Category: ରାଜ୍ୟ ଖବର

ପୁସ୍ତକ ତ୍ରୁଟିକୁ ନେଇ ବିରୋଧୀଙ୍କ ଚେତାବନୀ, ୭ ଦିନରେ ମନ୍ତ୍ରୀ ଇସ୍ତଫା ନ ଦେଲେ ରାସ୍ତାକୁ ଓହ୍ଲାଇବୁ

ଭୁବନେଶ୍ଵର: ପୁସ୍ତକ ତ୍ରୁଟିକୁ ନେଇ ସରକାରଙ୍କୁ ଚେତାବନୀ ଦେଇଛନ୍ତି ବିରୋଧୀ । ୭ ଦିନରେ ଗଣଶିକ୍ଷା ମନ୍ତ୍ରୀ ଇସ୍ତଫା ନ ଦେଲେ ରାସ୍ତାକୁ ଓହ୍ଲାଇବାକୁ ଦେଇଛନ୍ତି ଧମକ। ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ। ଏପଟେ ବିଜେଡି ମଧ୍ୟ ମନ୍ତ୍ରୀଙ୍କ ତୁରନ୍ତ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ରାଜ୍ୟ ରାଜନୀତିରେ ଏବେ ଚର୍ଚ୍ଚାରେ ମା’ ଝିଅ

ଭୁବନେଶ୍ବର : ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ, ରାଜ୍ୟ ରାଜନୀତିରେ ଏବେ ଚର୍ଚ୍ଚାରେ ମା’ ଝିଅ । ଭୁବନେଶ୍ବର ସାଂସଦ ଅପରାଜିତ ଷଡ଼ଙ୍ଗୀ ଓ ତାଙ୍କ ଝିଅ ଅର୍ଚ୍ଚତା ଷଡ଼ଙ୍ଗୀ। ଉଭୟଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ସରଗରମ ଆଲୋଚନା। ଧର୍ମେନ୍ଦ୍ରଙ୍କ ଇସ୍ତଫା…

କ୍ରାଇମବ୍ରାଞ୍ଚର ହସ୍ତଗତ ହେଲା ମୃତ ସୌମ୍ୟଙ୍କ ଶେଷ ମେସେଜ୍, ତନାଘନା ଆରମ୍ଭ

ଭୁବନେଶ୍ବର: ବାଲିଅନ୍ତା ସୌମ୍ୟ ରଞ୍ଜନ ସ୍ୱାଇଁ ହତ୍ୟା ମାମଲା । ଆଜି ସୌମ୍ୟଙ୍କ ବାପା ଦୁଶାସନ ସ୍ୱାଇଁଙ୍କୁ ପଚରାଉଚରା କରିଛି କ୍ରାଇମବ୍ରାଞ୍ଚ ଟିମ୍ । ପ୍ରାୟ ୫ ଘଣ୍ଟା ପର୍ଯ୍ୟନ୍ତ ପଚରା ଉଚରା ପରେ ସୌମ୍ୟଙ୍କ ଗୁରୁତ୍ୱପୂର୍ଣ୍ଣ ଫୋନକୁ କ୍ରାଇମବ୍ରାଞ୍ଚରେ ଦାଖଲ…

ମୟୁରଭଞ୍ଜ ଜିଲ୍ଲାରେ ସୋମବାର ସମସ୍ତ ସ୍କୁଲ ବନ୍ଦ, ଅତି ପ୍ରବଳ ବର୍ଷା ସତର୍କତା ଜାରି

ମୟୁରଭଞ୍ଜ : ମୟୁରଭଞ୍ଜ ଜିଲ୍ଲାରେ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଇଥିବାରୁ ସୋମବାର ସମସ୍ତ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । IMDର ଜଗତ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସତର୍କତା ଜାରି କରିଛି । ଏହାକୁ…

ମଦ ଦୋକାନକୁ ବିରୋଧ କରି ତାତିଲେ ଲୋକେ, ତାଲା ଭାଙ୍ଗି ଲୁଟିନେଲେ ପେଟି ପେଟି ମଦ

ଯାଜପୁର : ମଦ ଦୋକାନକୁ ବିରୋଧ କରି ତାତିଲେ ଲୋକେ । ତାଲା ଭାଙ୍ଗି ଲୁଟିନେଲେ ପେଟି ପେଟି ମଦ । ଯିଏ ଯେମିତି ପାରିଲା ବୋହିନେଲା । ମଦ ଦୋକାନ ଉଦଘାଟନ ପୂର୍ବରୁ ଦୋକାନ ତାଲା ଭାଙ୍ଗି ନେଇଗଲେ ପେଟି…

