ମହାପ୍ରଭୁଙ୍କ ବଡ଼ ମହାସ୍ନାନ, ଭିତରକାଠ ନିକଟରେ ପଡ଼ିଥିଲା ରକ୍ତ
ପୁରୀ ୦୭।୦୪ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବଡ଼ ମହାସ୍ନାନ। ଭିତର କାଠ ନିକଟରେ ରକ୍ତ ପଡ଼ିଥିବାରୁ ମହାପ୍ରଭୁଙ୍କର ବଡ଼ ମହାସ୍ନାନ ହୋଇଛି। ବଡ଼ ମହାସ୍ନାନ ଲାଗି ସର୍ବସାଧାରଣ ଦର୍ଶନ ବନ୍ଦ ରହିଛି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି…