ପାଠ୍ୟ ପୁସ୍ତକ ତ୍ରୁଟି ପ୍ରସଙ୍ଗ; ଅପରାଧିକ ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର : ପାଠ୍ୟ ପୁସ୍ତକରେ ତ୍ରୁଟି, ସମଗ୍ର ପ୍ରକ୍ରିୟାର ଅପରାଧିକ ତଦନ୍ତ ହେବ । କ୍ରାଇମବ୍ରାଞ୍ଚ ଏସ୍.ପି.ଙ୍କ ନିକଟରେ ଏଫ୍.ଆଇ.ଆର୍ କରିବାକୁ SCERT ନିର୍ଦ୍ଦେଶକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର…