Category: ଶିକ୍ଷା

ଜୁଲାଇ ୨୧ ରୁ ୩୧ ତାରିଖ ଯାଏ ମାଟ୍ରିକ ସପ୍ଲିମେଣ୍ଟାରୀ ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା

କଟକ : ଜୁଲାଇ ୨୧ ରୁ ୩୧ ତାରିଖ ଯାଏ ମାଟ୍ରିକ ସପ୍ଲିମେଣ୍ଟାରୀ ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା । ପରୀକ୍ଷା ପାଇଁ ଆଡ଼ମିଟ କାର୍ଡ ୱେବସାଇଟରେ ଉପଲବ୍ଧ । www.bseodisha.ac.in ୱେବସାଇଟରେ ଉପଲବ୍ଧ ହେଉଛି ଆଡ଼ମିଟ କାର୍ଡ । ୮୩…

ବଢ଼ିଲା ଯୁକ୍ତ ଦୁଇ ନାମଲେଖା ଆବେଦନ ଅବଧି

ଭୁବନେଶ୍ୱର: ବଢ଼ିଲା +୨ ପ୍ରଥମ ବର୍ଷ ନାମଲେଖା ପାଇଁ ଆବେଦନ ଅବଧି। ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ନାମଲେଖା ଅବଧି ବୃଦ୍ଧି କରିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ବିଭାଗ । ପୂର୍ବରୁ ଆବେଦନର ଶେଷ ତାରିଖ ଜୁଲାଇ ୬ ଥିଲା ।…

ଆସନ୍ତାକାଲିଠୁ ସ୍ୱାଭାବିକ୍‌ ହେବ ସ୍କୁଲ୍‌

ଭୁବନେଶ୍ୱର : ଆସନ୍ତାକାଲି ଠାରୁ ସ୍ଵାଭାବିକ ହେବ ସ୍କୁଲ୍ । ରାଜ୍ୟରେ ପାଗ ଅନୁକୂଳ ରହିଥିବାରୁ ସମସ୍ତ ସ୍କୁଲ ସ୍ୱାଭାବିକ୍‌ ହେବା ନେଇ ନିଷ୍ପତ୍ତି ନିଆଯାଇଛି । ଏନେଇ ଗତ ଗୁରୁବାର ସରକାରଙ୍କ ତରଫରୁ ପ୍ରକାଶ ପାଇଥିଲା ଚିଠି । ଏହା…

ଓଜେଇ ୨୦୨୪ର ଫଳାଫଳ ପ୍ରକାଶ, ୨୩ ଟି ବିଭାଗରେ ୨୩ ଜଣ ଟପ୍ପର

ଭୁବନେଶ୍ୱର : ଓଡ଼ିଶା ମିଳିତ ପ୍ରବେଶିକା ପରୀକ୍ଷା -ଓଜେଇ ୨୦୨୪ର ଫଳାଫଳ ପ୍ରକାଶ । ଚଳିତ ବର୍ଷ ମେ’ରେ ହୋଇଥିଲା ପରୀକ୍ଷା । ଏଥିରେ ୬୫ ହଜାର ୭୪୨ ଜଣ ପରୀକ୍ଷାର୍ଥୀ ରେଜିଷ୍ଟ୍ରେସନ କରିଥିବା ବେଳେ ୫୬ ହଜାର ୪୭ ଜଣ…

ପ୍ରକାଶ ପାଇଲା ଯୁକ୍ତ-୨ ରେଜଲ୍ଟ, କଳା, ବିଜ୍ଞାନ, ବାଣିଜ୍ୟ ସବୁଥିରେ ଆଗୁଆ ଝିଅ

ଭୁବନେଶ୍ବର: ପ୍ରକାଶ ପାଇଲା ଚଳିତ ବର୍ଷ ସିଏଚସିଇ ଦ୍ବାଦଶ ରେଜଲ୍ଟ । www.orissaresult.nic.in ରେ ପ୍ରକାଶ ପାଇଲା ରେଜଲ୍ଟ । ଏନେଇ ଫଳ ପ୍ରକାଶ କଲା ଉଚ୍ଚ ମଧ୍ୟମିକ ଶିକ୍ଷା ପରିଷଦ । ତେବେ ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ…

