MMDR ବିଲ୍ ଉପରେ ସ୍ୱତନ୍ତ୍ର ବିଧାନସଭା ଅଧିବେଶନ ଡାକିବାକୁ କଂଗ୍ରେସର ଦାବି
ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ଦ୍ୱାରା ଅଣାଯାଇଥିବା ଖଣିଜ ଓ ଖଣି ଉନ୍ନୟନ ଏବଂ ନିୟନ୍ତ୍ରଣ ସଂଶୋଧନ ବିଲ୍କୁ ନେଇ ଓଡ଼ିଶାରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହି ବିଲ୍ ଯୋଗୁଁ ରାଜ୍ୟକୁ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ଆର୍ଥିକ କ୍ଷତି…