୭ ବର୍ଷ ପରେ ଖୋଲିଲା ଇନ୍ଦ୍ରାବତୀ ଜଳଭଣ୍ଡାର ଗେଟ୍
ନବରଙ୍ଗପୁର : ୭ ବର୍ଷ ପରେ ଖୋଲିଲା ଇନ୍ଦ୍ରାବତୀ । ଲଘୁଚାପ ପ୍ରଭାବରେ ଆଗାମୀ ଦିନରେ ପ୍ରବଳ ବର୍ଷା ଆଶଙ୍କା । ସମ୍ଭାବ୍ୟ ବର୍ଷାକୁ ନଜରରେ ରଖି ୭ ବର୍ଷ ପରେ ଖୋଲିଲା ଇନ୍ଦ୍ରାବତୀ ଜଳଭଣ୍ଡାରର ଗେଟ୍ । ସମୁଦାୟ ୭ଟି…
ନବରଙ୍ଗପୁର : ୭ ବର୍ଷ ପରେ ଖୋଲିଲା ଇନ୍ଦ୍ରାବତୀ । ଲଘୁଚାପ ପ୍ରଭାବରେ ଆଗାମୀ ଦିନରେ ପ୍ରବଳ ବର୍ଷା ଆଶଙ୍କା । ସମ୍ଭାବ୍ୟ ବର୍ଷାକୁ ନଜରରେ ରଖି ୭ ବର୍ଷ ପରେ ଖୋଲିଲା ଇନ୍ଦ୍ରାବତୀ ଜଳଭଣ୍ଡାରର ଗେଟ୍ । ସମୁଦାୟ ୭ଟି…
କଟକ: ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର । ମୃତ ଯୁବକ ହେଲେ ତିନିଘରିଆ ଗାଁର ରଂଜିତ କୁମାର ନାଟିଆ । ବିରିବାଟି କେନାଲରୁ ଉଦ୍ଧାର କଲା ଚାଉଳିଆଗଞ୍ଜ ଅଗ୍ନିଶମ ବାହିନୀ । ଗତକାଲି ଗଣେଶ ମୂର୍ତ୍ତି ବିସର୍ଜନ ବେଳେ କଟକ ତାଳଦଣ୍ଡା…
ପୁରୀ : ପୁରୀ ସ୍ୱର୍ଗଦ୍ୱାରରେ ଏକା ସାଙ୍ଗରେ ଜଳିଛି, ୭ ଜୁଇ। ସ୍ୱର୍ଗଦ୍ୱାରରେ ସୃଷ୍ଟି ହୋଇଥିଲା ଶୋକାକୁଳ ପରିବେଶ। ଆଜି ଭୋର୍ ରୁ ସ୍ୱର୍ଗଦ୍ୱାରରେ ଶୋକାକୁଳ ପରିବେଶ ମଧ୍ୟରେ ଶେଷକୃତ୍ୟ ହୋଇଛି । ମଧ୍ୟପ୍ରଦେଶ ନଲଖେଡାରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…
ଭୁବନେଶ୍ୱର:ଓଡ଼ିଶାରେ ‘ସ୍ୱତନ୍ତ୍ର ସଘନ ସଂଶୋଧନ (ଏସଆଇଆର)-୨୦୨୬’ ପ୍ରକ୍ରିୟା ଶେଷ ହେବା ପରେ ଆଜି ଆନୁଷ୍ଠାନିକ ଭାବେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି। ଏହି ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବା ପୂର୍ବରୁ ରାଜ୍ୟର ସମସ୍ତ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହ…
