Category: ରାଜନୀତି

ନବୀନ ନିବାସରେ ଅଭିନେତା ଓ ଅଭିନେତ୍ରୀ

ଭୁବନେଶ୍ୱର : ବିଜେଡି ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇବେ ଜଣାଶୁଣା ଓଲିଉଡ ଷ୍ଟାର । ୨୪ ନିର୍ବାଚନରେ ସିନେ ଷ୍ଟାରଙ୍କୁ ବିଜେଡି ପ୍ରାର୍ଥୀ କରିନଥିଲେ ମଧ୍ୟ ସେମାନେ ପ୍ରଚାରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ତୁଲାଇବେ । ଅଧିକରୁ ଅଧିକ ସମର୍ଥନ ଯୋଗାଡ଼ ପାଇଁ…

ଏପ୍ରିଲ ୧୫ରେ ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା: ପିସିସି ସଭାପତି

ଭୁବନେଶ୍ୱର: ଓଡ଼ିଶାରେ ଏପ୍ରିଲ ୧୫ ତାରିଖରେ ପ୍ରଥମ ପର୍ଯ୍ୟାୟରେ ଉଭୟ ଲୋକସଭା ଓ ବିଧାନସଭା ଆସନ ପାଇଁ କଂଗ୍ରେସ ନିଜର ଦ୍ୱିତୀୟ ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ଘୋଷଣା କରିଛନ୍ତି।…

ହାତ ଧରିଲେ ଅସିତ୍ ପଟ୍ଟନାୟକ

ଭୁବନେଶ୍ବର: ହାତ ଧରିଲେ ପୂର୍ବତନ ମନ୍ତ୍ରୀ ଯୁଗଳ ପଟ୍ଟନାୟକଙ୍କ ପୁଅ ଅସିତ୍ ପଟ୍ଟନାୟକ । ନିଜ ସମର୍ଥକଙ୍କ ସହ ଆସି ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ କଂଗ୍ରେସରେ ମିଶିଲେ ଅସିତ୍ । ଅସିତ୍ ବର୍ତ୍ତମାନ ଭଦ୍ରକ ଜିଲ୍ଲା…

ଶଙ୍ଖ ଛାଡ଼ି ପଦ୍ମ ଧରିଲେ ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାଶ କୁଲେସିକା

ଭୁବନେଶ୍ବର: ବିଜେପିରେ ଯୋଗ ଦେଲେ ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାଶ କୁଲେସିକା । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ସେ ଦଳରେ ସାମିଲ ହୋଇଛନ୍ତି । କୈଳାଶ କୁଲେସିକାଙ୍କୁ ଏଥର ଲକ୍ଷ୍ମୀପୁର ପାଇଁ…

ମୁଁ ବିଜେପିରେ ଅଛି : ଦିଲୀପ ରାୟ

ଦିଲ୍ଲୀରୁ ଫେରିବା ପରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ରାଜ୍ୟର ବରିଷ୍ଠ ରାଜନେତା ଦିଲୀପ ରାୟଙ୍କୁ ରାଉରକେଲାରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ମିଳିଛି। ସାଧାରଣ ଲୋକ ଓ ବିଜେପି କର୍ମୀମାନେ ତାଙ୍କୁ ବାଣ ଫୁଟାଇ ସ୍ୱାଗତ କରିଛି। ଦିଲୀପ ରାଏଙ୍କ ସହିତ ବିଜେପିର…

୨୦ ତାରିଖ ପୂର୍ବରୁ ବାକି ସମସ୍ତ ଆସନର ପ୍ରାର୍ଥୀଙ୍କ ନାଁ ଘୋଷଣା ହେବ : ତୋମାର

ଭୁବନେଶ୍ୱର : ଦୁଇ ତିନି ଦିନ ଭିତରେ ଆସିବ ବିଜେପିର ଦ୍ଵିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା । ୨୦ ତାରିଖ ପୂର୍ବରୁ ବାକି ସମସ୍ତ ଆସନହରେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ ଦଳ । ଏହା କହିଛନ୍ତି ବିଜେପି ଓଡିଶା ପ୍ରଭାରୀ…

ପ୍ରଚାର ମୈଦାନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କୁଚିଣ୍ଡା : ସେପଟେ କୁଚିଣ୍ଡାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ପ୍ରଚାର । ପ୍ରଥମେ କୁଚିଣ୍ଡା ବାନ୍ଦୁବାସ ସ୍ଥିତ ହନୁମାନ ମନ୍ଦିରକୁ ଯାଇ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି ଧର୍ମେନ୍ଦ୍ର । ଏହାପରେ ସାଧାରଣ ସଭାରେ ଯୋଗ ଦେଇ ଲୋକଙ୍କୁ ଭୋଟ ଭିକ୍ଷା କରିବେ…

ନିର୍ବାଚନ ଇସ୍ତାହାର କମିଟି ଘୋଷଣା, ୩୮ ଜଣିଆ କମିଟି ଗଠନ କଲା ବିଜେଡି

ଭୁବନେଶ୍ୱର: ଆସନ୍ତା ୧୯ ତାରିଖରୁ ସାରା ଦେଶରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଆରମ୍ଭ ହେବାକୁ ଯାଉଛି । ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଆରମ୍ଭ ହେବ । ତେବେ ନିର୍ବାଚନକୁ ଦୃଷ୍ଟରେ ରଖି ଇସ୍ତାହାର କମିଟି ଘୋଷଣା କଲା…

ବିଜେଡିରେ ମିଶିଲେ ବଲାଙ୍ଗୀର ପୂର୍ବତନ ବିଜେପି ଜିଲ୍ଲା ସଭାପତି ପ୍ରଭାସ ପାଣିଗ୍ରାହୀ

ଭୁବନେଶ୍ଵର: ବିଜେଡିରେ ମିଶିଲେ ବଲାଙ୍ଗୀରର ପୂର୍ବତନ ବିଜେପି ଜିଲ୍ଲା ସଭାପତି ପ୍ରଭାସ ପାଣିଗ୍ରାହୀ । ସେ ବଲାଙ୍ଗୀର ଜିଲ୍ଲା ବିଜେପି ସଭାପତି ଥିବା ସହ ଜଣେ ଶିକ୍ଷାବିତ ମଧ୍ୟ । ସେ ଦୀର୍ଘ ୩୬ ବର୍ଷ ଧରି ବିଜେପିରେ ରହିଥିଲେ ।…

ବିଜେଡିରେ ମିଶିଲେ ରଘୁନାଥପାଲୀର ପ୍ରଫୁଲ୍ଲ ସୁନିଆନି

ଭୁବନେଶ୍ବର: ବିଜେଡିରେ ମିଶିଲେ ସୁନ୍ଦରଗଡ଼ ଜିଲ୍ଲା ରଘୁନାଥପାଲୀର ପ୍ରଫୁଲ୍ଲ ସୁନିଆନି । ସେ କଂଗ୍ରେସ ଛାଡି ବିଜେଡିରେ ମିଶିଛନ୍ତି । ୨୦୦୯ ରେ ସେ କଂଗ୍ରେସ ଟିକେଟରୁ ରଘୁନାଥପାଲୀ ବିଧାନସଭା ନିର୍ବାଚନ ଲଢ଼ି ପରାସ୍ତ ହୋଇଥିଲେ । ସେ ସୁନ୍ଦରଗଡ଼ ଛାତ୍ର…