରେ ହାଣିଲା ମା’

ଝାରସୁଗୁଡା : ସ୍ବାମୀ ଉପରେ ରାଗ, ଛୁଆଙ୍କ ଉପରେ ପ୍ରତିଶୋଧ । ଦୁଇ ଛୁଆଙ୍କୁ ଟାଙ୍ଗିଆରେ ହାଣିଲା ଜନ୍ମକଲା ମାଆ । ଝାରସୁଗୁଡା ବିମାନବନ୍ଦର ଥାନା ଓରାମପଡାରେ ଏହି ଅଭାବନୀୟ କାଣ୍ଡ ଘଟିଛି । ସ୍ବାମୀଙ୍କ ସହ ଝଗଡା ପରେ ରାଗ…

ଧର୍ମଶାଳାରେ ଝାଡ଼ାବାନ୍ତି ଆତଙ୍କ: ଜଣେ ମୃତ, ୭ରୁ ଅଧିକ ଆକ୍ରାନ୍ତ

ଯାଜପୁର : ଯାଜପୁର ଜିଲ୍ଲା ଧର୍ମଶାଳାରେ ଝାଡ଼ାବାନ୍ତି ଆତଙ୍କ। ଆଉ ଜଣେ ଯୁବକଙ୍କ ମୃତ୍ୟୁ, ୭ରୁ ଅଧିକ ଆକ୍ରାନ୍ତ। ମୃତକ ହେଲେ ରାଇଛନ୍ଦା ପଂଚାୟତ ବାରକଣା ଗାଁର ବିପିନ ସାହୁ। ଦୁଇଦିନ ହେବ ଝାଡାବାନ୍ତିରେ ଆକ୍ରାନ୍ତ ହୋଇ କବାଟବନ୍ଧ ମେଡିକାଲରେ ଭର୍ତ୍ତି…