ଗଁଦିଆ: ଘରେ ଶୋଇଥିବା ସମୟରେ ଗତକାଲି ରାତ୍ରିରେ ଏକ ଦନ୍ତା ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି। କପିଳାସ ରେଞ୍ଜ ଅନ୍ତର୍ଗତ ସୋରିଶିଆପଦା ଗ୍ରାମ ପଞ୍ଚାୟତ ଅଧୀନ ରାମେଇଖମାର ଗ୍ରାମର ଅଖିଳ ଭୋଇଙ୍କର ପୁଅ ପ୍ରମୋଦ ଭୋଇ ୪୩ ବର୍ଷ ନିଜର…
ଭୁବନେଶ୍ୱର: ଆଗକୁ ମାଡି ଆସୁଛି କି ବାତ୍ୟା! ଏନେଇ ସମସ୍ତଙ୍କ ମନରେ ଦ୍ବନ୍ଦ ସୃଷ୍ଟି ହେଉଥିଲା। ଭୟରେ ଥିଲେ ରାଜ୍ୟବାସୀ। ଏବେ କିନ୍ତୁ ଏନେଇ ଏବେ ସ୍ପଷ୍ଟ ସୂଚନା ଜାରି ହୋଇଛି। ଏବେ ବାତ୍ୟା ନୁହେଁ ଗଭୀର ଅବପାତ ରୂପ ନେବ…
ଉଦଳା: ମୌଳିକ ସୁବିଧା ଦାବିରେ ୮ କିଲୋମିଟର ଚାଲିଲେ ଛାତ୍ରୀ। ମୟୂରଭଞ୍ଜ ଜିଲ୍ଲାସ୍ଥିତ ଏକ ଆଶ୍ରମ ବିଦ୍ୟାଳୟର ଛାତ୍ରୀମାନେ ହଷ୍ଟେଲରେ ଦୁଇ ମାସରୁ ଅଧିକ ସମୟ ଧରି ମୌଳିକ ସୁବିଧାର ଅଭାବ ନେଇ ଅଭିଯୋଗ କରିବାକୁ ୮ କିଲୋମିଟର ଚାଲି ଚାଲି…
ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ପୂର୍ବରୁ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସର୍ବଦଳୀୟ ବୈଠକ ଶେଷ ହୋଇଛି। ଗୃହ କାର୍ଯ୍ୟକୁ ସୁରୁଖୁରୁରେ ଏବଂ ଶାନ୍ତିଶୃଙ୍ଖଳାର ସହ ପରିଚାଳନା କରିବା ପାଇଁ ବାଚସ୍ପତି ସବୁ ରାଜନୈତିକ ଦଳର ସହଯୋଗ ଲୋଡ଼ିଛନ୍ତି।…
କଟକ: ଗିରଫ ହେଲେ ଜେଲ ଅଧୀକ୍ଷକ । ଚୌଦ୍ଵାର ମଣ୍ଡଳ କାରାଗାର ସୂପରିଟେନ୍ଦେଣ୍ଟ ସୁଜିତ୍ ରାଉଳ ଗିରଫ । ଗିରଫ କଲା ଚୌଦ୍ଵାର ଥାନା ପୋଲିସ । ନିକଟ ଅତୀତରେ ସୁଜିତ୍ ରାଉଳଙ୍କ ଉପରୁ ଅନ୍ତରୀଣ ସୁରକ୍ଷା ହଟାଇ ଦେଇଥିଲେ ହାଇକୋର୍ଟ…
ନୂଆଦିଲ୍ଲୀ: ଆମେରିକା ସହ ପୁଣିଥରେ ଆଲୋଚନା ଆରମ୍ଭ କରିବା ପାଇଁ ଇରାନ ନିଜର ୭ଟି ସର୍ତ୍ତ ରଖିଛି। କାତାର ମଧ୍ୟସ୍ଥତାରେ ଏହି ସର୍ତ୍ତଗୁଡ଼ିକୁ ଆମେରିକା ନିକଟରେ ପହଞ୍ଚାଯାଇଥିବା ଇରାନ ପକ୍ଷରୁ କୁହାଯାଇଛି। ତେବେ ଆମେରିକା ଏହି ଦାବିଗୁଡ଼ିକୁ ଗ୍ରହଣ ନକଲେ ଇରାନ…