Category: ରାଜନୀତି

ଏପ୍ରିଲ ପ୍ରଥମ ସପ୍ତାହରେ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ: ପିସିସି ସଭାପତି

ଭୁବନେଶ୍ୱର: ଓଡ଼ିଶାରେ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଆରମ୍ଭ ହୋଇଥିବା ବେଳେ ଆଗାମୀ ମାସରେ ଉଭୟ ନିର୍ବାଚନ ପାଇଁ କଂଗ୍ରେସ ଦଳ ପ୍ରାର୍ଥୀ ଘୋଷଣା କରିବାକୁ ପ୍ରସ୍ତୁତି ଚଳାଇଛି। ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ସଭାପତି ଶରତ…

ଓଡ଼ିଶାର ୧୮ଟି ଲୋକସଭା ଆସନରେ ପ୍ରାର୍ଥୀ ଘୋଷଣା କଲା ବିଜେପି

ନୂଆଦିଲ୍ଲୀ/ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି ରବିବାର ଓଡ଼ିଶାର ୧୮ଟି ଲୋକସଭା ସଂସଦୀୟ କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କରିଛି। ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ଏହି ଘୋଷଣା କରିଛି। ଏହି କ୍ରମରେ ବିଜେପି ସମ୍ବଲପୁର ପାଇଁ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବର ପାଇଁ…

ନବୀନ ନିବାସରେ ବିଭିନ୍ନ ଲୋକସଭା କ୍ଷେତ୍ର ପାଇଁ ସମୀକ୍ଷା ବୈଠକ

ଭୁବନେଶ୍ବର: ନବୀନ ନିବାସରେ ଆଜି ସମ୍ବଲପୁର, ସୁନ୍ଦରଗଡ଼ ଓ ଢେଙ୍କାନାଳ ପରେ ଲୋକସଭା ସଂସଦୀୟ କ୍ଷେତ୍ର ଓ ଯାଜପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବୈଠକ ଅନୁଷ୍ଠିତ ହୋଇଛି। ଯାଜପୁର ଲୋକସଭା ସଂସଦୀୟ କ୍ଷେତ୍ରର ସାଂସଦ, ବିଧାୟକ ଓ ଦଳର ପର୍ଯ୍ୟବେକ୍ଷକ…

ବିଜେଡିରେ ଯୋଗ ଦେଲେ ଇରାନୀ ରୟ

ଭୁବନେଶ୍ୱର: ବିଜେଡିରେ ଯୋଗଦେଲେ ନିକଟରେ ବିଜେପିରୁ ଇସ୍ତଫା ଦେଇଥିବା ଇରାନୀ ରୟ। ୨୦୧୯ରେ ବିଜେପି ଆସନରୁ ନିର୍ବାଚନ ଲଢ଼ିଥିବା ଇରାନୀ ଦଳର ଅବହେଳାକୁ ଦଳ ଛାଡ଼ିବାର କାରଣ ବୋଲି ଦର୍ଶାଇଥିଲେ। ତାଙ୍କ ସ୍ୱାମୀ ତଥା ପୂର୍ବତନ କଂଗ୍ରେସ ନେତା ମନୋଜ ମଧ୍ୟ…

ସମ୍ବଲପୁର ଦେଖିବ ବିଗ୍ ଫାଇଟ : ଧର୍ମେନ୍ଦ୍ର ବନାମ ପ୍ରଣବଙ୍କ ଭିତରେ ହୋଇପାରେ କଡ଼ା ମୁକାବିଲା

ଭୁବନେଶ୍ୱର: ସମ୍ବଲପୁର ଦେଖିବ ବିଗ୍ ଫାଇଟ । ୨୦୨୪ ସାଧାରଣ ନିର୍ବାଚନରେ ସମ୍ବଲପୁର ଲୋକସଭା ଆସନରେ ଦେଖିବାକୁ ମିଳିବ ସବୁଠାରୁ ବଡ଼ ଲଢ଼େଇ । ଧର୍ମେନ୍ଦ୍ର ପ୍ରଧାନ ବନାମ ବବି ଦାସ । ନବୀନ ନିବାସ ୱାର ରୁମରେ ସମ୍ବଲପୁର ସଂସଦୀୟ…

