ନବୀନ ନିବାସରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ସଂସଦୀୟ କ୍ଷେତ୍ର ପାଇଁ ସମୀକ୍ଷା
ଭୁବନେଶ୍ବର: ଆଜି ନବୀନ ନିବାସରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ସଂସଦୀୟ କ୍ଷେତ୍ର ପାଇଁ ସମୀକ୍ଷା ବୈଠକ ଅନୁଷ୍ଠିତ ହେଉଛି। ଏଥିରେ ସଂସଦୀୟ କ୍ଷେତ୍ରର ସମସ୍ତ ବିଧାୟକ ଓ ପର୍ଯ୍ୟବେକ୍ଷକମାନେ ଉପସ୍ଥିତ ରହିବେ। ଦିନ ୧୧ଟାରେ ମୟୁରଭଞ୍ଜ , ୧୨ଟାରେ…