Category: ରାଜ୍ୟ ଖବର

ସମ୍ପତ୍ତିକୁ ନେଇ ଖୁଡ଼ିକୁ ହତ୍ୟା କଲା ପୁତୁରା

ଭଞ୍ଜନଗର : ଖୁଡ଼ିକୁ ହତ୍ୟା କଲା ପୁତୁରା । ଖୁଡି ବେକରେ ଗାମୁଛା ବାନ୍ଧି, ହତ୍ୟା କଲା ପୁତୁରା । ହତ୍ୟାରେ ପୁତୁରା ବୋହୁ ବି ସାମିଲ ନେଇ ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆପଲ୍ଲୀ…

ପୁରୀରେ ଯୋଗଗୁରୁ ବାବା ରାମଦେବ, ଶ୍ରୀଜଗନ୍ନାଥଙ୍କ କଲେ ଦର୍ଶନ

ପୁରୀ : ପୁରୀରେ ଯୋଗଗୁରୁ ବାବା ରାମଦେବ । ଶ୍ରୀକ୍ଷେତ୍ର ପୁରୀ ପହଞ୍ଚିଛନ୍ତି ବାବା ରାମଦେବ । ଏ ଅବସରରେ ଗଣମଧ୍ୟାମକୁ ପ୍ରତିକ୍ରିୟା ଦେଇ ବାବା ରାମଦେବ କହିଛନ୍ତି, “ମହାପ୍ରଭୁଙ୍କ ଦର୍ଶନ କରି ବହୁତ ଆନନ୍ଦ ଅନୁଭବ କରୁଛି । ମୋର…

ପିଲା ଚୋର ଭାବି ଯୁବକଙ୍କୁ ନିର୍ଦ୍ଧୁମ ମାଡ଼

ସମ୍ବଲପୁର : ରାୟଗଡ଼ା କଲ୍ୟାଣସିଂହ ପୁର ହିଂସା ଘଟଣାର କିଛି ଘଣ୍ଟା ପରେ ସମ୍ବଲପୁରରେ ମଧ୍ୟ ସମାନ ଧରଣର ଘଟଣା ଦେଖିବାକୁ ମିଳିଛି l ଗୁରୁତର ହୋଇ ପଡ଼ିଥିବା ଜଣେ ବ୍ୟକ୍ତିଙ୍କୁ କିଛି ଯୁବକ ଘୋଷାରି ଘୋଷାରି ନେଉଥିବା, ସହ ଲାତ,…

ମହାବଳ ବାଘ ଛାଲ ଜବତ, ୩ ଗିରଫ

ନବରଙ୍ଗପୁର : କଲରାପତରିଆ ନୁହେଁ ଏଥର ହେଉଥିଲା ମହାବଳ ବାଘ ଛାଲର ଡିଲ୍ । ନିଜେ ଗ୍ରାହକ ସାଜି ମହାବଳ ଛାଲ ଚୋରାଚାଲାଣକାରୀଙ୍କୁ କାବୁ କଲା ବନବିଭାଗ । ନବରଙ୍ଗପୁର ଜିଲ୍ଲା ଡାବୁଗାଁ ରେଞ୍ଜ ଅନ୍ତର୍ଗତ ପାତ୍ରୀ ସଂରକ୍ଷିତ ଜଙ୍ଗଲରେ ୧୦…

ଛଟେଇ ବିରୋଧରେ ରାଜପଥରେ ସ୍ୱାସ୍ଥ୍ୟମିତ୍ରଙ୍କ ପ୍ରତିବାଦ

ଭୁବନେଶ୍ୱର : ଛଟେଇ ବିରୋଧରେ ଗର୍ଜିଲେ ସ୍ୱାସ୍ଥ୍ୟମିତ୍ର | ରାଜପଥରେ ସ୍ୱାସ୍ଥ୍ୟମିତ୍ରଙ୍କ ପ୍ରତିବାଦ। ବର୍ଷାରେ ଭିଜି, କୋଳରେ ଶିଶୁ ଧରି ଲୋୟର ପିଏମଜିରେ ଗର୍ଜିଲେ ମହିଳା। ପ୍ରବଳ ବର୍ଷାକୁ ଖାତିର ନକରି ହକ୍ ପାଇଁ ରାଜପଥକୁ ଓହ୍ଲାଇଛନ୍ତି ଶତାଧିକ ସ୍ୱାସ୍ଥ୍ୟମିତ୍ର ।…

