ଏମକେସିଜି ପିଜି ପରୀକ୍ଷା ବିବାଦ: ପ୍ରଶ୍ନପତ୍ର ଲିକ୍ ନୁହେଁ ମାଲ୍ପ୍ରାକ୍ଟିସ୍ ବୋଲି ସ୍ପଷ୍ଟ କଲେ କୁଳପତି
ବ୍ରହ୍ମପୁର : ବ୍ରହ୍ମପୁର ସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ମେଡିକାଲ କଲେଜରେ ଅନୁଷ୍ଠିତ ପୋଷ୍ଟ ଗ୍ରାଜୁଏଟ୍ (ପିଜି) ପରୀକ୍ଷା ବିବାଦ ନୂଆ ମୋଡ଼ ନେଇଛି। ଗତ ୨୭ ତାରିଖରେ ହୋଇଥିବା ଏହି ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ହୋଇନାହିଁ, ବରଂ ଏହା…