Category: ରାଜନୀତି

ବଡଚଣା ଟିକେଟ ପାଇବା ପରେ ନବୀନ ନିବାସରେ ବର୍ଷା, ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ କୃତଜ୍ଞତା

ଭୁବନେଶ୍ୱର : ନବୀନ ନିବାସରେ ବର୍ଷା ପ୍ରିୟଦର୍ଶିନୀ । ବଡଚଣା ଟିକେଟ ପାଇବା ପରେ ନବୀନ ନିବାସରେ ପହଞ୍ଚିଛନ୍ତି ଅଭିନେତ୍ରୀ ବର୍ଷା । ବଡ଼ଚଣାରୁ ବିଜେଡି ବିଧାୟକ ପ୍ରାର୍ଥୀ ହୋଇଛନ୍ତି ବର୍ଷା ପ୍ରିୟଦର୍ଶିନୀ । ଏହାପରେ ମୁଖ୍ୟମନ୍ତ୍ରୀ ଓ କାର୍ତ୍ତିକ ପାଣ୍ଡିଆନଙ୍କୁ…

ବିଜେଡିରେ ମିଶିଲେ ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ ନେତା

ଭୁବନେଶ୍ୱର: ବିଜେଡ଼ିରେ ଯୋଗଦେଲେ କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ । ଆଜି ଶଙ୍ଖଭବନ ଠାରେ ଧର୍ମଶାଳା ବିଧାୟକ ତଥା କଳାହାଣ୍ଡି ଜିଲ୍ଲା ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତରାୟ ଓ ରାଜ୍ୟସଭା ସାଂସଦ…

ବିଜେପିରେ ଯୋଗଦେଲେ ତେଲକୋଇର ପୂର୍ବତନ ବିଧାୟକ ବେଦବ୍ୟାସ ନାୟକ

ଭୁବନେଶ୍ବର: ବିଜେପିରେ ଯୋଗଦେଲେ ତେଲକୋଇର ପୂର୍ବତନ ବିଜେଡି ବିଧାୟକ ବେଦବ୍ୟାସ ନାୟକ । ସେ ପ୍ରାର୍ଥୀ ପାଇଁ ଆଶାୟୀ ଥିବାବେଳେ, ଦଳ ଟିକେଟ୍ ନଦେବାରୁ ବେଦବ୍ୟାସ ଅସନ୍ତୁଷ୍ଟ ଥିଲେ । ସେନେଇ ବେଦବ୍ୟାସ ନିକଟରେ ବିଜେଡି ଛାଡିଥିଲେ । ଆଜି ବିଜେପି…

ପାଣ୍ଡିଆନଙ୍କ ବିରୋଧରେ ସିଇଓଙ୍କୁ ଫେରାଦ ହେଲା ବିଜେପି

ଭୁବନେଶ୍ବର: ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ବିରୋଧରେ ସିଇଓଙ୍କୁ ଫେରାଦ ହେଲା ବିଜେପି । ବିଜେପି ଅଭିଯୋଗ କରିଛି ଯେ, ବିଜେଡି ନେତା ତଥା 5-ଟି ଅଧ୍ୟକ୍ଷ ପାଣ୍ଡିଆନ ଆଜି ଆଦର୍ଶ ନିର୍ବାଚନ ଆଚରଣ ବିଧିର ଖୋଲାଖୋଲି ଉଲ୍ଲଘଂନ କରିଛନ୍ତି ।…

କଂଗ୍ରେସ ପାଇଁ ଆଉ ପ୍ରଚାର କରିବି ନାହିଁ : ସୁର ରାଉତରାୟ

ଭୁବନେଶ୍ୱର : କଂଗ୍ରେସ ପାଇଁ ଆଉ ପ୍ରଚାର କରିବି ନାହିଁ । ସାନ ପୁଅ ମନ୍ମଥ ରାଉତରାୟ ପାଇଁ ପ୍ରଚାର କରିବି । ଏହା କହିଛନ୍ତି ବରିଷ୍ଠ ନେତା ସୁର ରାଉତରାୟ । ଜଟଣୀ ବିଧାୟକ ସୁରେଶ ରାଉତରାୟଙ୍କୁ କଂଗ୍ରେସ ୬…

