Category: ରାଜନୀତି

ପ୍ରାର୍ଥୀପତ୍ର ଦାଖଲ କଲେ କୋରାଇର ବିଜେଡି ବିଧାୟିକା ପ୍ରାର୍ଥୀନୀ ସଂଧ୍ୟାରାଣୀ ଦାସ

ଯାଜପୁର: ନାମାଙ୍କନ ଭରିଲେ ସଂଧ୍ୟାରାଣୀ ଦାସ । ଯାଜପୁର ଜିଲ୍ଲା କୋରେଇ ବିଧାନସଭା ଆସନ ପାଇଁ ଆଜି ନାମାଙ୍କନ ଦାଖଲ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀନୀ ସଂଧ୍ୟାରାଣୀ ଦାସ । ଏହା ପୂର୍ବରୁ ସେ ପାଣିକୋଇଲି ତାରିଣୀ ମନ୍ଦିରରେ ପୁଜାର୍ଚ୍ଚନା କରି…

ବ୍ରହ୍ମପୁର, ଆସିକା ଓ କନ୍ଧମାଳ ନିର୍ବାଚନମଣ୍ଡଳୀରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ୍‍ ପ୍ରଚାର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଆଜି ବ୍ରହ୍ମପୁର, ଆସ୍କା ଓ କନ୍ଧମାଳ ଲୋକସଭା ନିର୍ବାଚନମଣ୍ଡଳୀରେ ମାରାଥନ୍‍ ପ୍ରଚାର କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି। ଏହି ତିନୋଟି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୋପାଳପୁର,…

ପୁରୀରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ: ବିଜେପିର ସିଦ୍ଧାନ୍ତ- ଯାହା କହିବୁ, ତାକୁ କରି ଦେଖାଇବୁ

ପୁରୀ: ପୁରୀରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ । ପୁରୀ ଜିଲ୍ଲା କୃଷ୍ଣପ୍ରସାଦରେ ଆୟୋଜିତ ଏକ ବିରାଟ ସମାବେଶକୁ ସମ୍ବୋଧିତ କରିଛନ୍ତି ଗଡକାରୀ । ପୁରୀରେ ପହଞ୍ଚିବା ପରେ ପ୍ରଥମେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରି ଆଶୀର୍ବାଦ…

ପ୍ରାର୍ଥୀପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ଅସିତ୍ ପଟ୍ଟନାୟକ

ଭଦ୍ରକ: ସାଧାରଣ ନିର୍ବାଚନ ୨୦୨୪ ପାଇଁ ଚାଲିଛି ନାମାଙ୍କନ ଦାଖଲ ପର୍ବ । ଏହି ଅବସରରେ ଆଜି ନାମାଙ୍କନ ଭରିଛନ୍ତି ଭଦ୍ରକ ବିଧାନସଭା କ୍ଷେତ୍ର ପାଇଁ କଂଗ୍ରେସ ପ୍ରାର୍ଥୀ ଅସିତ୍ ପଟ୍ଟନାୟକ । ନଜର ହଜାର ହଜାର ସମର୍ଥକଙ୍କ ସହ ବିଶାଳ…

ମୁଖ୍ୟମନ୍ତ୍ରୀଙ୍କୁ ଅଦ୍ରିଜାଙ୍କ ପ୍ରଶ୍ନ; ମୋ ଉପରେ ଅତ୍ୟାଚାର ହୋଇଛି ଜାଣି ବି ସେ ପରିବାରଙ୍କୁ ଟିକେଟ କେମିତି ଦେଲେ ?

ଭୁବନେଶ୍ବର: ନବୀନ ବାବୁ କହୁଛନ୍ତି, ସେ ମହିଳାଙ୍କ ଉନ୍ନତି ପାଇଁ କାମ କରୁଛନ୍ତି । ସେ ପରିବାର ମୋ ସହ ଅତ୍ୟାଚାର କରିଛି । ସେ ଏହା ଜାଣି ବି ଟିକେଟ ଦେଲେ କେମିତି? ଏମିତି କିଛି କହି ନିଜ କ୍ଷୋଭ…