ଆସନ୍ତା ୨୯ରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ

ବାରିପଦା: ବର୍ଷା ଋତୁକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ (STR) ଜୁନ୍ ୨୯ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ଅଧିକାରୀମାନେ କହିଛନ୍ତି ଯେ ସୁରକ୍ଷା ଚିନ୍ତା ଏବଂ ବର୍ଷା ସମୟରେ ବନ୍ୟପ୍ରାଣୀଙ୍କୁ ସୁରକ୍ଷା ଦେବାର ଆବଶ୍ୟକତାକୁ…

ମହଙ୍ଗା ପଡିଲା ନକଲି ଶିକ୍ଷାଗତ ପ୍ରମାଣରେ ଚାକିରି, ବନ୍ଧା ହେଲେ କର୍ମଚାରୀ

ଭୁବନେଶ୍ୱର : ମହଙ୍ଗା ପଡିଲା ନକଲି ଶିକ୍ଷାଗତ ପ୍ରମାଣରେ ଚାକିରି । ଫେକ ସାର୍ଟିଫିକେଟରେ ଗୃହ ବିଭାଗରେ ଚାକିରି କାରସାଦି । ବନ୍ଧା ହେଲେ କର୍ମଚାରୀ । ଜୁନିୟର ଏକ୍ଜ୍ୟୁକେଟିଭ ଆସିଷ୍ଟାଣ୍ଟ ଶିବ ପ୍ରସାଦ ରଥ ଗିରଫ । ପୁରୀ ଗୋପ…

ନିଶାଖୋର ପୁଅ ପାଇଁ ଜୀବନ ହାରିଲେ ବାପା ମାଆ !

ପୁରୀ : ଫାଦର୍ସ ଡେ’ରେ ବଡ଼ ଅଘଟଣ । ନିଶାଖୋର ପୁଅ ପାଇଁ ଜୀବନ ହାରିଲେ ବାପା ମାଆ । ଘର ଭିତରେ ପଙ୍ଖାରେ ଝୁଲି ପଡ଼ିଲେ ଦମ୍ପତି । ମୃତ ଦମ୍ପତି ପୁରୀ ଜିଲ୍ଲା ତାଳବଣିଆ ଥାନା ସେନାପତି ବଗିଚାର…

ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପୁରୁଷ ବନ୍ଧୁଙ୍କ ବିରୋଧରେ ମାମଲା

ବ୍ରହ୍ମପୁର : ଗଞ୍ଜାମ ଗୋଳନ୍ଥରା ଥାନା ଗାନ୍ଧୀ କଲେଜରେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣାରେ ପୁରୁଷ ବନ୍ଧୁଙ୍କ ନାଁରେ ମାମଲା ରୁଜୁ । ମୃତ ଛାତ୍ରୀ ସ୍ମୃତିଙ୍କ ପୁରୁଷ ବନ୍ଧୁ ବିଶ୍ବଜିତ ଜେନାଙ୍କ ନାଁରେ ଗୋଳନ୍ଥରା ଥାନାରେ ମାମଲା ରୁଜୁ…

କେନାଲରୁ ମହିଳାଙ୍କ ମୃତଦେହ ଉଦ୍ଧାର

ବରଗଡ଼: ବରଗଡ଼ରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଏକ କେନାଲରୁ ବିବାହିତା ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକଙ୍କ ପରିଚୟ ମିଳିପାରିନି । ବରଗଡ଼ ଜିଲ୍ଲା ବରପାଲି ଥାନା ସତଳମା ରାସ୍ତାର ବିଶିପାଲି ବ୍ରିଜ ନିକଟସ୍ଥ କେନାଲରୁ…