ଧାନ ରୋଇବା ବେଳେ ଅଘଟଣ, ବଜ୍ରପାତରେ ବାପ-ପୁଅ ମୃତ

କାମାକ୍ଷାନଗର : ବଜ୍ରପାତରେ ବାପା, ପୁଅ ମୃତ । ଧାନ ରୋଇବା ବେଳେ ଅଘଟଣ । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ବାଲିପଡା ଗ୍ରାମର ଦୁଃଖଦ ଘଟଣା l ବିଲରେ ଧାନ ରୋଇବାକୁ ଯାଇଥିବା ବେଳେ ବଜ୍ରପାତରେ ବାପା ପୁଅ ମୃତ…

‘କ୍ୟାଚ୍ ଦି ରେନ୍’ ଅଭିଯାନରେ ଚମକିଲା ଭୁବନେଶ୍ୱର: ‘ମନ୍ କି ବାତ୍’ କାର୍ଯ୍ୟକ୍ରମରେ ଓଡ଼ିଶାର ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ/ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ପାଇଁ ଆସିଛି ଏକ ଗର୍ବର ବିଷୟ। ଜଳ ସଂରକ୍ଷଣ ଦିଗରେ ସହରର ନିରନ୍ତର ପ୍ରୟାସ ଏବଂ ସଫଳତାକୁ ଏବେ ଖୋଦ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ରବିବାର ପ୍ରସାରିତ ନିଜର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍…

ଚୋରାଚାଲାଣ ବେଳେ ହାଇୱାରୁ ୮ କୁଇଣ୍ଟାଲ ୫୦ କିଲୋ ଗଞ୍ଜେଇ ଜବତ

ଫୁଲବାଣୀ: ଫୁଲବାଣୀ ସଦର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ । ଗଞ୍ଜେଇ ଚାଲାଣକାରୀଙ୍କ ଯୋଜନାକୁ ପଣ୍ଡ କଲା ପୋଲିସ । ଏକ ହାଇୱାରେ ବିପୁଳ ପରିମାଣର ଗଞ୍ଜେଇ ଚାଲାଣ ବେଳେ ୮ କୁଇଣ୍ଟାଲ ୫୦ କିଲୋ ଗଞ୍ଜେଇ ଜବତ ହୋଇଛି । ଏହା…

କପାଳୀ ନଦୀରେ ବଢ଼ୁଛି ଜଳସ୍ତର, ବୁଡ଼ିଲା ଗ୍ରାମ୍ୟ ରାସ୍ତା

ଭଦ୍ରକ: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଭଦ୍ରକ ଜିଲ୍ଲାରେ ବର୍ଷାର ପ୍ରଭାବ ଦେଖାଦେଇଛି । ଫୁଲୁଛି କପାଳୀ, ବୁଡିଲା ଗ୍ରାମ୍ୟ ରାସ୍ତା । ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଫୁଲୁଛି କପାଳୀ ନଦୀ । ପ୍ରଭାବରେ ଭଦ୍ରକ ଜିଲ୍ଲା…

ଆଣ୍ଠୁଏ ପାଣିରେ ଉବୁଟୁବୁ ସିଲଭର ସିଟି, ୨୦ରୁ ଊର୍ଦ୍ଧ୍ୱ ପରିବାର ଜଳବନ୍ଦୀ!

କଟକ: କଟକରେ ଲଗାଣ ବର୍ଷା ଏବେ ବଡ଼ ବିପତ୍ତିର କାରଣ ପାଲଟିଛି। ଲଗାତାର ଢାଳୁଥିବା ବର୍ଷା ଯୋଗୁଁ ସହରର ଡ୍ରେନେଜ୍ ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍ ମାରିଛି ଏବଂ ବିଭିନ୍ନ ତଳିଆ ଅଞ୍ଚଳରେ ଭୟଙ୍କର ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଛି। ଅବସ୍ଥା ଏମିତି…