Category: ରାଜନୀତି

ପଦ୍ମ ଧରିଲେ ବିଜେଡି ଛାଡ଼ିଥିବା ପୂର୍ବତନ ସାଂସଦ ପ୍ରଭାସ ସିଂ

ନୂଆଦିଲ୍ଲୀ: ବରଗଡ଼ର ପୂର୍ବତନ ସାଂସଦ ପ୍ରଭାସ କୁମାର ସିଂ ପଦ୍ମ ଧରିଛନ୍ତି। ଦିଲ୍ଲୀରେ ବିଜେପି ମୁଖ୍ୟାଳୟରେ ସେ ବିଧିବଦ୍ଧ ଭାବେ ଦଳର ପ୍ରାଥମିକ ସଦସ୍ୟତା ଗ୍ରହଣ କରିଛନ୍ତି। ପ୍ରଭାସ କିଛି ଦିନ ତଳେ ବିଜେଡି ଛାଡିଥିଲେ। ବିଜେପିରେ ଯୋଗଦେବା ପରେ ସେ…

ବିଜେଡି ରେ ମିଶିଲେ ବନ୍ଧୁଗାଁ ବ୍ଲକ ଉପାଧ୍ୟକ୍ଷା ଗୀତାଞ୍ଚଳି ପିଡିକା

ଭୁବନେଶ୍ୱର: ବିଜେଡିରେ ମିଶିଲେ କୋରାପୁଟ ଜିଲ୍ଲା ଅନ୍ତର୍ଗତ ଲକ୍ଷ୍ମୀପୁର ନିର୍ବାଚନମଣ୍ଡଳୀର ବନ୍ଧୁଗାଁ ବ୍ଲକ ଉପାଧ୍ୟକ୍ଷା ଗୀତାଞ୍ଜଳି ପିଡିକା । ଆଜି ଶତାଧିକ କଂଗ୍ରେସ କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧିଙ୍କ ସହ ଶଙ୍ଖଭବନରେ ପହଞ୍ଚି ବିଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି ।…

ବିଜେପିର ପୋଷ୍ଟର ବୟ ସାଜିଛନ୍ତି ଜନବିରୋଧୀ ପ୍ରଦୀପ, ପ୍ରଶାନ୍ତ

ଭୁବନେଶ୍ଵର: ରାଜ୍ୟରେ ବିଜେପିର ଗୁଣ୍ଡାଗର୍ଦ୍ଦି କରୁଥିବା ନେତାଙ୍କ ଉପରେ ବର୍ଷିଛନ୍ତି ବିଜେଡି ମୁଖପାତ୍ର ସ୍ବୟଂ ପ୍ରକାଶ ମହାପାତ୍ର । ଅପରାଧିକ କାର୍ଯ୍ୟ ସହ ଜଡିତ ଓ ବିଜେଡିରୁ ବିତାଡିତ ପ୍ରଦୀପ ପାଣିଗ୍ରାହୀ ଓ ପ୍ରଶାନ୍ତ ଜଗଦେବ ବିଜେପିର ପୋଷ୍ଟର ବୟ ପାଲଟିଛନ୍ତି…

ନବୀନ ନିବାସରେ ଭୋଗରାଇ ବିଧାୟକ

ଭୁବନେଶ୍ୱର : ନବୀନ ନିବାସରେ ଭୋଗରାଇ ବିଧାୟକ ଅନନ୍ତ ଦାସ l ପୁଅ ପାଇଁ ଟିକେଟ ଆଶାରେ ସମର୍ଥକଙ୍କୁ ନେଇ ପହଁଚିଲେ ଅନନ୍ତ ଦାସ l ପୁଅ ଅଭିଜିତ ଦାସଙ୍କ ସହ ନବୀନ ନୀବାସକୁ ଯାଇଥିଲେ । ଏବେ ସୁଦ୍ଧା ଭୋଗରାଇ…