ବିଜେପି କରିଛି ବିଶ୍ବାସଘାତକତା: ଟିକେଟ ନପାଇ ବର୍ଷିଲେ ବୁଧାନ ମୁର୍ମୁ

ଭୁବ‌ନେଶ୍ବର: ବିଜେପି ପକ୍ଷରୁ ୨୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ସେଥିମଧ୍ୟରୁ ସାରସକଣାରୁ ଭାଦବ ହାଁସଦାଙ୍କୁ ଦଳ ପକ୍ଷରୁ ଟିକେଟ ଦିଆଯାଇଛି। ଫଳରେ ଏହି ବିଧାନସଭା ଆସନର ସିଟିଂ ବିଧାୟକ ବୁଧାନ ମୁର୍ମୁ ବିଜେପିର ଏଭଳି ପଦକ୍ଷେପ ନେଇ…

ବିଧାନସଭା ନିର୍ବାଚନ ପାଇଁ ବିଜେପି ର ଆଉ ୨୧ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା

ଭୁବନେଶ୍ଵର: ବିଜେପି ଘୋଷଣା କଲା ବିଧାନସଭା ପ୍ରାର୍ଥୀ ତାଲିକା । ପୂର୍ବରୁ ୧୧୨ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଥିବା ବେଳେ ଆଜି ଆଉ ୨୧ଟି ବିଧାନସଭା ପାର୍ଥୀ ତାଲିକା ଘୋଷଣା କରିଛି ବିଜେପି । ବର୍ତ୍ତମାନ ସୁଦ୍ଧା ୧୩୩ ବିଧାନସଭା…

ମୋଦିଙ୍କ ଗ୍ୟାରେଂଟି” ପ୍ରସଙ୍ଗରେ ସର୍ବାଧିକ ଲାଭାନ୍ୱିତ ହେବ ଓଡିଶା: ବିଜେପି ରାଜ୍ୟ ସଭାପତି

ଭୁବନେଶ୍ୱର: ୨୦୦୧୪ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତୀୟ ଜନତା ପାର୍ଟି କ୍ଷମତାକୁ ଆସିବା ପରେ ଦେଶବାସୀଙ୍କୁ ଦିଆଯାଇଥିବା ଅଧିକାଂଶ ପ୍ରତିଶୃତି ପୂରଣ କରାଯାଇଛି । ଏହା ପରେ ୨୦୧୯ ସାଧାରଣ ନିର୍ବାଚନରେ ମଧ୍ୟ ଦିଆଯାଇଥିବା ସମସ୍ତ ପ୍ରତିଶୃତିକୁ…

ବିଜେଡି ଛାଡ଼ିଲେ ରାଜ୍ୟ ସମ୍ପାଦକ ଚିତ୍ତରଞ୍ଜନ ମଣ୍ଡଳ

ଭୁବନେଶ୍ୱର: ଯେତିକି ଯେତିକି ନିର୍ବାଚନ ପାଖେଇ ଆସୁଛି ସେତିକି ସେତିକି ରାଜ୍ୟରାଜନୀତି ସରଗରମ ହେବାରେ ଲାଗିଛି । ଆଉ ନେତାଙ୍କ ଦଳ ଡିଆଁ ପର୍ବ ଜାରି ରହିଛି । ସେହିପରି ଆଜି ବିଜେଡିରୁ ଇସ୍ତଫା ଦେଇଛନ୍ତି ରାଜ୍ୟ ସମ୍ପାଦକ ଚିତ୍ତରଞ୍ଜନ ମଣ୍ଡଳ…

କଂଗ୍ରେସ ଦଳରୁ ଜଟଣୀ ବିଧାୟକ ସୁରେଶ ରାଉତରାୟ ବହିଷ୍କୃତ

ଭୁବନେଶ୍ୱର: କଂଗ୍ରେସ ଦଳରୁ ବରିଷ୍ଠ ନେତା ସୁରେଶ ରାଉତରାୟ ବହିଷ୍କୃତ । ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ତାଙ୍କ ୬ ବର୍ଷ ପାଇଁ ଦଳରୁ ବହିଷ୍କାର କରାଯାଇଛି । ଏ ସମ୍ପର୍କରେ ଏଆଇସିସି ପକ୍ଷରୁ ଘୋଷଣା କରାଯାଇଛି ।…