Category: ରାଜ୍ୟ ଖବର

ନାବାଳିକାଙ୍କୁ ଅପହରଣ ପରେ ଗଣଦୁଷ୍କର୍ମ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ତଳସରା ଥାନା ଅନ୍ତର୍ଗତ ବାଣ୍ଡେଗା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ ଏବଂ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ପ୍ରାଥମିକ ସୂଚନା ଅନୁଯାୟୀ, ଘଟଣାଟି ଶନିବାର ବିଳମ୍ବିତ ରାତିରେ ଘଟିଛି। ଛତିଶଗଡ଼ର ବାସିନ୍ଦା ଏହି ନାବାଳିକା ବାଣ୍ଡେଗାରେ ତାଙ୍କ…

ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ହୋମଗାର୍ଡଙ୍କ ମୃତ୍ୟୁ; ରାଜ୍ୟ ସରକାରଙ୍କ ପକ୍ଷରୁ ୧୦ ଲକ୍ଷ ଟଙ୍କାର ସହାୟତା ଘୋଷଣା

ପୁରୀ:ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ହୋମଗାର୍ଡଙ୍କ ମୃତ୍ୟୁ । ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ଥିବା ଘଟଗାଁ ଥାନା ହୁଣ୍ଡାପିଟା ଗ୍ରାମର ପ୍ରଦୀପ ମହାନ୍ତ ଆଉ ଘରକୁ ଫେରିପାରିଲେନି। ଘଟଣା ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିବା ସହ ଦିବଙ୍ଗତ ଆତ୍ମାର…

ଉଦଳାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସମସ୍ତ ରୁଟ୍‌ରେ ବସ ଚଳାଚଳ ବନ୍ଦ

ଉଦଳା: ଆଜଠାରୁ ଉଦଳାରୁ ସମସ୍ତ ରୁଟ୍‌କୁ ବସ ଚଳାଚଳ ବନ୍ଦ ରହିଛି। ଉଦଳାରୁ ଭୁବନେଶ୍ୱର ଚାଲୁଥିବା ଏକ ଯାତ୍ରୀବାହୀ ବସର କଣ୍ଡକ୍ଟର ରବୀନ୍ଦ୍ର ପରିଚ୍ଛାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା । ତେବେ ଅଭିଯୁକ୍ତମାନଙ୍କୁ ଗିରଫ କରା ଯାଉନଥିବାରୁ ଆଜି ଉଦଳା ମଟର…

ଦଳିତ ଯୁବକଙ୍କୁ ବନ୍ଦ କୋଠରୀରେ ୩ ଦିନ ଧରି ଅମାନୁଷିକ ନିର୍ଯାତନା

ବ୍ରହ୍ମପୁର: ରେଶମ ସହର ବ୍ରହ୍ମପୁର ଓ ଏହାର ଆଖପାଖ ଅଞ୍ଚଳରେ ଅପରାଧୀଙ୍କ ଦାଦାଗିରି ଏବେ ସବୁ ସୀମା ପାର୍ କରିଯାଇଛି। ବ୍ରହ୍ମପୁର ସଦର ଥାନା ଅଞ୍ଚଳରୁ ଏକ ଅତି ବର୍ବର ତଥା ଛାତିଥରା ଘଟଣା ସାମ୍ନାକୁ ଆସିଛି, ଯାହାର ଏକ ଭିଡିଓ…

ରଥଯାତ୍ରାରେ ମୁତୟନ ହେବେ କେନ୍ଦ୍ରୀୟ ଫୋର୍ସ: ୧୫ କମ୍ପାନୀ ଯବାନ ସମ୍ଭାଳିବେ ମହାପ୍ରଭୁଙ୍କ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ପୁରୀ ଏବେ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଆସନ୍ତା ଜୁଲାଇ ୧୬ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଏହି ମହାପର୍ବକୁ ଶାନ୍ତିପୂର୍ଣ୍ଣ ଏବଂ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ଲାଗି ରାଜ୍ୟ ପୋଲିସ ପକ୍ଷରୁ ବ୍ୟାପକ…

