Category: ରାଜ୍ୟ ଖବର

ମାର୍କେଟ ବିଲ୍ଡିଂରେ ଅଗ୍ନିକାଣ୍ଡ, ଜଳିଗଲା ୧୫ରୁ ଅଧିକ ଲୁଗା ଦୋକାନ

ଭୁବନେଶ୍ୱର : ମାର୍କେଟ ବିଲ୍ଡିଂରେ ଭୟଙ୍କର ଅଗ୍ନିକାଣ୍ଡ । ହୁତୁହୁତୁ ହୋଇ ଜଳିଲା କପଡ଼ା ଦୋକାନ। ଜଳିଗଲା ୧୫ରୁ ଅଧିକ ଲୁଗା ଦୋକାନ । ଦୀର୍ଘ ସମୟ ଉଦ୍ୟମ ପରେ ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହୀନି । ଆଜି ଭୋରରୁ…

ଖଣ୍ଡଗିରି ଡବଲ ମର୍ଡର ଘଟଣାରେ ୨ ଗିରଫ, ପୂର୍ବ ଶତ୍ରୁତାରୁ ପ୍ରତିଶୋଧ ନେଲା ନାବାଳକ

ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ଖଣ୍ଡଗିରି ଥାନା ଅଞ୍ଚଳର ଡବଲ ମର୍ଡର ଘଟଣାର ରହସ୍ୟ ଉପରୁ ପରଦା ହଟାଇଛି ପୋଲିସ। ଭଉଣୀ ପ୍ରତି ହୋଇଥିବା ଅପମାନର ପ୍ରତିଶୋଧ ନେବାକୁ ଯାଇ ଜଣେ ନାବାଳକ ନିଜ ସହଯୋଗୀ ସହ ମିଶି ଏହି…

ବଢିଲା ରବି ଧାନ ସଂଗ୍ରହ ଅବଧି, ଚାଷୀଙ୍କୁ ଆଶ୍ୱସ୍ତୀ

ଭୁବନେଶ୍ୱର: ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ୨୦ ଲକ୍ଷ ମେଟ୍ରିକ୍ ଟନ ଧାନ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟ କରିଥିଲେ…

ପେଟ୍ରୋଲ ଢାଳି ନାବାଳିକାକୁ ପୋଡିବାକୁ ଉଦ୍ୟମ

ଭଦ୍ରକ: ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତରେ ଅଭାବନୀୟ ଘଟଣା। ବିବାହିତ ପୁରୁଷର ଏକତରଫା ପ୍ରେମରୁ ଉନ୍ମତ୍ତ କାଣ୍ଡ। ନାବାଳିକାକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ। ଉକ୍ତ ଯୁବକକୁ ଧରି ପୋଲିସରେ ଜିମା ଦେଲେ ଗ୍ରାମବାସୀ। ଜଣେ ୩୩ ବର୍ଷୀୟ ଯୁବକ…

କମିଲା ସୁନା ଓ ରୁପା ଦର

ଭୁବନେଶ୍ୱର: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ଗତ କିଛି ମାସ ଧରି ଲଗାତାର ସୁନା ଓ ରୁପାର ମୂଲ୍ୟ ବଢିଚାଲିଥିଲା। ଗ୍ରାହକଙ୍କ ଚିନ୍ତାର ବିଷୟ ପାଲଟିଥିଲା ସୁନା ଦର। ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। କିଛିଦିନ ପୂର୍ବରୁ…

ସୁଇମିଂ ପୁଲ୍‌ରେ ବୁଡ଼ି ଯୁବତୀ ମୃତ, ହତ୍ୟା ଅଭିଯୋଗ ଆଣିଲା ପରିବାର

ପୁରୀ: ସୋମବାର ରାତିରେ ପୁରୀର ଏକ ହୋଟେଲରେ ଥିବା ସୁଇମିଂ ପୁଲରେ ଗାଧୋଇବା ବେଳେ ବୁଡ଼ି ଗଲେ ଜଣେ ୨୫ ବର୍ଷୀୟା ଯୁବତୀ। ମୃତକ ହେଲେ ସୁମିତ୍ରା ମହାପାତ୍ର ଓରଫ ମାମା। ସେ ଗୌଡାବାଡା ସାହିର ବାସିନ୍ଦା। ପୁଲିସ ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ…

ଖଣ୍ଡଗିରି ହତ୍ୟାକାଣ୍ଡ: ପୁଅ ପରେ ଡାକ୍ତରଖାନାରେ ଆଖି ବୁଜିଲେ ବାପା

ଭୁବନେଶ୍ୱର: ଖଣ୍ଡଗିରି ହତ୍ୟାକାଣ୍ଡ ମାମଲା। AIIMSରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ବାପା। ପୂର୍ବରୁ ପୁଅ କୃଷ୍ଣ ପାଢ଼ୀର ମୃତ୍ୟୁ ହୋଇଥିବା ବେଳେ ବଞ୍ଚାଇବାକୁ ଯାଇ ବାପା ଗୁରୁତର ହୋଇ ଏମ୍ସରେ ଚିକିତ୍ସା ହେଉଥିଲେ। ତେବେ ଆଜି ଚିକିତ୍ସାଧୀନ ଅବସ୍ଥାରେ କୃଷ୍ଣ…

ଜୁଲାଇ ୪ରେ ଓଡ଼ିଶା ଆସିବେ ଗୃହମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆସନ୍ତା ଜୁଲାଇ ୪ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ସୂଚନା ଦେଇଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ।ସୂଚନା ଅନୁଯାୟୀ, ଜୁଲାଇ ୪ ତାରିଖରେ ଅମିତ ଶାହ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚି…

ଚନ୍ଦ୍ରଭାଗାରେ ଦୁଇ ଭାଇଙ୍କୁ ସଂଘବଦ୍ଧ ଆକ୍ରମଣ

କୋଣାର୍କ: ପୁରୀ ଜିଲ୍ଲାର ଚନ୍ଦ୍ରଭାଗା ବଜାରରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଏକ ସଂଘବଦ୍ଧ ଆକ୍ରମଣ। ପ୍ରାୟ ୧୫ ଜଣ ଅଜଣା ଯୁବକଙ୍କ ଆକ୍ରମଣରେ ଦୁଇ ଭାଇ ଗୁରୁତର ଆହତ ହୋଇଥିବା ବେଳେ କୋଣାର୍କ ପୋଲିସ ମାମଲା ରୁଜୁ କରି ଘଟଣାର…

ଛାତ୍ରଛାତ୍ରୀଙ୍କୁ ଦିଆଯିବ ସଂଶୋଧିତ ପୁସ୍ତକ : ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

ଭୁବନେଶ୍ୱର : ସ୍କୁଲକୁ ଦିଆଯିବ ସଂଶୋଧିତ ପୁସ୍ତକ। ସଂଶୋଧିତ ପୁସ୍ତକ ଦିଆଯିବା ନେଇ ସୋମବାର ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ । ମନ୍ତ୍ରୀ କହିଛନ୍ତି, ପ୍ରତ୍ୟାହାର ହେବନି ତ୍ରୁଟିପୂର୍ଣ୍ଣ ବହି, ସ୍କୁଲକୁ ଦିଆଯିବ ସଂଶୋଧିତ…