ବିଜେପିରେ ସାମିଲ ହେଲେ କାର୍ ଖାନା ଭାଉଜ

ଭୁବନେଶ୍ଵର: ବିଜେପିରେ ସାମିଲ ହେଲେ କାରରେ ଖାଦ୍ୟ ପରସି ଚର୍ଚ୍ଚାରେ ଥିବା ଦୁଇ ଯା’ ନେହା ଏବଂ ରଶ୍ମିତା ପାଣିଗ୍ରାହୀ । ବିଜେପି ସାଂସଦ ବସନ୍ତ ପଣ୍ଡା, ବରିଷ୍ଠ ନେତା ସମୀର ଦାସ, ପୁରୀ ଲୋକ ସଭା ପ୍ରାର୍ଥୀ ସମ୍ବିତ ପାତ୍ର…

ବିଜେପିରେ ମିଶିଲେ ଜ୍ୟୋତି ପାଣିଗ୍ରାହୀ ଓ ସରୋଜ ପାଣିଗ୍ରାହୀ

ଭୁବନେଶ୍ଵର: ବିଜେପିରେ ମିଶିଲେ ଜ୍ୟୋତି ପାଣିଗ୍ରାହୀ । ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ ସ୍ଵାମୀ ସରୋଜ ପାଣିଗ୍ରାହୀଙ୍କ ସହ ଆସି ବିଜେପିରେ ସାମିଲ ହେଲେ । ଗତ ୪ ଦିନ ତଳେ ବିଜେଡି ଛାଡିଥିଲେ ଜ୍ୟୋତି । ବିଜେଡି…

ଆସିଲା କଂଗ୍ରେସର ପ୍ରାର୍ଥୀ ତାଲିକା, ମୋଟ୍ ୭୫ ଆସନ ପାଇଁ ତାଲିକା ଜାରି

ଭୁବନେଶ୍ବର: ଆସିଲା କଂଗ୍ରେସର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା। ସାଧାରଣ ନିର୍ବାଚନ-୨୦୨୪ ପାଇଁ କଂଗ୍ରେସ ଏପର୍ଯ୍ୟନ୍ତ ୨ଟି ପର୍ଯ୍ୟାୟରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କରିଥିଲା। ଆଜି ତୃତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ । ୭୫ଟି ବିଧାନସଭା…

ବିଜେଡି ଛାଡ଼ିଲେ ରାଜ୍ୟ ସମ୍ପାଦକ ସରୋଜ ସାହୁ

ବିଜେଡିକୁ ପୁଣି ଲାଗିଛି ଝଟକା। ନିର୍ବାଚନ ଯେତିକି ପାଖେଇ ଆସୁଛି ଦଳର ଜଣଙ୍କ ଜଣେ ବରିଷ୍ଠ ନେତା ଇସ୍ତଫା ଦେବାରେ ଲାଗିଛନ୍ତି। ଏହିକ୍ରମରେ ଆଜି ବିଜେଡିର ରାଜ୍ୟ ସଂପାଦକ ସରୋଜ କୁମାର ସାହୁ ଦଳ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି।…

ବିଜେପି ନେତାଙ୍କ ବିରୋଧରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ବିଜେଡି

ଭୁବନେଶ୍ୱର : ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ବିଜେଡି । ବିଜେପି ନେତା, କର୍ମୀ ଓ ପ୍ରାର୍ଥୀ ମାନେ ମହିଳାଙ୍କ ଚରିତ୍ର ସଂହାର କରୁଛନ୍ତି । ଆଶା ଅଙ୍ଗନୱାଡ଼ି, ମିଶନଶକ୍ତି ମହିଳାଙ୍କ ପରି ତୃଣ ମୂଳ ସ୍ତରରେ…

ପୁରୀରେ ଶଙ୍ଖ ଚିହ୍ନକୁ ଘୋଡ଼ାନଯାଉ ବୋଲି ବିଜେଡି କଲା ନିବେଦନ

ଭୁବନେଶ୍ୱର: ନିକଟରେ ବିଜୁ ଜନତା ଦଳର ଏକ ପ୍ରତିନିଧି ଦଳ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇ ପୁରୀ ବଡ଼ଦାଣ୍ଡରେ ଥିବା ଶଙ୍ଖ ଚିହ୍ନର ସୁରକ୍ଷା ପାଇଁ ପଦକ୍ଷେପ ନେବାକୁ ଦାବି କରିଛନ୍ତି। ଓଡ଼ିଶା ବିଜେପିର ଅଭିଯୋଗର ଜବାବରେ ନିର୍ବାଚନ…