Category: ରାଜ୍ୟ ଖବର

ରାଜଧାନୀରେ ଜାଲ ନୋଟ୍ କାରବାର ଅଭିଯୋଗ, ଦୁଇ ଯୁବକ ଅଟକ

ଭୁବନେଶ୍ୱର : ରାଜଧାନୀରେ ଜାଲ ନୋଟ୍ କାରବାର ଅଭିଯୋଗ । ବଡଗଡ ଥାନା ଚିଲ୍ଲି ପୋଖରି ନିକଟରେ କାରବାର ବେଳେ ଧରାପଡିଲେ ଦୁଇ ଯୁବକ । ଜାଲ ନୋଟ୍ କାରବାର ବେଳେ ଧରିଲେ ଲୋକେ । ସନ୍ଦେହରେ ଦୁଇ ଜଣଙ୍କୁ ଅଟକ…

ସୁନାବେଶ ଦର୍ଶନ ସାରି ଫେରୁଥିବା ବେଳେ ଭୟଙ୍କର ଦୁର୍ଘଟଣା, ୬ ଗୁରୁତର

ହରଭଙ୍ଗା: ମହାପ୍ରଭୁଙ୍କ ସୁନାବେଶ ଦର୍ଶନ ସାରି ଫେରୁଥିବା ବେଳେ ମର୍ମନ୍ତୁଦ ସଡକ ଦୁର୍ଘଟଣା । କାରକୁ ଧକ୍କା ଦେଲା ତେଲ ଟ୍ୟାଙ୍କର । ରାସ୍ତାରୁ ୧୦ ଫୁଟ ତଳେ ଥିବା ଘାଇରେ ଖସିଲା କାର । ଖୋର୍ଦ୍ଧା–ବଲାଙ୍ଗୀର ୫୭ ନମ୍ବର ଜାତୀୟ…

ଓଡ଼ିଶା ଉପକୂଳରେ ଅବପାତ, ୨୭ରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା

ଭୁବନେଶ୍ବର: ଓଡ଼ିଶା ଉପକୂଳରେ ଅବପାତ । ୨୭ରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା । ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ବ୍ୟାପକ ବର୍ଷା ସମ୍ଭାବନା । ଅବପାତଟି ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅଧିକ ଶକ୍ତିଶାଳୀ…

ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଛୁଟି

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଜାରି ହୋଇଥିବା ପ୍ରବଳରୁ ଅତି ପ୍ରବଳ ବର୍ଷା ସତର୍କତାକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲା ପ୍ରଶାସନ ସୋମବାର ଦିନ ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛି। ପ୍ରତିକୂଳ ପାଣିପାଗ ସମ୍ଭାବନା…

ବରମୁଣ୍ଡା ବସ୍ ଷ୍ଟାଣ୍ଡ ଆଗରୁ ମୁଣ୍ଡବିହୀନ ମୃତଦେହ ଉଦ୍ଧାର

ଭୁବନେଶ୍ବର: ରବିବାର ପ୍ରତ୍ୟୁଷରେ ଭୁବନେଶ୍ୱରର ବରମୁଣ୍ଡା ବସ୍ ଷ୍ଟାଣ୍ଡ ନିକଟ ଏକ ରାସ୍ତାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୁଣ୍ଡବିହୀନ ମୃତଦେହ ମିଳିଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି। ପ୍ରାଥମିକ ତଦନ୍ତରୁ ଏହା ଏକ ସମ୍ଭାବ୍ୟ ସଡ଼କ ଦୁର୍ଘଟଣାକୁ…

