Category: ରାଜ୍ୟ ଖବର

ନିର୍ମାଣାଧୀନ ଘର କାନ୍ଥ ଭୁଶୁଡ଼ି, ୧ ମୃତ ଓ ଜଣେ ଗୁରୁତର

କେନ୍ଦୁଝର: ଭୁଶୁଡ଼ିଲା କାନ୍ଥ । ଜଣେ ମୃତ, ଜଣେ ଗୁରୁତର । କେନ୍ଦୁଝର ଟାଉନ ଥାନା ସରାସ ଗାଁରେ ଅଘଟଣ ଘଟିଛି । ମୃତକ ହେଲେ ପଶ୍ଚିମବଙ୍ଗର ବାବର୍ ଶେଖ୍ । ଗୁରୁତର ମିଟୁ ଶେଖଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ସ୍ଥଗିତ, ସ୍ୱାଭାବିକ ହେବ ସ୍ୱାସ୍ଥ୍ୟ ସେବା

ଭୁବନେଶ୍ୱର : ଓଡ଼ିଶାରେ ସରକାରୀ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ସ୍ଥଗିତ । ରାଜ୍ୟର ସ୍ୱାଭାବିକ ହେବ ସ୍ୱାସ୍ଥ୍ୟ ସେବା । ଓଡ଼ିଶା ମେଡିକାଲ ସର୍ଭିସେସ୍ ଆସୋସିଏସନ ବା OMSA ପକ୍ଷରୁ ଡାକରା ଦିଆଯାଇଥିବା ଅନିର୍ଦ୍ଦିଷ୍ଟ କାଳିନ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ବର୍ତ୍ତମାନ ପାଇଁ…

ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି

ଭୁବନେଶ୍ୱର : ୫ ଜିଲ୍ଲାକୁ ରେଡ୍ ଆଲର୍ଟ । ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ଅଧିକ ଘନୀଭୂତ ହୋଇ…

ଅଟୋକୁ ଧକ୍କା ଦେଲା ଟ୍ରକ : ବାପ-ପୁଅ ମୃତ, ମା ଗୁରୁତର

ମୟୁରଭଞ୍ଜ : ଅଟୋକୁ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ବାପ ପୁଅ ମୃତ, ମା ଗୁରୁତର । ୨୨୦ ନମ୍ବର ଜାତୀୟ ରାଜପଥ କାଳିକାପୁର ନିକଟରେ ଦୁର୍ଘଟଣା । ଏକ ଅଟୋକୁ ଟ୍ରକ ଧକ୍କା ଦେବା ଫଳରେ ବାପ ପୁଅଙ୍କ…

ଲଗାଣ ବର୍ଷା ଯୋଗୁ ଖୋଲିଲା ମାଛକୁଣ୍ଡ ଡ୍ୟାମର ଗୋଟିଏ ଗେଟ

ଲମତାପୁଟ: ଲଗାଣ ବର୍ଷାରେ ଖୋଲିଲା ମାଛକୁଣ୍ଡ ଡ୍ୟାମର ଗୋଟିଏ ଗେଟ । ଲଗାଣ ବର୍ଷା ଯୋଗୁଁ ଲମତାପୁଟ ବ୍ଲକର ମାଛକୁଣ୍ଡ ଜଳବିଦ୍ୟୁତ ପ୍ରକଳ୍ପ ର ଡ଼ି. ଡ୍ୟାମ ବିପଦ ସଂକେତକୁ ଛୁଇଁବା ପରେ ଗୋଟିଏ ଗେଟ ଖୋଲାଯାଇଛି । ୭ ନମ୍ବର…

ଝିଅ ବାହାଘର ପାଇଁ ରାଜି ନ ହେବାରୁ ମାଉସୀ ପରିବାର ଉପରେ ଆକ୍ରମଣ, ଜଣେ ମୃତ, ୩ ଗୁରୁତର

ପାଟଣାଗଡ଼: ଝିଅ ବାହାଘର ପାଇଁ ମନା କରିବାରୁ ମାଉସୀ ପରିବାର ଉପରେ ଆକ୍ରମଣ । ଜଣେ ମୃତ, ୩ ଗୁରୁତର । ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ମଲ୍ଲିକମୁଣ୍ଡା ଗାଁରେ ଘଟିଛି ଘଟଣା । ସୂଚନା ମୁତାବକ, ଜାମବାହାଲ ଗାଁର ମନବୋଧ…

ମହିଳା ଆଇଆଇସିଙ୍କ ସନ୍ଦେହଜନକ ମୃତ୍ୟୁ

କଟକ: ମହିଳା ଆଇଆଇସିଙ୍କ ସନ୍ଦେହଜନକ ମୃତ୍ୟୁ । କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ଥାନା ରେଷ୍ଟରୁମରୁ ମିଳିଛି ମୃତଦେହ । କବାଟ ଭାଙ୍ଗି ମୃତଦେହ ଉଦ୍ଧାର କରାଯାଇଥିଲା । ତେବେ ତାଙ୍କ ମୃତ୍ୟୁର…

ରଥଯାତ୍ରା ପାଇଁ ପୁରୀକୁ ବଢ଼ିବ ବସ ସଂଖ୍ୟା, ଧାର୍ଯ୍ୟ ଭଡ଼ାଠୁ ଅଧିକ ନେଲେ କାର୍ଯ୍ୟାନୁଷ୍ଠାନ

ପୁରୀ : ରଥଯାତ୍ରା ପାଇଁ ପୁରୀକୁ ବଢ଼ିବ ବସ ସଂଖ୍ୟା । ଯାତ୍ରୀଙ୍କ ଠାରୁ ଧାର୍ଯ୍ୟ ଭଡ଼ାଠୁ ଅଧିକ ନେଲେ କାର୍ଯ୍ୟାନୁଷ୍ଠାନ । ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ପାଇଁ ସୁଗମ ପରିବହନ, ସୁରକ୍ଷିତ ଯାତାୟାତ ଓ ଟ୍ରାଫିକ୍ ସୁପରିଚାଳନା…

ସୋସିଆଲ ମିଡିଆରେ ମହାପ୍ରଭୁଙ୍କ ଏଡିଟ ଫଟୋ ପୋଷ୍ଟ କଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ପୁରୀ: ଏଣିକି ସୋସିଆଲ ମିଡିଆରେ ମହାପ୍ରଭୁ ଜଗନ୍ନାଥଙ୍କର ଆପତ୍ତିଜନକ ଏଡିଟ ଫୋଟୋ ପୋଷ୍ଟ କଲେ ଆଉ ନିସ୍ତାର ନାହିଁ । ଅନେକ ସମୟରେ ମହାପ୍ରଭୁଙ୍କ ଫୋଟକୁ କଦର୍ଥ କରି ପୋଷ୍ଟ କରାଯାଉଥିବା ଦେଖିବାକୁ ମିଳୁଛି । ଏହା ଭିତରେ ବିଭିନ୍ନ ସୋସିଆଲ…

ଅଜଣା ଗାଡ଼ି ଧକ୍କାରେ ୩ ମୃତ

ବାଲିଗୁଡା : କନ୍ଧମାଳ ଜିଲ୍ଲାର ବାଲିଗୁଡ଼ା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅଜଣା ଗାଡ଼ି ଧକ୍କା ଦେବାରୁ ୩ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ବିଳମ୍ବିତ ରାତିରେ ବାଲିଗୁଡ଼ା ଥାନା ଅଧୀନ ମହାସିଙ୍ଗି ବ୍ରିଜରେ ଏହି…