ମାର୍ଚ୍ଚ ୧ରେ କଂଗ୍ରେସର ‘ନବୀନ ହଟାଓ, ଓଡ଼ିଶା ବଞ୍ଚାଓ’ ଅଭିଯାନ
ଆସନ୍ତା ମାର୍ଚ୍ଚ ୧ ତାରିଖରେ ନବୀନ ନିବାସ ଘେରାଉ କରିବ ଯୁବ କଂଗ୍ରେସ। କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମିଳନୀରେ ‘ନବୀନ ହଟାଓ ଓଡ଼ିଶା ବଞ୍ଚାଓ’ ଲୋଗ ଉନ୍ମୋଚନ କରି ଏହି ସୂଚନା ଦେଇଛନ୍ତି ଯୁବ କଂଗ୍ରେସ ସଭାପତି ରଂଜିତ…
ଆସନ୍ତା ମାର୍ଚ୍ଚ ୧ ତାରିଖରେ ନବୀନ ନିବାସ ଘେରାଉ କରିବ ଯୁବ କଂଗ୍ରେସ। କଂଗ୍ରେସ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମିଳନୀରେ ‘ନବୀନ ହଟାଓ ଓଡ଼ିଶା ବଞ୍ଚାଓ’ ଲୋଗ ଉନ୍ମୋଚନ କରି ଏହି ସୂଚନା ଦେଇଛନ୍ତି ଯୁବ କଂଗ୍ରେସ ସଭାପତି ରଂଜିତ…
ଖୁବଶୀଘ୍ର ବିଜେପି ଘୋଷଣା କରିପାରେ ୧୦୦ ଲୋକସଭା ପ୍ରାର୍ଥୀଙ୍କ ନାମ। ଏହି ପ୍ରାର୍ଥୀ ତାଲିକାରେ ଓଡ଼ିଶାରୁ ୨ରୁ ୩ ଜଣଙ୍କ ନାଁ ରହିପାରେ। ଏହା କହିଛନ୍ତି ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂହ ତୋମାର। ଆଜିଠୁ ୨ଦିନିଆ ଓଡ଼ିଶା ଗସ୍ତରେ ଆସି…
ଭୁବନେଶ୍ୱର : ନବୀନ ନିବାସରେ ଗହଳି। ଟିକେଟ ଆଶାୟୀ ଓ ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତାଙ୍କ ଭିଡ଼। ନବୀନ ଓଡ଼ିଶା ଓ ଫାଇଭ ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। କିଛିଦିନ ଭିତରେ ରାଜ୍ୟ ସରକାର ବିଭିନ୍ନ…
ଭୁବନେଶ୍ୱର: ସୋମବାର ଲୋୟର ପିଏମଜିରେ ନାଟକୀୟ ଦୃଶ୍ୟ ଦେଖିବାକୁ ମିଳିଛି। ବହୁ କଂଗ୍ରେସ କର୍ମୀ ଲୋକସେବା ଭବନ ଘେରାଉ କରିବାକୁ ଉଦ୍ୟମ କରିଥିଲେ। ୨୦୨୪ ନିର୍ବାଚନ ପୂର୍ବରୁ ଓଡ଼ିଶା ସରକାରଙ୍କ ବିରୋଧରେ ବିଭିନ୍ନ ଅଭିଯୋଗ ଆଣି ଓଡ଼ିଶା ସରକାରଙ୍କୁ ଚ୍ୟାଲେଞ୍ଜ କରିବାକୁ…
ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାରକୁ ଆସିଲେ ଚାଷୀ ପାଇବେ ପ୍ରତି କ୍ୱିଂଟାଲ ଧାନ ପିଛା ୩୧ଶହ ଟଙ୍କା । ଭାରତ ବର୍ଷର ଯଶସ୍ୱୀ ଲୋକପ୍ରିୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚାଷୀମାନଙ୍କର ଆୟକୁ ଦୁଇଗୁଣା କରିବା ପାଇଁ ଆରମ୍ଭ କରିଥିଲେ କୃଷକ କଲ୍ୟାଣକାରୀ…
ଭୁବନେଶ୍ବର: ବିଜେଡିରୁ ଇସ୍ତଫା ଦେବାର କିଛି ସମୟପରେ ବିଜେପିରେ ମିଶିଲେ ଯାଜପୁରର ଟାଣୁଆ ନେତା ଦେବାଶିଷ ନାୟକ। ସେ ଆଜି ନିଜର ସମର୍ଥକଙ୍କ ସହ ବିଜେପିରେ ମିଶିଛନ୍ତି। ରାଜ୍ୟ ବିଜେପି ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଛି। ସେହିପରି ପୂର୍ବତନ କଂଗ୍ରେସ…
ଭୁବନେଶ୍ବର: ଆଗାମୀ ସାଧାରଣ ନିର୍ବାଚନ ପାଇଁ କିଛି ସପ୍ତାହ ମଧ୍ୟରେ ତାରିଖ ଘୋଷଣା ହେବ। ଭାରତୀୟ ନିର୍ବାଚନ କମିସନ ଲୋକସଭା ନିର୍ବାଚନ ଓ ଓଡ଼ିଶାରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ପୂର୍ବରୁ ରାଜନୈତିକ ଦଳଗୁଡ଼ିକ ଏବେ ଠାରୁ ନାନା କଳ୍ପନାଜଳ୍ପନା…
ଆମ ଓଡ଼ିଶା, ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଓ ବିଜେପି ମଧ୍ୟରେ ମେଣ୍ଟ ହୋଇଛି। ଯେଉଁପାଇଁ ବିଜେଡି ନେତାମାନଙ୍କ ମଧ୍ୟରେ ବହୁତ ଅସନ୍ତୋଷ ରହିଛି। ଆଜି ଏପରି କହିଛନ୍ତି ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଭାରୀ ଅଜୟ କୁମାର। ଗଣମାଧ୍ୟମକୁ ଶ୍ରୀ…
ବିଜେଡି ଛାଡିଲେ ଦେବାଶିଷ ନାୟକ । ବରିର ପୂର୍ବତନ ବିଧାୟକ ଦେବାଶିଷ ନାୟକ ବିଜେଡିରୁ ଇସ୍ତଫା ଦେଇଛନ୍ତି । ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି । ଏନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପାଖରୁ ପଠାଇଛନ୍ତି ଇସ୍ତଫାପତ୍ର…
ବେତନଟୀ : ମୟୂରଭଂଜ ଜିଲ୍ଲା ବଡ଼ସାହି ନିର୍ବାଚନ ମଣ୍ଡଳୀର ପ୍ରାକ୍ତନ ବିଧାୟକ ମନୋରଞ୍ଜନ ସେଠୀ ବିଜେପି ଛାଡି ବିଜେଡିରେ ଯୋଗ ଦେଇଛନ୍ତି। ମିଶ୍ରଣ କାର୍ଯ୍ୟକ୍ରମରେ ବିଜେଡିର ସହ ପର୍ଯ୍ୟବେକ୍ଷକ ଜନ୍ମେଜୟ ଲେଙ୍କା, ରାଜ୍ୟସଭା ସାଂସଦ ମମତା ମହାନ୍ତ, ଜିଲ୍ଲା ପରିଷଦ ଅଧ୍ୟକ୍ଷା…