ଦଶହରା ପରେ ସମ୍ପୂର୍ଣ୍ଣ ତ୍ରୁଟିଶୂନ୍ୟ ପାଠ୍ୟପୁସ୍ତକ ପାଇବେ ଛାତ୍ରଛାତ୍ରୀ

ଭୁବନେଶ୍ବର: ସ୍କୁଲ ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ଓ ନିର୍ଭୁଲ ବହି ପ୍ରଦାନ ନେଇ ବଡ଼ଧରଣର ସଂଶୋଧନ ଅଭିଯାନ ଆରମ୍ଭ ହୋଇଛି । ଏହି ପ୍ରକ୍ରିୟାରେ ବିଳମ୍ବକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅସନ୍ତୋଷ ପ୍ରକାଶ କରିଥିଲେ । ପରେ ସ୍କୁଲ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ‘Gen Z’ କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର: ପେପର ଲିକ୍ ଅଭିଯୋଗକୁ ନେଇ ଦେଶବ୍ୟାପୀ ଉତ୍ତେଜନା ମଧ୍ୟରେ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଛନ୍ତି। ଯାହା ପରେ ଶନିବାର ବିଜୁ ଜନତା ଦଳ (ବିଜେଡି) ସଭାପତି ଛାତ୍ର ଏବଂ ଯୁବ ପ୍ରତିବାଦକାରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହାକୁ ଯୁବପିଢ଼ିଙ୍କ ବିଜୟ…

କମାଲ କଲେ ଛାତ୍ରୀ,ଏକାଥରକେ ପାଇଲେ ଆଇ ଆଇ ଟି, ଏନଆଇଟି , ନିଟ୍, ଆଇଏଟି ଏବଂ ନେଷ୍ଟ୍

ବାଲେଶ୍ଵର : ଭାରତର ପ୍ରମୁଖ ଉଚ୍ଚଶିକ୍ଷା ସଂସ୍ଥାନ ଏବଂ ସେଗୁଡ଼ିକରେ ନାମଲେଖା ପାଇଁ ହେଉଥିବା ଜାତୀୟ ସ୍ତରର ପ୍ରବେଶିକା ପରୀକ୍ଷା ଓ ଯୁକ୍ତ ଦୁଇ ପରେ ଇଞ୍ଜିନିୟରିଂ, ମେଡିକାଲ, କିମ୍ବା ବୈଜ୍ଞାନିକ ଗବେଷଣା କ୍ଷେତ୍ରକୁ ଯିବା ପାଇଁ ପ୍ରମୁଖ ପ୍ରବେଶିକା ପରୀକ୍ଷା…

ପୋଲିସ ଡିଜିଙ୍କ ପରିଚୟ ଦେଇ ନିଟ୍ ଛାତ୍ରୀଙ୍କୁ ଠକେଇ ଉଦମ୍ୟ, ବ୍ଲୁ ଫିଲ୍ମ ଦେଖୁଛ କହି ମାଗିଲେ ଟଙ୍କା

ଭୁବନେଶ୍ୱର : ପୋଲିସ ଡିଜିଙ୍କ ନାଁରେ ଛାତ୍ରୀଙ୍କୁ ଠକେଇ ଉଦମ୍ୟ । ବ୍ଲୁ ଫିଲ୍ମ ଦେଖୁଛ କହି ମାଗିଲେ ଟଙ୍କା । ଟଙ୍କା ନଦେଲେ ଗିରଫ କରିବାକୁ ଧମକ । ଏପରିକି ଅପରାଧୀଙ୍କୁ ପୋଲିସ ମାଡ଼ ମାରୁଥିବା ଭିଡିଓ ପଠାଇ ଡରାଇବାକୁ…

ଲଘୁଚାପ ପ୍ରଭାବରେ ୩୧ ଯାଏ ଭୀଷଣ ବର୍ଷିବ, ୯ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର : ଲଘୁଚାପ ପ୍ରଭାବବେର ଭୀଷଣ ବର୍ଷିବ । ଜିଳ୍ଲାଗୁଡ଼ିକ ପାଇଁ ଜାରି ହେଲା ରେଡ ଆଲର୍ଟ । ଉତ୍ତର- ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ଦୁଇ ଦିନ…