Category: ରାଜ୍ୟ ଖବର

ଧାରଣାରେ ଡାକ୍ତର, ବ୍ୟବଚ୍ଛେଦ ହୋଇନପାରି ପଡ଼ିରହିଲା ନାବାଳକର ମୃତଦେହ

ଯୋଡ଼ା : ଧାରଣାରେ ଡାକ୍ତର, ହୋଇପାରୁନି ପୋଷ୍ଟମର୍ଟମ । ୨୪ ଘଣ୍ଟାରୁ ଅଧିକ ସମୟ ହେବ ଯୋଡ଼ା ହସ୍ପିଟାଲ୍ ରେ ପଡ଼ିରହିଛି ନାବାଳକର ମୃତଦେହ । ସୁନ୍ଦରଗଡ଼ କୋଇଡା ଥାନା ମାଲଦା ସଂରକ୍ଷିତ ଜଙ୍ଗଲରେ ମାଙ୍ଗାନିଜ୍ ଉତ୍ତୋଳନ ବେଳେ ଦୁର୍ଘଟଣା ଘଟିଥିଲା…

SIR ପରିଚାଳନା ପାଇଁ ‘ଭୋଟର ତାଲିକା ପର୍ଯ୍ୟବେକ୍ଷକ’ ଭାବେ ୧୦ ବରିଷ୍ଠ IAS ଅଧିକାରୀ ନିଯୁକ୍ତ

ଭୁବନେଶ୍ୱର: ଓଡ଼ିଶାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ ପ୍ରକ୍ରିୟାକୁ ସୂଚାରୁରୂପେ ପରିଚାଳନା କରିବା ପାଇଁ ଭାରତୀୟ ନିର୍ବାଚନ କମିଶନଙ୍କ ଦ୍ୱାରା ଓଡ଼ିଶାର ୧୦ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ‘ଭୋଟର ତାଲିକା ପର୍ଯ୍ୟବେକ୍ଷକ’ (Electoral Roll Observer) ଭାବେ…

ହେଲିକପ୍ଟରରେ ବୁଲା ଖର୍ଚ୍ଚ ମାମଲାରେ ନବୀନ-ପାଣ୍ଡିଆନଙ୍କୁ କୋର୍ଟଙ୍କ ନୋଟିସ୍

ଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏବଂ କାର୍ତ୍ତିକ ପାଣ୍ଡିଆନଙ୍କ ଅଡୁଆ ପୁଣି ବଢ଼ିଛି। ହେଲିକପ୍ଟରରେ ବୁଲା ଖର୍ଚ୍ଚ ମାମଲାରେ ଖୋର୍ଦ୍ଧା ଜିଲ୍ଲା ଦୌରା ଜଜ୍‌ଙ୍କ ପକ୍ଷରୁ ଉଭୟଙ୍କୁ ନୋଟିସ୍‌ ଜାରି ହୋଇଛି। ୧୫ ତାରିଖ ସୁଦ୍ଧା…

ଖୋଲିଲା SCERT ଏବଂ ଓସେପା ୱେବସାଇଟ୍, ଅପଲୋଡ ହେଲା ସଂଶୋଧିତ ପୁସ୍ତକ

ଭୁବନେଶ୍ଵର: ପ୍ରଥମରୁ ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କ ପାଇଁ ଚଳିତ ଶିକ୍ଷା ବର୍ଷ ୨୦୨୬-୨୭ରୁ ନୂତନ ଭାବରେ ପ୍ରସ୍ତୁତ ପାଠ୍ୟପୁସ୍ତକଗୁଡ଼ିକରେ ଥିବା ତ୍ରୁଟି ସଂଶୋଧନ କରାଯିବ। ହେଲେ ଏବେ SCERT ଏବଂ ଓସେପା ୱେବସାଇଟ୍ ଖୋଲିଛି। ପ୍ରଥମରୁ ଚତୁର୍ଥ ଶ୍ରେଣୀ ପାଇଁ ଉଦ୍ଦିଷ୍ଟ…

