ବଜ୍ରପାତରେ ଜଣେ ମୃତ, ୨ ଗୁରୁତର
ଢେଙ୍କାନାଳ: ବିବାହ ଉତ୍ସବର ଖୁସି ମୁହୂର୍ତ୍ତ ମଧ୍ୟରେ ଘଟିଛି ଅଘଟଣ। ବରଯାତ୍ରୀ ଦଳ କନ୍ୟା ଘରକୁ ଯାଉଥିବା ବେଳେ ବଜ୍ରପାତରେ ଜଣେ ବରଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି।ସୂଚନା ଅନୁଯାୟୀ, ଢେଙ୍କାନାଳ ସଦର ବ୍ଲକ୍ ଅନ୍ତର୍ଗତ ଭାପୁର…
ଢେଙ୍କାନାଳ: ବିବାହ ଉତ୍ସବର ଖୁସି ମୁହୂର୍ତ୍ତ ମଧ୍ୟରେ ଘଟିଛି ଅଘଟଣ। ବରଯାତ୍ରୀ ଦଳ କନ୍ୟା ଘରକୁ ଯାଉଥିବା ବେଳେ ବଜ୍ରପାତରେ ଜଣେ ବରଯାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି।ସୂଚନା ଅନୁଯାୟୀ, ଢେଙ୍କାନାଳ ସଦର ବ୍ଲକ୍ ଅନ୍ତର୍ଗତ ଭାପୁର…
ଭୁବନେଶ୍ୱର: ମେଡିକାଲରେ ଅଚଳାବସ୍ଥା ଦୂର କରିବା ପାଇଁ ରାଜ୍ୟ ସରକାର ଶୁକ୍ରବାର ଦିନ ଓଡ଼ିଶା ଡାକ୍ତରୀ ସେବା ସଂଘ (OMSA)କୁ ଆଲୋଚନା ପାଇଁ ନିମନ୍ତ୍ରଣ କରିଛନ୍ତି। ରାଜ୍ୟରେ ଚାଲିଥିବା ଡାକ୍ତରଙ୍କ ଧର୍ମଘଟ ଏବଂ ସ୍ୱାସ୍ଥ୍ୟସେବା ସେବାକୁ ପ୍ରଭାବିତ କରୁଥିବା ସମସ୍ୟାର ସମାଧାନ…
ଭୁବନେଶ୍ବର: ଶୁକ୍ରବାର ଦିନ ସୁରକ୍ଷା ବାହିନୀ କୋରାପୁଟ ଜିଲ୍ଲାର ବୈପାରିଗୁଡ଼ା ପୋଲିସ ଥାନା ଅନ୍ତର୍ଗତ ତେନ୍ତୁଲିଗୁମ୍ମା ଜଙ୍ଗଲରୁ ଆଉ ଏକ ମାଓ ଆଡ୍ଡା ଠାବ କରିଛି। ଏକ ସର୍ଚ୍ଚ ଅପରେସନ୍ ସମୟରେ ବନ୍ଧୁକ, ବିସ୍ଫୋରକ ଏବଂ ଗୁଳିଗୋଳା ଜବତ ହୋଇଛି। ଆତ୍ମସମର୍ପଣକାରୀ…
ଭୁବନେଶ୍ୱର : ଓଡ଼ିଶାକୁ ‘ଗ୍ଲୋବାଲ୍ ଗ୍ରୀନ୍ ହବ୍’ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆହ୍ୱାନ । ରାଜ୍ୟରେ ସବୁଜ ଅର୍ଥନୀତିର ବିକାଶ ପାଇଁ ଓଡ଼ିଶା ସରକାର ଜାପାନର ପ୍ରତିଷ୍ଠିତ IHI Corporation ଏବଂ ACME ଗ୍ରୁପ୍ ସହ ଏକ ସହଯୋଗ…
ପାଟଣାଗଡ଼: ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ମୃତ୍ୟୁ ପରେ ଶବ ଛୁଇଁଲେନି ଜାତି ଭାଇ । ଶବ ସତ୍କାର କଲେ ସ୍ବେଛାସେବୀ । ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକ କେନ୍ଦୁମୁଣ୍ଡି ଗ୍ରାମପଞ୍ଚାୟତ ତୁଳସୀଡୁଙ୍ଗୁରି ଗ୍ରାମରେ ଏପରି ଅଭାବନୀୟ ଘଟଣା ଦେଖିବାକୁ…
ଛତ୍ରପୁର : ସମୁଦ୍ର ଆଁରେ ଗାଁ । ଭୟଭୀତ ଗ୍ରାମବାସୀ । ଗଞ୍ଜାମ ଜିଲ୍ଲା ପୋଡ଼ମପେଟା ଗାଁଲୋକଙ୍କ ସହ ଜିଲ୍ଲାପାଳଙ୍କ ବୈଠକ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଆଲୋଚନା ହୋଇଛି । ଗଞ୍ଜାମ ବ୍ଲକର ପୋଡ଼ମପେଟା ଗାଁରେ ସମୁଦ୍ର କୂଳ ଲଙ୍ଘୁଛି ।…
ପୁରୀ : ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ । ରଥ ଉପରେ ଅନଧିକୃତ ଓ ଛଦ୍ମବେଶୀଙ୍କ ବିରୋଧରେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ । ରଥ ଉପରକୁ ନେଇପାରିବେନି ମୋବାଇଲ । ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ…
ରାୟଗଡା: ଧର୍ମ ପରିବର୍ତ୍ତନ ପାଇଁ ମିଳିଲାନି ଶ୍ମଶାନ । ଧର୍ମ ପରିବର୍ତ୍ତନ କରିଥିବାରୁ ଜଣେ ଆଦିବାସୀ ବୃଦ୍ଧଙ୍କୁ ଶ୍ମଶାନ ମିଳୁନଥିବା ଭଳି ଅଭାବନିୟ ଚିତ୍ର ସାମ୍ନାକୁ ଆସିଛି । ଏଭଳି ଚିତ୍ର ଦେଖିବାକୁ ମିଳିଛି ରାୟଗଡା ବ୍ଲକ ସ୍ଥିତ ଗାଜିଗାଁ ଗ୍ରାମରେ…
ଝାରସୁଗୁଡ଼ା : ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ । ଝାରସୁଗୁଡ଼ା ବେଲପାହାଡ଼ ଥାନା ଅନ୍ତର୍ଗତ ମୁଚବାହାଲରେ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ଯୁବକଙ୍କୁ ହତ୍ୟା କରି ରାସ୍ତାରେ ଫିଙ୍ଗିଦେଲେ ଦୁର୍ବୃତ୍ତ । ମୃତ ଯୁବକ ଝାରଖଣ୍ଡର ସୃଜନ କୁମାର ।…
ବଲାଙ୍ଗିର: ପ୍ରବଳ ବର୍ଷାରେ ଜଳବନ୍ଦୀ ପରିସ୍ଥିତି । ସହରର ବିଭିନ୍ନ ସ୍ଥାନରେ ପାଣି ନିଷ୍କାସନ ନହେବାରୁ ରାସ୍ତାରେ କୃତ୍ରିମବନ୍ୟା ଭଳି ପରିସ୍ଥିତି ଉପୁଜିଥିଲା । ଏପରିକି ମାଆ ସମଲେଶ୍ୱରୀ ମନ୍ଦିର ପରିସରରେ ପାଣି ଜମି ରହିଥିଲା । ସହର ମଧ୍ୟରେ କେଉଁଠି…