Category: ରାଜନୀତି

ନବୀନ ନିବାସରେ ବିଭିନ୍ନ ସଂଗଠନ ଏବଂ ସମର୍ଥକଙ୍କ ଭିଡ଼

ଭୁବନେଶ୍ବର: ନବୀନ ନିବାସରେ ବିଭିନ୍ନ ସଂଗଠନ ଏବଂ ସମର୍ଥକମାନଙ୍କ ଭିଡ଼ ଦେଖିବାକୁ ମିଳିଛି। ବିଭିନ୍ନ ସଂଗଠନ ପକ୍ଷରୁ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟୁଛନ୍ତି। ନବୀନ ନିବାସରେ ଶ୍ରମିକ ସଂଗଠନର ବୈଠକ ଶେଷ ହୋଇଛି। ଓଡ଼ିଆ ଶ୍ରମିକ ସଂଗଠନ ଏଥର ନିର୍ବାଚନରେ…

ବରିଷ୍ଠ ବିଜେପି ନେତା ଖାରବେଳ ସ୍ବାଇଁଙ୍କ ୟୁ ଟର୍ଣ୍ଣ

ଭୁବନେଶ୍ୱର : ବରିଷ୍ଠ ବିଜେପି ନେତା ଖାରବେଳ ସ୍ବାଇଁଙ୍କ ୟୁ ଟର୍ଣ୍ଣ । ପୂର୍ବରୁ ଦେଇଥିବା ମନ୍ତବ୍ୟ ପ୍ରତ୍ୟାହାର କଲେ । କହିଛନ୍ତି, ସେଦିନ କ୍ଷଣିକ ଉତ୍ତେଜନାର ବଶବର୍ତ୍ତୀ ହୋଇ ସ୍ଵାଧୀନ ଭାବେ ଲଢ଼ିବି ବୋଲି କହିଥିଲି । ଏହାକୁ ମୁଁ…

ବିଜେଡିରୁ ଇସ୍ତଫା ଦେଲେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା କମିସନର ପୂର୍ବତନ ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ

ଭୁବନେଶ୍ବର: ବିଜେଡିରୁ ଇସ୍ତଫା ଦେଲେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା କମିସନର ପୂର୍ବତନ ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ। ଆଜି ଏ ନେଇ ନିଜେ ସନ୍ଧ୍ୟାବତୀ ସୂଚନା ଦେଇଛନ୍ତି। ସେ ନିଜର ଇସ୍ତଫା ପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି।…

ବିଜେପିରେ ମିଶିଲେ ଅନୁଭବ ମହାନ୍ତି

ଭୁବନେଶ୍ୱର: ପଦ୍ମ ଧରିଲେ ଅନୁଭବ ମହାନ୍ତି । ଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟରେ ସେ ପଦ୍ମ ଶିବିରରେ ସାମିଲ ହୋଇଛନ୍ତି । ତେବେ ସେ ପୂର୍ବରୁ କିଛି ଦିନ ହେବ ବିଜେଡିର ବିଭିନ୍ନ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଉନଥିବା ବେଳେ ଶେଷରେ ୨…

ପ୍ରିୟଦର୍ଶନ ପଟ୍ଟନାୟକ ସ୍ୱାଧୀନ ପ୍ରାର୍ଥୀ ଭାବେ ବିଧାୟକ ଲଢିବା ନେଇ ଦାବି

ପୁରୀ: ଶ୍ରୀଜଗନ୍ନାଥ ସେନା ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ସ୍ୱାଧୀନ ପ୍ରାର୍ଥୀ ଭାବେ ବିଧାୟକ ଲଢିବା ନେଇ ଦାବି ହୋଇଛି । ଏନେଇ ଆଜି ଶତାଧିକ ପୁରୀଵାସୀ ତାଙ୍କ ବାସଭବନ ଆଗରେ ପ୍ଲାକାର୍ଡ ଧରି ଅନୁରୋଧ କରିଛନ୍ତି । ପୁରୀ ସହରର ବିଭିନ୍ନ…

ଅନେକ ସମୟରେ ନୂଆ ବ୍ୟାଟ୍‌ସମ୍ୟାନ୍‌ ମଧ୍ୟ ପୁରୁଣା ବୋଲରଙ୍କୁ ଛକା ଓ ଚୌକା ମାରି ଦେଉଛନ୍ତି: ସଂତୃପ୍ତ ମିଶ୍ର

କଟକ: ବିଜେଡି ଲୋକସଭା ପ୍ରାର୍ଥୀ ସଂତୃପ୍ତ ମିଶ୍ର ଆଜି କଟକରେ ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି। ସେ ବିଜୁ ଯୁବ ଛାତ୍ର ଜନତା ଦଳର କର୍ମୀମାନଙ୍କୁ ନେଇ ତୁଳସୀପୁରରେ ଏକ କର୍ମୀ ସମ୍ମିଳନୀରେ ସମସ୍ତଙ୍କୁ ଏକାଠି କରି ଆଗାମୀ ନିର୍ବାଚନ ପାଇଁ…

ଶକ୍ତି ପ୍ରଦର୍ଶନ କଲେ ବିଜେଡ଼ି ନେତା ଉମାକାନ୍ତ ସାମନ୍ତରାୟ

ପୁରୀ: ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀ ସଦର ବ୍ଲକ୍ ଅଧିନସ୍ଥ ୧୧ ଗୋଟି ପଞ୍ଚାୟତରେ ଆଜି ଶକ୍ତି ପ୍ରଦର୍ଶନ କରିଛନ୍ତି ବ୍ରହ୍ମଗିରି ବିଜେଡ଼ି ନେତା ତଥା ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ । ବିଜେଡ଼ି ସୁପ୍ରିମୋଙ୍କ ପ୍ରାର୍ଥୀ ଘୋଷଣା ପରେ ବ୍ରହ୍ମଗିରି ନିର୍ବାଚନ…

ପଦ୍ମ ଧରିଲେ ଆକାଶ ଦାସନାୟକ

ଭୁବନେଶ୍ଵର: ବିଜେପିରେ ସାମିଲ ହେଲେ ଆକାଶ ଦାସନାୟକ । ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ସାମିଲ ହେଲେ । ଗତକାଲି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ ଆକାଶ । ଦଳର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସହ…

ଇଏ ଦୁ୍ର୍ଗ ପତନର ବେଳ: ଭର୍ତ୍ତୃହରି ମହତାବ

ଭୁବନେଶ୍ଵର: ଦିଲ୍ଲୀରୁ ଫେରିଛନ୍ତି ବିଜେପି ନେତା ତଥା କଟକ ଲୋକସଭା ଆସନର ପାର୍ଥୀ ଭର୍ତ୍ତୃହରୀ ମହାତାବ । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଭର୍ତ୍ତୃହରୀଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା କରିଛି ରାଜ୍ୟ ବିଜେପି । କଟକ ଲୋକସଭା ଆସନରୁ ଲୋକସଭା…

ବିଜେଡିରେ ମିଶିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ

ଭୁବନେଶ୍ଵର: ଘରକୁ ବାହୁଡିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ। ବିଜେପି ଛାଡି ଆଜି ସେ ପୁଣିଥରେ ବିଜେଡିକୁ ଫେରିଛନ୍ତି। ୨୦୧୪ରେ ବିଜେଡି ପ୍ରାର୍ଥୀ ହୋଇ ସେ ନୀଳଗିରିରୁ ବିଧାୟକ ହୋଇଥିଲେ । ସେହିପରି ୨୦୧୯ ରେ ବିଜେପି ଟିକେଟରୁ ନୀଳଗିରି ବିଧାୟକ…