ବାଣ ବିସ୍ଫୋରଣରେ ଆଖି ବୁଜିଲେ ବାପ-ପୁଅ
ଜଗତସିଂହପୁର : ଜଗତସିଂହପୁରରେ ଅଭାବନୀୟ ଘଟଣା । ବାଣ ବିସ୍ଫୋରଣ ନେଇଗଲା ଦୁଇ ନୀରିହଙ୍କ ଜୀବନ । ବିସ୍ଫୋରଣରେ ଆଖି ବୁଜିଲେ ଗୋଟିଏ ପରିବାରର ବାପ-ପୁଅ । ଜଗତସିଂହପୁର ଜିଲ୍ଲା ମହିଲୋ ଗାଁରେ ଘଟିଛି ଏଭଳି ହୃଦୟ ବିଦାରକ ବିସ୍ଫୋରକ ଘଟଣା…
ଜଗତସିଂହପୁର : ଜଗତସିଂହପୁରରେ ଅଭାବନୀୟ ଘଟଣା । ବାଣ ବିସ୍ଫୋରଣ ନେଇଗଲା ଦୁଇ ନୀରିହଙ୍କ ଜୀବନ । ବିସ୍ଫୋରଣରେ ଆଖି ବୁଜିଲେ ଗୋଟିଏ ପରିବାରର ବାପ-ପୁଅ । ଜଗତସିଂହପୁର ଜିଲ୍ଲା ମହିଲୋ ଗାଁରେ ଘଟିଛି ଏଭଳି ହୃଦୟ ବିଦାରକ ବିସ୍ଫୋରକ ଘଟଣା…
ନୂଆପଡ଼ା: ନୂଆପଡ଼ାସ୍ଥିତ ଏକଲବ୍ୟ ମଡେଲ ସ୍କୁଲରେ କାର୍ଯ୍ୟରତ ଜଣେ ଏଏନଏମ୍ଙ୍କଠାରୁ ୧୨,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ସିବିଆଇ ହାତରେ ଧରା ପଡିଛନ୍ତି ସେହି ସ୍କୁଲର ଅଧ୍ୟକ୍ଷ । ସିବିଆଇ ପକ୍ଷରୁ ତାଙ୍କ ନାମରେ ଏକ ମାମଲା ରୁଜୁ କରାଯିବା ସହ…
ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଗୁରୁବାର ଦିନ ଜଗତସିଂହପୁର ଜିଲ୍ଲା ଶିକ୍ଷା ଅଧିକାରୀ (DEO)ଙ୍କ କାର୍ଯ୍ୟାଳୟରେ ଜଣେ ପ୍ରୋଗ୍ରାମରଙ୍କୁ ଧରିଛନ୍ତି। ସେ ବାକି ଥିବା ବିଲ୍ ପରିଶୋଧ ପାଇଁ ୩୦,୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛନ୍ତି। ଚନ୍ଦ୍ରଜିତ ପରିଜା…
ଭୁବନେଶ୍ୱର : ରାଜ୍ୟରେ ବେଆଇନ ଔଷଧ ବିକ୍ରି ବିରୋଧରେ ଭେଷଜ ନିୟନ୍ତ୍ରଣ ନିର୍ଦ୍ଦେଶାଳୟର ବଡ଼ ଧରଣର ଚଢ଼ାଉ । ପ୍ରାୟ ୨୨୦ଟି ଔଷଧ ଦୋକାନରେ ଚଢ଼ାଉ କରାଯାଇଥିବା ବେଳେ ୧୩୭ଟି ଦୋକାନ ବିରୋଧରେ ଡ୍ରଗ୍ସ ଆଣ୍ଡ କସ୍ମେଟିକ୍ସ ଆଇନ ଉଲ୍ଲଂଘନ ନେଇ…
ଭୁବନେଶ୍ବର: ବିମାନ ଯାତ୍ରୀଙ୍କ ପାଇଁ ଆସିଛି ଖୁସି ଖବର। ଆସନ୍ତା ୨୫ ତାରିଖରୁ ଭୁବନେଶ୍ବର-ପୁଣେ ମଧ୍ୟରେ ନୂଆ ବିମାନ ସେବା ଆରମ୍ଭ କରିବ ଇଣ୍ଡିଗୋ। ଏହି ବିମାନ ସପ୍ତାହର ପ୍ରତ୍ୟେକ ଦିନ ଚଳାଚଳ କରିବ ବୋଲି ଭୁବନେଶ୍ବର ବିମାନବନ୍ଦର ନିର୍ଦ୍ଦେଶକ ସୂଚନା…
କଟକ : ଦୁର୍ଗାପୂଜା ପାଇଁ ସ୍ପେଶାଲ ଡ୍ରାଇଭ ଆରମ୍ଭ କରି ଦେଇଛି କମିଶନରେଟ ପୋଲିସ । ଜାମିନ ବିହୀନ ଗିରଫ ପରୱାନା ତାଲିକାରେ ଥିବା ୧୬୨ ଜଣ ୱାରେଣ୍ଟିଙ୍କୁ ପୋଲିସ ଧରି ଥିବା ସୂଚନା ଦେଇଛନ୍ତି କଟକ ଡିସିପି । ପ୍ରସ୍ତୁତ…
ଭୁବନେଶ୍ୱର : ଫେରୁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଆଜିଠୁ ରାଜ୍ୟରୁ ଆରମ୍ଭ ହେଲା ମୌସୁମୀ ବିଦାୟ ପ୍ରକ୍ରିୟା । ବରଗଡ , ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି…
ଆଳି: ସ୍ୱାମୀକୁ ହତ୍ୟାକଲା ସ୍ତ୍ରୀ । ତଣ୍ଟି ଉପରେ ଛିଡ଼ା ହୋଇ ସ୍ୱାମୀକୁ ହତ୍ୟା କରି ଥିବା ସ୍ୱୀକାର କରିଛି ସ୍ତ୍ରୀ । କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ମାଳପାଟଣା ଗାଁରେ ସ୍ୱାମୀଙ୍କୁ ହତ୍ୟା କରିଛି ସ୍ତ୍ରୀ । ମୃତକ ହେଉଛନ୍ତି…
ଭୁବନେଶ୍ବର: OAS ଅଧିକାରୀ ସ୍ତରରେ ଅଦଳବଦଳ । ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ । ତ୍ରିଲୋଚନ ମହାନ୍ତିଙ୍କୁ ଭୁବନେଶ୍ବରସ୍ଥିତ ROTIର ଯୁଗ୍ମ ସଚିବ ଭାବେ ନୂଆ ନିଯୁକ୍ତି କରାଯାଇଛି । ଗୀତାଞ୍ଜଳି ନାୟକଙ୍କୁ E&IT ବିଭାଗର ଅତିରିକ୍ତ ସଚିବ ଦାୟିତ୍ବ ଦିଆଯାଇଛି…
ଯାଜପୁର ରୋଡ: ନିର୍ବାଚନ ପୂର୍ବରୁ ବ୍ୟାସନଗର ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ବୋମା ମାଡ଼ । ବୋମାମାଡ଼ ପରେ ଛାତ୍ରଛାତ୍ରୀ ଭୟଭୀତ । ପୋଲିସର ତଦନ୍ତ ଆରମ୍ଭ । ସୂଚନା ଅନୁଯାୟୀ ଆଜି ଭୋର ସାଢ଼େ ୩ଟା ସମୟରେ ପ୍ରଥମେ ଯାଜପୁର…