‘ମେଣ୍ଟ ପାଇଁ ନିବେଦନ କରିଥିଲା ବିଜେଡି, ପ୍ରତ୍ୟାଖ୍ୟାନ କଲା ବିଜେପି’

ଭୁବନେଶ୍ବର: ‘ରାଜ୍ୟରେ ବିଜେପି ସହିତ ମେଣ୍ଟ କରିବାକୁ ବିଜେଡି କରିଥିଲା ନିବେଦନ। କିନ୍ତୁ ବିଜେପି ବିଜେଡିର ନିବେଦନକୁ ପ୍ରତ୍ୟାଖ୍ୟାନ କରିଛି।’ ରାଜ୍ୟରେ ବେଶ୍‌ କିଛି ଦିନ ଧରି ବିଜେଡି-ବିଜେପି ମେଣ୍ଟ ଚର୍ଚ୍ଚା ଉପରେ ଆଜି ପୂର୍ଣ୍ଣଚ୍ଛେଦ ପଡ଼ିଥିବା ବେଳେ ଏଭଳି କିଛି…

ବିଜେଡି ଛାଡ଼ିଲେ କଟକ ସାଂସଦ ଭର୍ତ୍ତୃହରି ମହତାବ୍‌

ଭୁବନେଶ୍ବର/କଟକ: କଟକ ସାଂସଦ ଭର୍ତ୍ତୃହରି ମହତାବ୍‌ ଶୁକ୍ରବାର ବିଜୁ ଜନତା ଦଳ (ବିଜେଡି) ଛାଡ଼ିଛନ୍ତି। ସେ ନିଜର ଇସ୍ତଫାପତ୍ରକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। ଏଥି ସହିତ ଶ୍ରୀ ମହତାବ୍‌ ଦଳର ପ୍ରାଥମିକ ସଦସ୍ୟ ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି।…

ବିଜେପି ରାଜ୍ୟରେ ସମସ୍ତ ଆସନରେ ଏକାକୀ ଲଢ଼ିବ : ରାଜ୍ୟ ସଭାପତି ମନମୋହନ ସାମଲ

ଭୁବନେଶ୍ଵର: ଲୋକସଭା ନିର୍ବାଚନରେ ବିଜେଡି-ବିଜେପି ମେଣ୍ଟ ଚର୍ଚ୍ଚା ଭିତରେ ଏକ ବଡ ବୟାନ ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବୁ ବୋଲି ସ୍ପଷ୍ଟ କରିଛନ୍ତି ମନମୋହନ…

ବିଜେଡିରେ ଯୋଗ ଦେଲେ ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ

ଭୁବନେଶ୍ୱର: ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ। ବିଜେଡିରେ ଯୋଗ ଦେଇଛନ୍ତି ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ । ଗତକାଲି କଂଗ୍ରେସ ଦଳରୁ ଇସ୍ତଫା ଦେବା ପରେ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଲେ ଅଧିରାଜ । ଶତାଧିକ ସମର୍ଥକଙ୍କ ସହ…

ହାତ ଛାଡ଼ିଲେ ବିଧାୟକ ଅଧିରାଜ ପାଣିଗ୍ରାହୀ

ଭୁବନେଶ୍ବର : କଂଗ୍ରେସକୁ ପୁଣି ଏକ ଝଟକା ଲାଗିଛି। ନୂଆପଡ଼ା ଜିଲ୍ଲା ଖଡ଼ିଆଲ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ କଂଗ୍ରେସ ଛାଡ଼ିଛନ୍ତି। କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଥିବା ନେଇ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି।…