ବିଜେପିରେ ଯୋଗ ଦେଲେ ଜଣାଶୁଣା ଓଡ଼ିଆ ଅଭିନେତ୍ରୀ ଜିନା ସାମଲ ଓ ସ୍ୱାମୀ ଅଭିନେତା ରୁଦ୍ର
ବାଲେଶ୍ବର: ଓଡ଼ିଆ ସିନେଜଗତର ଜଣାଶୁଣା ଅଭିନେତ୍ରୀ ଜିନା ସାମଲ ଓ ତାଙ୍କ ସ୍ୱାମୀ ରୁଦ୍ର ପାଣିଗ୍ରାହୀ ଆଜି ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ଓଲିଉଡ ଅଭିନେତ୍ରୀ ଜିନା ଓ ତାଙ୍କ ସ୍ୱାମୀ ରୁଦ୍ର…