ଦିନକ ପରେ କେନାଲରୁ ମିଳିଲା ନିଖୋଜ ନାବାଳକର ମୃତଦେହ

କାମାକ୍ଷାନଗର: ଘର ସାମ୍ନାରୁ ନିଖୋଜ ନାବାଳକ ଛାତ୍ରର ମୃତଦେହ ରେଙ୍ଗାଳି କେନାଲରୁ ଉଦ୍ଧାର । ଗତକାଲି ଢେଙ୍କାନାଳ କାମାକ୍ଷାନଗର ମହାବିଦ୍ୟାଳୟ ସାମ୍ନାରେ ଥିବା ଏକ କଲୋନୀର ଘର ସାମ୍ନାରୁ ନାବାଳକ ଛାତ୍ର ନିଖୋଜ ହୋଇଯାଇଥିଲା । ଆଜି ନିଖୋଜ ଛାତ୍ରଙ୍କ ମୃତଦେହ…

ମହାନଦୀ ଜଳ ବିବାଦ; ସମାଧାନ ପାଇଁ ସହମତ ଓଡ଼ିଶା ଓ ଛତିଶଗଡ଼

ଭୁବନେଶ୍ବର:ଦୀର୍ଘ ୮ ବର୍ଷ ଧରି ଚାଲିଆସୁଥିବା ମହାନଦୀ ଜଳ ବିବାଦ ମାମଲାରେ ଶୁକ୍ରବାର ଟ୍ରିବ୍ୟୁନାଲ ଶୁଣାଣିରେ ନୂଆ ମୋଡ଼। ଆଲୋଚନା ଓ ଆପୋଷ ବୁଝାମଣା ମାଧ୍ୟମରେ ବିବାଦର ସ୍ଥାୟୀ ସମାଧାନ ପାଇଁ ଓଡ଼ିଶା ଓ ଛତିଶଗଡ଼ ଉଭୟ ରାଜ୍ୟ ସହମତି ପ୍ରକାଶ…

୬ ବର୍ଷ ହେଲା ହୋଇନି ପରୀକ୍ଷା! ନର୍ସିଂ ଛାତ୍ରୀଙ୍କ ଭବିଷ୍ୟତ ସହ ଖେଳ, ୧୬ଟି କଲେଜକୁ ନୋଟିସ

ବାଲେଶ୍ୱର: ନର୍ସିଂ ପଢ଼ି ସ୍ୱାସ୍ଥ୍ୟସେବା କ୍ଷେତ୍ରରେ କ୍ୟାରିୟର ଗଢ଼ିବାକୁ ସ୍ୱପ୍ନ ଦେଖିଥିବା ଶହ ଶହ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଏବେ ଅନ୍ଧକାରରେ। ଆଡମିଶନ କରିବାର ୬ ବର୍ଷ ବିତିଯାଇଥିଲେ ସୁଦ୍ଧା ଏଯାଏଁ ଗୋଟିଏ ବି ପରୀକ୍ଷା ଦେଇପାରିନାହାନ୍ତି ପିଲା। ଏଭଳି ଏକ ସାଂଘାତିକ…

ଆଉ ୪ ଦିନ ପରେ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା, ସୁରକ୍ଷା ପ୍ରସ୍ତୁତି ଚୂଡ଼ାନ୍ତ

ପୁରୀ: ଆଉ ୪ ଦିନ ପରେ ବିଶ୍ବପ୍ରସିଦ୍ଧ ପୁରୀ ଘୋଷଯାତ୍ରା । ଚୂଡ଼ାନ୍ତ ହୋଇଛି ସୁରକ୍ଷା ପ୍ରସ୍ତୁତି । ସୁରକ୍ଷା ପ୍ରସ୍ତୁତିର ଶେଷ ସମୀକ୍ଷା କରିଛନ୍ତି ପୋଲିସ ଡିଜି ୱାଇଖି ଖୁରାନିଆ । ରଥଯାତ୍ରା ସୁରକ୍ଷା ଦାୟିତ୍ବରେ ୧୩ ହଜାର ପୋଲିସ…

ନିର୍ମାଣାଧୀନ ପାଇଖାନା ଟାଙ୍କିରେ ପଡ଼ି ଦୁଇ ମୃତ

ଭୁବନେଶ୍ୱର: ଭୁବନେଶ୍ୱର ବିଜେବି ନଗରରେ ଏକ ଦୁଃଖଦ ଅଘଟଣ ଘଟିଛି । ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଖସିପଡ଼ି ଦୁଇ ଜଣଙ୍କ ମୃତ୍ୟୁ । ପ୍ରଥମେ ଅଗ୍ନିଶମ ବାହିନୀ ୨ଜଣଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲକୁ ପଠାଇଥିଲେ । ଡାକ୍ତର ସେଠାରେ ଦୁଇ…