କାରାଗାର ବିକାଶ ବୋର୍ଡର ଚତୁର୍ଥ ବୈଠକ, ଜେଲରେ କଏଦୀଙ୍କୁ ଜଗିବ AI କ୍ୟାମେରା
ଭୁବନେଶ୍ୱର : ଆଧୁନିକ ହେବ ଓଡ଼ିଶାର କାରାଗାର । କାରାଗାର ବିକାଶ ବୋର୍ଡର ଚତୁର୍ଥ ବୈଠକ । କାରାଗାର ସୁରକ୍ଷାରେ ହେବ ବଡ଼ ପରିବର୍ତ୍ତନ । ଜେଲରେ ଏଆଇ ସିସିଟିଭି ନଜର ରଖିବ । ଭୁବନେଶ୍ୱରରେ ହେବ ମଡେଲ ଜେଲ ପ୍ରତିଷ୍ଠା…
ଭୁବନେଶ୍ୱର : ଆଧୁନିକ ହେବ ଓଡ଼ିଶାର କାରାଗାର । କାରାଗାର ବିକାଶ ବୋର୍ଡର ଚତୁର୍ଥ ବୈଠକ । କାରାଗାର ସୁରକ୍ଷାରେ ହେବ ବଡ଼ ପରିବର୍ତ୍ତନ । ଜେଲରେ ଏଆଇ ସିସିଟିଭି ନଜର ରଖିବ । ଭୁବନେଶ୍ୱରରେ ହେବ ମଡେଲ ଜେଲ ପ୍ରତିଷ୍ଠା…
ଭୁବନେଶ୍ୱର : ଅନଲାଇନରେ ମିଳିବ କ୍ଷତିପୂରଣ ରାଶି । କମ୍ ଏବଂ ବେଶି ବର୍ଷା ହୋଇଥିବା ଜିଲ୍ଲାର ଜିଲ୍ଲାପାଳଙ୍କୁ କ୍ଷୟକ୍ଷତି ରିପୋର୍ଟ ମଗାଯାଇଛି । ଜିଲ୍ଲାପାଳ କ୍ଷତିଗ୍ରସ୍ତଙ୍କ ତଥ୍ୟ ଓ ବ୍ୟାଙ୍କ ଆକାଉଣ୍ଟ ଡିଟେଲ୍ସ ରଖିବେ । ଏହା ପରେ ଅନଲାଇନରେ…
ଭୁବନେଶ୍ଵର : କମେଣ୍ଟ ମରାକୁ ନେଇ ରାଜଧାନୀରେ ମର୍ଡର । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ । ଚିକିତ୍ସାଧୀନ ଅବସ୍ଥାରେ ମଞ୍ଚେଶ୍ୱର ଥାନା ଝରଣା ବସ୍ତିର ବନମାଳୀ ଭୋଳଙ୍କ ମୃତ୍ୟୁ ହୋଇଯାଇଛି । ପୋଲିସ ଘଟଣାରେ ଛାନ୍ଭିନ୍ ଆରମ୍ଭ କରିଛି…
ଭୁବନେଶ୍ୱର : ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି । ଜିଲ୍ଲାପାଳଙ୍କ ସହ ଏସ୍ ଇସିଙ୍କ ଭିଡିଓ ବୈଠକ । ଘରକୁ ଘର ସର୍ଭେ ନେଇ ଏସ୍ ଇସିଙ୍କ ଭିସି । ଭୋଟର ତାଲିକା ହେବ ତ୍ରୁଟିମୁକ୍ତ । ଏସ୍…
ଭୁବନେଶ୍ୱର: ଯାତ୍ରୀଙ୍କ ସୁବିଧା ବୃଦ୍ଧି ଏବଂ ସହରର ସୌନ୍ଦର୍ଯ୍ୟକରଣ ଦିଗରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଓ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି । ଜନପଥ କରିଡର୍ର ପ୍ରମୁଖ ସ୍ଥାନଗୁଡ଼ିକରେ ଆଧୁନିକ ଟ୍ରାଫିକ୍ ଏବଂ ପାର୍କିଂ-ସହ-ଯାତ୍ରୀ ଆଶ୍ରୟସ୍ଥଳ…
ଭୁବନେଶ୍ୱର: ଓଡ଼ିଶାରେ ଚାଲିଥିବା ସ୍ପେଶାଲ୍ ଇଣ୍ଟେନ୍ସିଭ୍ ରିଭିଜନ୍ (SIR) ଅର୍ଥାତ୍ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ ଦାଖଲ ହୋଇଥିବା ସମସ୍ତ ଅଭିଯୋଗ ଏବଂ ଦାବିଗୁଡ଼ିକର ସମାଧାନ ପ୍ରକ୍ରିୟା ସେପ୍ଟେମ୍ବର ୨ ତାରିଖରେ ସରିବ। ଏହି ଯାଞ୍ଚ ପରେ ସେପ୍ଟେମ୍ବର ୬, ୨୦୨୬…
କଟକ: ବିକାଶ ନାଁରେ କେମିତି ଚାଲିଛି ମହା ଦୁର୍ନୀତି, ତାହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି କଟକ ଜିଲ୍ଲାରେ। ସାମାନ୍ୟ ବନ୍ୟା ପାଣି ମାଡ଼ରେ ତାସ୍ ଘର ପରି ଧୋଇଯାଇଛି ୫ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏକ ନୂଆ…
ଭୁବନେଶ୍ୱର: ରାଜ୍ୟରେ ଥିବା ସରକାରୀ ଔଦ୍ୟୋଗିକ ପ୍ରଶିକ୍ଷଣ ପ୍ରତିଷ୍ଠାନ (ଆଇଟିଆଇ) ଗୁଡ଼ିକର ନାମକରଣରେ ସରକାର ଏକ ବଡ଼ ଧରଣର ପରିବର୍ତ୍ତନ ଆଣିଛନ୍ତି। ବିଭିନ୍ନ ଜିଲ୍ଲା ଏବଂ ସହରଗୁଡ଼ିକର ସଂଶୋଧିତ ଭୌଗୋଳିକ ନାମକରଣ ସହିତ ସାମଞ୍ଜସ୍ୟ ରଖି ରାଜ୍ୟର ମୋଟ ୨୮ଟି ସରକାରୀ…
ବଲାଙ୍ଗୀର: ସାଧାରଣ ଲୋକଙ୍କ ଗମନାଗମନ ସୁବିଧା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ‘ମୁଖ୍ୟମନ୍ତ୍ରୀ ବସ୍ ସେବା’ ଏବେ ଅସୁରକ୍ଷିତ ହୋଇପଡ଼ିଛି। ବଲାଙ୍ଗୀର ଜିଲ୍ଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ଦୁର୍ବୃତ୍ତ ମୁଖ୍ୟମନ୍ତ୍ରୀ ବସ୍କୁ ଅଧା…
ଭୁବନେଶ୍ବର: ୪ ଜିଲ୍ଲାରେ କୋଇଲା ଓ ପାଉଁଶ ଗାଡ଼ି ପରିବହନ ଉପରେ କଟକଣା ଲଗାଇଲେ ରାଜ୍ୟ ସରକାର । ଅନୁଗୁଳ, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ ସମ୍ବଲପୁର ଜିଲ୍ଲା ଗୁଡିକରେ ଦୁର୍ଘଟଣା ଏବଂ ପ୍ରଦୂଷଣକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି ।…