ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ ! ଅବସ୍ଥା ଗୁରୁତର
ବ୍ରହ୍ମପୁର: ବ୍ରହ୍ମପୁର ସହରରୁ ଆସିଛି ଏକ ଚାଞ୍ଚଲ୍ୟକର ଘଟଣା । ଲୋଚାପଡ଼ା ଅଞ୍ଚଳର ବାସୁଦେବନଗରରେ ଜଣେ ମହିଳା ନିଜ ଦେହରେ ପେଟ୍ରୋଲ ଢାଳି ଜୀବନ ହାରିବା ଉଦ୍ୟମ କରିଥିବା ଘଟଣା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି । ଏହି ଉଦ୍ୟମର କାରଣ ଅସ୍ପଷ୍ଟ…