ପ୍ରକାଶ ପାଇଲା ମାଟ୍ରିକ୍‌ ପରୀକ୍ଷାଫଳ: ପାସ୍ ହାର ୯୬.୦୭ ପ୍ରତିଶତ

କଟକ: ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ । ସମସ୍ତଙ୍କୁ ପଛରେ ପକାଇ ବାଜି ମାରିଛନ୍ତି ଖୋର୍ଦ୍ଧା ଛାତ୍ରଛାତ୍ରୀ । ୯୭. ୯୮ ପ୍ରତିଶତ ରେକର୍ଡ କରି ସବୁଠୁ ଆଗରେ ରହିଛି ଖୋର୍ଦ୍ଧା । ପଛରେ ପଡିଯାଇଛି ନୂଆପଡା…

୨୬ରେ ପ୍ରକାଶ ପାଇପାରେ ମାଟ୍ରିକ ରେଜଲ୍ଟ

କଟକ: ଆସନ୍ତା ୨୬ରେ ପ୍ରକାଶ ପାଇବ ଦଶମ ପରୀକ୍ଷା ଫଳାଫଳ । ୨୬ ତାରିଖ ସକାଳ ୧୦ଟା ୩୦ରେ ରେଜଲ୍ଟ ପ୍ରକାଶ ପାଇବା ବେଳେ ୧୧ଟା ୩୦ ସୁଦ୍ଧା ଛାତ୍ରଛାତ୍ରୀମାନେ ନିଜର ରେଜଲ୍ଟ www.bseodisha.ac.in ରେ ପାଇପାରିବେ । ତେବେ ଯଦି…

୨୬ରେ ପ୍ରକାଶ ପାଇବ +୨ ପରୀକ୍ଷା ଫଳାଫଳ

ଭୁବନେଶ୍ବର: ଆସନ୍ତା ମେ ୨୬ରେ ପ୍ରକାଶ ପାଇବ ଚଳିତ ବର୍ଷ ସିଏଚସିଇ ଦ୍ବାଦଶ ରେଜଲ୍ଟ । ୨୬ ତାରିଖ ଅପରାହ୍ଣ ସୁଦ୍ଧା ଛାତ୍ରଛାତ୍ରୀମାନେ ନିଜର ରେଜଲ୍ଟ ପାଇପାରିବେ । www.orissaresult.nic.in ପ୍ରକାଶ ପାଇବ ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ସିଏଚସିଇ…

ମେ ୬ରୁ ଓଜେଇଇ, ୱେବସାଇଟରେ ଉପଲବ୍ଧ ହେଲା ଆଡମିଟ୍ କାର୍ଡ

ଭୁବନେଶ୍ଵର: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)-୨୦୨୪ ଆସନ୍ତା ମେ’୬ ତାରିଖରୁ ଆରମ୍ଭ ହେବ । ଏହି ପରୀକ୍ଷା ସମ୍ପୂର୍ଣ୍ଣ ସିବିଟି (କମ୍ପ୍ୟୁଟର ବେସ ଟେଷ୍ଟ) ମୋଡରେ କରାଯିବ । ଏଥିପାଇଁ ଆରମ୍ଭ ହୋଇଛି ଆଡମିଟ୍ କାର୍ଡ ଡାଉନଲୋଡ ପ୍ରକ୍ରିୟା ।…

ତ୍ରୁଟି ମାନିଲେ ପରୀକ୍ଷା ନିୟନ୍ତ୍ରକ; ଯୁକ୍ତ ୨ ଫିଜିକ୍ସ ପିଲା ପାଇବେ ଗ୍ରେସମାର୍କ

ଭୁବନେଶ୍ୱର: ଯୁକ୍ତ ଦୁଇ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ହୋଇଥିବା ସ୍ୱୀକାର କଲା ସିଏଚଏସଇ । ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ପରୀକ୍ଷା ନିୟନ୍ତ୍ରକ ଆଶୋକ ନାୟକ କହିଛନ୍ତି, ଆଉଟ ଅଫ୍ ସିଲାବସ୍ ନୁହେଁ, ଚଏସ୍ ଡେଫିସିଟ୍ ରହିଛି । ରେଗୁଲାର ଓ…