Category: ରାଜ୍ୟ ଖବର

ଲଗାଣ ବର୍ଷାରେ ମାଟି ଧସି ପୋତି ହେଲା ରେଳ ଟନେଲ, କାମ ବାଧାପ୍ରାପ୍ତ

ହରଭଙ୍ଗା: ଟନେଲ ଭିତରେ ପଶିଲା ପାଣି । ରାଜ୍ୟର ସବୁଠାରୁ ବଡ଼ ରେଳ ଟନେଲ ଭିତରେ ପଶିଲା ପାଣି, ନିର୍ମାଣଧୀନ ରେଳ ଟନେଲର କିଛି ସ୍ଥାନରେ ଧସିଲା ମାଟି, ପୋତି ହେଲା ରେଳ ଟନେଲ । କିଛି ସ୍ଥାନରେ ପାଣିରେ ରେଳ…

ମିଳିଲାନି ସ୍ବର୍ଗ ରଥ, ସ୍ତ୍ରୀଙ୍କ ମୃତଦେହ ବାଇକରେ ବୋହିଲେ ସ୍ୱାମୀ

ଝାରସୁଗୁଡ଼ା: ପୁଣି ବାଇକରେ ବୁହା ହେଲା ମୃତଦେହ । ମୃତଦେହ ବାହକ ଗାଡ଼ି ନମିଳିବାରୁ ବାଇକରେ ସ୍ତ୍ରୀଙ୍କ ମୃତଦେହ ବୋହିକି ନେଲେ ସ୍ବାମୀ । ଝାରସୁଗୁଡ଼ା ଲଇକେରାରୁ ଆସିଲା ହୃଦୟ ବିଦାରକ ଘଟଣା । ମୃତକ ଲ ଇକେରା ବ୍ଲକ ଉଡିଆପାଲି…

ରାଜଧାନୀରେ ପ୍ରବଳ ବର୍ଷା, ୨୪ ଘଣ୍ଟାରେ ୧୧୨.୩ ମିମି ରେକର୍ଡ

ଭୁବନେଶ୍ବର: ଭୁବନେଶ୍ବରରେ ୧୧୨.୩ ମିମି ବର୍ଷା । ରାଜଧାନୀ ଭୁବନେଶ୍ବରରେ ୧୦୦ ମିମି ଅତିକ୍ରମ କଲା ବର୍ଷା । ୨୪ ଘଣ୍ଟାରେ ୧୧୨.୩ ମିମି ବର୍ଷା ରେକର୍ଡ । ଏଥିସହ ଜାଣିରଖନ୍ତୁ ଯେ, ଚାନ୍ଦବାଲିରେ ୬୪.୬ ମିମି, ପୁରୀରେ ୫୫.୭ ମିମି…

ପୁରୀ ସାଂସଦ ସମ୍ବିତ ପାତ୍ରଙ୍କ ହ୍ୱାଟ୍ସଆପ୍ ଆକାଉଣ୍ଟ ହ୍ୟାକ୍

ଭୁବନେଶ୍ୱର: ବର୍ତ୍ତମାନ ସମୟରେ ସାଇବର ଅପରାଧୀଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଥିବା ବେଳେ ଏବେ ସେମାନଙ୍କ ଟାର୍ଗେଟକୁ ଆସିଛନ୍ତି ବଡ଼ ବଡ଼ ରାଜନେତା ଓ ପ୍ରଭାବଶାଳୀ ବ୍ୟକ୍ତିବିଶେଷ। ଏହି କ୍ରମରେ ପୁରୀ ଲୋକସଭା ସାଂସଦ ତଥା ବରିଷ୍ଠ ବିଜେପି ନେତା ସମ୍ବିତ ପାତ୍ରଙ୍କ…

ବମ୍ପା ଅନ୍ଧାରି ପୀଠ ନିକଟରୁ ଦନ୍ତା ହାତୀର ମୃତଦେହ ଉଦ୍ଧାର

ହିନ୍ଦୋଳ: ପୁଣି ଦନ୍ତା ମୃତ୍ୟୁ । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳ ବମ୍ପା ଅନ୍ଧାରି ପୀଠ ନିକଟରେ ଏକ ହାତୀର ମୃତ୍ୟୁ ହୋଇଛି । ହାତୀ ମୃତ୍ୟୁ ର କାରଣ ଅସ୍ପଷ୍ଟ ରହିଛି । ଶିକାରୀର ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

