ବିପର୍ଯ୍ୟୟ ପରିଚାଳନା ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି, ଏଣିକି ମାଟି ତଳେ ବିଛାଯିବ ବିଦ୍ୟୁତ ତାର
ଭୁବନେଶ୍ବର: ବିପର୍ଯ୍ୟୟ ସମୟରେ ବିଦ୍ୟୁତ ଭିତ୍ତିଭୂମିକୁ ବଞ୍ଚାଇବାକୁ ନୂଆ ଯୋଜନା କରିଛନ୍ତି ରାଜ୍ୟ ସରକାର । ଏଣିକି ମାଟିତଳେ ବିଦ୍ୟୁତ ତାର ବିଛାଇବା ପାଇଁ ମୋଡାଲିଟି ପ୍ରସ୍ତୁତ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ।…