Category: ରାଜ୍ୟ ଖବର

୨୩ ରାତିରେ ବିଶାଖାପାଟଣା-ଗୋପାଳପୁର ମଧ୍ୟରେ ଉପକୂଳ ଛୁଇଁବ ଗଭୀର ଅବପାତ

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକଙ୍କ ସଦ୍ୟତମ ସୂଚନା ଅନୁଯାୟୀ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଆଜି ସନ୍ଧ୍ୟାରୁ ରାତି ମଧ୍ୟରେ ଏକ ‘ଗଭୀର ଅବପାତ’ର ରୂପ ନେବାକୁ ଯାଉଛି । ଏହି ସାମୁଦ୍ରିକ ଝଡ଼ ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ…

ପାଠ୍ୟପୁସ୍ତକ ତ୍ରୁଟି ଓ ଏମଏମଡିଆରକୁ ନେଇ ବିଧାନସଭାରେ ବିରୋଧୀଙ୍କ ପ୍ରତିବାଦ

ଭୁବନେଶ୍ୱର: ମଙ୍ଗଳବାର(୨୨ ସେପ୍ଟେମ୍ବର) ଆରମ୍ଭ ହୋଇଛି ରାଜ୍ୟ ବିଧାନସଭା ମୌସୁମୀ ଅଧିବେଶନ । ଆରମ୍ଭରୁ ହିଁ ସରଗରମ ହୋଇଛି ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ। ମଙ୍ଗଳବାର ସକାଳ ୧୧ଟାରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା। ବନ୍ଦେ…

ଅକ୍ଟୋବର ୨୭ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର:ଅକ୍ଟୋବର ୨୭ରେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତିଙ୍କ ଗସ୍ତ ନେଇ ସାଂସଦ ନବ ଚରଣ ମାଝୀ ଦେଇଛନ୍ତି ସୂଚନା। ସେ କହିଛନ୍ତି, ‘ଅକ୍ଟୋବର ୨୭ରେ ରାଇରଙ୍ଗପୁର ଗସ୍ତ କରିବେ ଏବଂ…

ଶ୍ରୀମନ୍ଦିରରେ ‘ବାମନ ଜନ୍ମ’ ନୀତି ଲାଗି ବୁଧବାର ୬ ଘଣ୍ଟା ପାଇଁ ଦର୍ଶନ ବନ୍ଦ

ଭୁବନେଶ୍ୱର: ପୁରୀ ଶ୍ରୀମନ୍ଦିରରେ ବୁଧବାର ଦିନ ‘ବାମନ ଜନ୍ମ ନୀତି’ ପାଳନ ହେବାକୁ ଥିବାରୁ ଭକ୍ତମାନଙ୍କ ପାଇଁ ଦର୍ଶନ ବ୍ୟବସ୍ଥା ଛଅ ଘଣ୍ଟା ପାଇଁ ବନ୍ଦ ରହିବ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜେଟିଏ) ସୂଚନା ଦେଇଛି। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ…

ହୀରାକୁଦ ଉବୁଟୁବୁ, ଖୋଲିଲା ଆଉ ୨ଟି ଗେଟ୍

ସମ୍ବଲପୁର: ଖୋଲିଲା ହୀରାକୁଦର ୨ଟି ଗେଟ୍ । ଉପର ମୁଣ୍ଡରୁ ଅତ୍ୟଧିକ ବନ୍ୟା ଜଳ ଆସିବା ଫଳରେ ହୀରାକୁଦ ଜଳଭଣ୍ଡାର ଆଉ ଦୁଇଟି ଗେଟ ଖୋଲିଛି l ହୀରାକୁଦ ତାର ସର୍ବୋଚ୍ଚ ଜଳ ଧାରଣା କ୍ଷମତା ୬୩୦ ଫୁଟ କୁ ପହଞ୍ଚି…

ଅଶାନ୍ତ ସମୁଦ୍ର, ପୁରୀ ବେଳାଭୂମିରେ ରେଡ୍ ଫ୍ଲାଗ୍

ପୁରୀ: ପୁରୀ ସମୁଦ୍ର କୂଳରେ ଲାଗିଛି ରେଡ୍ ଫ୍ଲାଗ୍ । ପ୍ରବଳ ବର୍ଷା ଯୋଗୁଁ ସମୁଦ୍ର ଅଶାନ୍ତ ହୋଇପଡ଼ିଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ସମୁଦ୍ର ସ୍ନାନ ଉପରେ କଟକଣା ଲଗାଯାଇଛି । ସମୁଦ୍ର କୂଳରେ ଅଗ୍ନିଶମ ବାହିନୀ ଓ ଲାଇଫ୍ ଗାର୍ଡମାନେ…

ଆର୍ଯ୍ୟପଲ୍ଲୀରେ ଫସିଲେ ୨୭ରୁ ଅଧିକ ଆନ୍ଧ୍ର ଟ୍ରଲର

ଗଞ୍ଜାମ: ସମୁଦ୍ରରେ ଫସିଲେ ମତ୍ସ୍ୟଜୀବୀ । ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ୨୭ରୁ ଅଧିକ ଆନ୍ଧ୍ର ମାଛଧରା ଟ୍ରଲର ଫସି ରହିଥିବା ସୂଚନା ମିଳିଛି । ଗଭୀର ଅବପାତ ପ୍ରଭାବରେ ସମୁଦ୍ର ଅଶାନ୍ତ ହୋଇଥିବାରୁ ଏଭଳି ପରିସ୍ଥିତି ଉପୁଜିଛି । ସମୁଦ୍ରରେ…

ବର୍ଷା ମୁକାବିଲା ପାଇଁ ଗଜପତି ଜିଲ୍ଲା ପ୍ରଶାସନ ସଜାଗ, ୨୬୪ ଅସ୍ଥାୟୀ ଆଶ୍ରୟସ୍ଥଳୀ ପ୍ରସ୍ତୁତ

ଗଜପତି: ଗଜପତି ଜିଲ୍ଲାରେ ବର୍ଷାର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ସଜାଗ ଅଛି । ଗତକାଲି ଠାରୁ ସମସ୍ତ ବ୍ଲକ ର ବିଡ଼ିଓ ଓ ତହସିଲଦାର ମାନଙ୍କୁ ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ନିର୍ଦେଶ ଦିଆଯାଇଛି । ଅବପାତ ପ୍ରଭାବରେ…

ଜଗତସିଂହପୁରରେ ଲଗାଣ ବର୍ଷା ସହ ବଢୁଛି ପବନର ବେଗ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ରେ ଲଘୁଚାପଜନିତ ବର୍ଷା ଜାରି ରହିଛି। ଆଜି ସକାଳଠାରୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ଆକାଶ ମେଘାଛନ୍ନ ରହିବା ସହ ତୁହାକୁ ତୁହା ପ୍ରବଳ ବର୍ଷା ହେଉଛି । ଏଥିସହ ଝଲକା ଝଲକା ଦମକା ପବନ ମଧ୍ୟ…

ବାତିଲ ହେଲା ଅଧିକାରୀଙ୍କ ଛୁଟି, ଛୁଟିରେ ଥିଲେ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ସରକାରୀ ଅଧିକାରୀଙ୍କ ଛୁଟି ବାତିଲ । ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କଲେ ରାଜ୍ୟ ସରକାର । ଛୁଟିରେ ଥିଲେ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ । ସମ୍ବେଦନଶୀଳ ଅଞ୍ଚଳ ଚିହ୍ନଟ ସହ…