ରଥଯାତ୍ରାରେ ମାର୍କେଟ ଛକରୁ ଶରଧାବାଲି ଭିତରେ ଦିଆଯିବ ରନ୍ଧା ଓ ଶୁଖିଲା ଖାଦ୍ୟ

ପୁରୀ:ପୁଣି ବଦଳିଲା ନିଷ୍ପତ୍ତି । ପ୍ରଶାସନ ନିଷ୍ପତ୍ତି ନେଇଛି ରଥଯାତ୍ରାରେ ବଡ଼ଦାଣ୍ଡ ମାର୍କେଟ ଛକରୁ ଶରଧାବାଲି ଭିତରେ ରନ୍ଧା ଓ ଶୁଖିଲା ଖାଦ୍ୟ ବଣ୍ଟାଯିବ । ଆଗ୍ରହୀ ସଂସ୍ଥା ଓ ବ୍ୟକ୍ତିବିଶେଷ ପ୍ରାଶାସନଙ୍କ ଠାରୁ ଅନୁମତି ନେଇ ମାର୍କେଟ ଛକଠାରୁ ଗୁଣ୍ଡିଚା…

ଲଗାଣ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ, ଭୂସ୍ଖଳନ ଆଶଙ୍କା

କୋରାପୁଟ: କୋରାପୁଟରେ ଲଗାଣ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ । ଲଗାଣ ବର୍ଷାରେ ନଦୀ ଓ ଜଳଭଣ୍ଡାରର ଜଳସ୍ତର ବଢ଼ୁଥିବା ବେଳେ ଯାତାୟାତ ବ୍ୟାହତ । ତିନି ଦିନ ଧରି କୋରାପୁଟ ଜିଲ୍ଲାରେ ତୁହାକୁ ତୁହା ବର୍ଷା ଜାରି। ଫଳରେ ବିଭିନ୍ନ ନଦୀ…

ଜୁଲାଇ ୨୦ରୁ ଅଗଷ୍ଟ ୧୩ ଯାଏ ଚାଲିବ ସଂସଦର ମୌସୁମୀ ଅଧିବେଶନ

ଭୁବନେଶ୍ବର: ଜୁଲାଇ ୨୦ ତାରିଖରୁ ଆରମ୍ଭ ହେଉଛି ସଂସଦର ମୌସୁମୀ ଅଧିବେଶନ । ୨୫ ଦିନ ଧରି ମୌସୁମୀ ଅଧିବେଶନ ଚାଲିବ । ଅଗଷ୍ଟ ୧୩ ତାରିଖରେ ଶେଷ ହେବ । ୨୦୨୬ ବର୍ଷର ସଂସଦୀୟ କାର୍ଯ୍ୟସୂଚୀ ଅନୁସାରେ, ସଂସଦର ଆଗାମୀ…

ମଣ୍ଡିରେ ଧାନ ବିକ୍ରି ନ ହେବାରୁ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

ଟିଟିଲାଗଡ଼:ବଲାଙ୍ଗୀର ଜିଲ୍ଲାରେ ରବି ଧାନ କ୍ରୟରେ ବିଳମ୍ବକୁ ନେଇ ଚାଷୀଙ୍କ ଅସନ୍ତୋଷ ତୀବ୍ର ହୋଇଛି। ମଣ୍ଡିରେ ଧାନ କ୍ରୟ ନ ହେବା ପ୍ରତିବାଦରେ ଶନିବାର ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ମଣ୍ଡିର ଚାଷୀମାନେ ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରି ଧାରଣାରେ…

ପଥରବନ୍ଧ ବସ୍ତିରେ ଡ୍ରେନରେ ଭାସିଗଲେ ଯୁବକ

ଭୁବନେଶ୍ବର: ମୁକୁଳା ଡ୍ରେନରେ ଭାସିଗଲେ ଯୁବକ। ଭୁବନେଶ୍ବର ବାଣୀବିହାର ସ୍ଥିତ ପଥରବନ୍ଧ ବସ୍ତିରେ ଅଭାବନୀୟ ଘଟଣା। ଅଳିଆ ଗୋଟାଇବା ବେଳେ ଡ୍ରେନରେ ପଡିଯାଇଥିଲେ। ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ଘଟଣାସ୍ଥଳରେ ପହଞ୍ଚିଲେ ବିଏମସି ମେୟର। ରାଜଧାନୀ ଭୁବନେଶ୍ୱରରେ…