ଆସନ୍ତାକାଲି ପ୍ରଧାନମନ୍ତ୍ରୀଙ୍କ ରୋଡ ସୋ, ୨ ଟାରୁ ବନ୍ଦ ରହିବ ମାଷ୍ଟର କ୍ୟାଣ୍ଟିନରୁ ବାଣୀବିହାର

ଭୁବନେଶ୍ୱର : ଆସନ୍ତାକାଲି ଭୁବନେଶ୍ୱର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାମମନ୍ଦିରରୁ ବାଣୀବିହାର ପର୍ଯ୍ୟନ୍ତ ହେବ ରୋଡ ସୋ’ । ଏଥିପାଇଁ ପୋଲିସ କମିଶନର ସଞ୍ଜୀବ ପଣ୍ଡା ଡାକିଛନ୍ତି ସାମ୍ବାଦିକ ସମ୍ମିଳନୀ । ଏହା ସହ ହୋଇଛି ପୋଲିସ ଅଧିକାରୀଙ୍କ…

ନବୀନ ବାବୁ ଯାହା ଦେବାକଥା, କେବଳ ପାଣ୍ଡିଆନଙ୍କୁ ଦେଉଛନ୍ତି : ହିମନ୍ତ ବିଶ୍ୱଶର୍ମା

ମାଲକାନଗିରି: ‘ନବୀନ କେବଳ ଓକେ ଓକେ କହନ୍ତି, ଆଉ କିଛି କହନ୍ତିନି । ନବୀନ ବାବୁ ଯାହା ଦେବାକଥା, କେବଳ ପାଣ୍ଡିଆନଙ୍କୁ ଦେଉଛନ୍ତି’ । କାଲିମେଳାରେ ଜନସଭାରେ କିଛି ଏଭଳି କହିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା । ଓଡିଶାରେ ଜନସଭାକୁ…

ନାମାଙ୍କନ ଦାଖଲ କଲେ ସାଲେପୁର ବିଜେପି ବିଧାୟକ ପ୍ରାର୍ଥୀ ଅରିନ୍ଦମ

ସାଲେପୁର: ପ୍ରାର୍ଥୀପତ୍ର ଦାଖଲ କଲେ ସାଲେପୁରର ବିଜେପି ବିଧାୟକ ପ୍ରାର୍ଥୀ ଅରିନ୍ଦମ ରାୟ । ଏକ ବିରାଟ ପଟୁଆରରେ ଆସି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ନାମାଙ୍କନ ଦାଖଲ ପୂର୍ବରୁ ସେ କଟକର ଅଧିଷ୍ଠାତ୍ରୀ ଦେବୀ ମାଆ କଟକ ଚଣ୍ଡୀଙ୍କ ପୂଜାର୍ଚ୍ଚନା…

ଉମରକୋଟରେ ପ୍ରଚାର କଲେ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ

ଉମରକୋଟ : ନବରଙ୍ଗପୁର ଜିଲ୍ଲା ଉମରକୋଟ ନିର୍ବାଚନ ମଣ୍ଡଳୀରେ ବିଜେପି ଛତିଶଗଡି ଭାଷାରେ ପ୍ରଚାର କରୁଥିବା ଦେଖିବାକୁ ମିଳିଛି । ଜିଲ୍ଲାର ରାଇଘର ଓ କୁନ୍ଦେଇ ଅଞ୍ଚଳରେ ବହୁ ପରିମାଣରେ ହିନ୍ଦୀ ଭାଷା ଭାଷୀ ଓ ଛତିଶଗଡ ସମ୍ପର୍କିତ ଲୋକ ରହିଛନ୍ତି…

ଓଡ଼ିଶାରେ ଏଥର ମାହୋଲ ବଦଳୁଛି : ରାଜନାଥ

ବିଜେପି ପାଇଁ ରାୟଗଡ଼ାରେ ପ୍ରଚାର କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ସେ ଗୋଟିଏ ଜନସଭାକୁ ସମ୍ବୋଧନ କରି ଜାତୀୟ ପ୍ରସଙ୍ଗରେ କଂଗ୍ରେସକୁ ଘେରିଛନ୍ତି। ବିଜେଡି ସରକାର ନିଜର ପ୍ରତିଶ୍ରୁତି ପୂରଣ କରି ନାହିଁ ବୋଲି ରାଜନାଥ କହିଛନ୍ତି। ଏଥିସହ ଏଥର…