PUC ସରିଯାଇଥିଲେ ପେଟ୍ରୋଲ ପମ୍ପରେ ଆଉ ମିଳିବନି ତେଲ, କଡ଼ାକଡ଼ି ହେବ ନିୟମ

ଭୁବନେଶ୍ୱର: ଯଦି ଆପଣଙ୍କ ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ସରିଯାଇଛି, ତେବେ ତୁରନ୍ତ ଏହାକୁ ନବୀକରଣ କରନ୍ତୁ। ନଚେତ୍ ଆପଣ କେବଳ ରାସ୍ତାରେ ଜରିମାନା ଦେବେନି, ବରଂ ପେଟ୍ରୋଲ ପମ୍ପରେ ତେଲ ପାଇବାରୁ ମଧ୍ୟ ବଞ୍ଚିତ ହୋଇପାରନ୍ତି। ରାଜ୍ୟରେ ଏବଂ ସାରା…

ଗୋପରେ ନିର୍ମାଣ ହେବ ମହାଲକ୍ଷ୍ମୀ କରିଡର: ଉପ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶାରେ ଖୁବଶୀଘ୍ର ଲକ୍ଷ୍ମୀପୁରାଣ କରିଡର । ରାଜ୍ୟର ପର୍ଯ୍ୟଟନ ଓ ଆର୍ଥିକ ସ୍ଥିତିର ବିକାଶ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଭିଜନ । ଏକ କୋଟି ମହିଳାଙ୍କ ପାଖରେ ପହଞ୍ଚିବ ଲକ୍ଷ୍ମୀପୁରାଣର ନୂଆ ସଂସରଣ । ସଶକ୍ତ ମହିଳାଙ୍କ…

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ; ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର:ଓଡ଼ିଶା ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣକୁ ନେଇ ରାଜନୈତିକ ଚର୍ଚ୍ଚା ଜୋର ଧରିଥିବା ବେଳେ ଆଜି ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ବିଜେପିର ରାଷ୍ଟ୍ରୀୟ ସଭାପତି ନିତିନ ନବୀନଙ୍କୁ ସାକ୍ଷାତ କରିବେ।ସୂଚନା ଅନୁସାରେ, ଅପରାହ୍ନରେ ଦିଲ୍ଲୀସ୍ଥିତ…

ମୋବାଇଲ ଛଡ଼ାଇ ନେବାରୁ କୀଟନାଶକ ପିଇ ଜୀବନ ହାରିଲା ନାବାଳିକା

ନୀଳଗିରି:ମୋବାଇଲ ଫୋନକୁ କେନ୍ଦ୍ର କରି ବାଲେଶ୍ୱର ଜିଲ୍ଲାର ରାଜ ବରହମପୁର ଥାନା ଅନ୍ତର୍ଗତ ଗଗପାଳ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ପରିବାର ଲୋକେ ମୋବାଇଲ ଛଡ଼ାଇ ନେବା ପରେ ଜଣେ ୧୫ ବର୍ଷୀୟା ନାବାଳିକା କୀଟନାଶକ ପିଇ ଦେଇଥିଲେ। ପରେ…

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ କ୍ଷେତ୍ର; ୭ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର:ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡ଼ିଶା ଉପକୂଳ ନିକଟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତନଠାରୁ ପ୍ରାୟ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପି…

ନୂଆ ପାଠ୍ୟପୁସ୍ତକ ଛପା ପାଇଁ ପ୍ରସ୍ତୁତି ଆରମ୍ଭ, ସମ୍ପୂର୍ଣ୍ଣ ତ୍ରୁଟିଶୂନ୍ୟ ପାଠ୍ୟ ପୁସ୍ତକ ଯୋଗାଇବେ ସରକାର

ଭୁବନେଶ୍ୱର : ନୂଆ ବହି ଛପା ପାଇଁ ଆରମ୍ଭ ହେଲା ପ୍ରସ୍ତୁତି । ବସିଲା ବଡ଼ ବୈଠକ । SCERT କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ, ସଚିବ ଏବଂ ଓସେପା ନିର୍ଦେଶକ । ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟ ପୁସ୍ତକ ଯୋଗାଇବେ…