Category: ରାଜନୀତି

ଲୋକସେବା ଭବନ ଘେରିବ କଂଗ୍ରେସ

ଭୁବନେଶ୍ୱର:ଲୋକସେବା ଭବନ ଘେରିବ ରାଜ୍ଯ କଂଗ୍ରେସ। ଶାସକ ଦଳର ଦୁର୍ନୀତି ବିରୋଧରେ ଗର୍ଜିିବ କଂଗ୍ରେସ । ରାଜ୍ୟରେ ପାଣି, ଖଣି, ବିଜୁଳି, ସ୍ୱାସ୍ଥ୍ୟ, ଶିକ୍ଷା କ୍ଷେତ୍ରରେ ଦୁର୍ନୀତି ହୋଇଛି ବୋଲି କଂଗ୍ରେସ ଦାବି କରିଛି । ଏଥିରେ ସାଧାରଣ ଲୋକଙ୍କୁ ସାମିଲ…

ଓଡ଼ିଶାର ବିକାଶ ପାଇଁ କେବଳ ମୋଦି ହିଁ ଚିନ୍ତା କରୁଛନ୍ତି : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ

ବ୍ରହ୍ମପୁର : ଜୟ ଜଗନ୍ନାଥ, ମାଆ ବୁଢୀ ଠାକୁରାଣୀ କହି ବ୍ରହ୍ମପୁର ସଭାରେ ଭାଷଣ ଆରମ୍ଭ କରିଲେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ଓଡିଶାରେ ଡବଲ ଇଂଜିନ ସରକାର ଗଠନ କରିବାରେ କେହି ବି ରୋକିପାରିବେ ନାହିଁ ।…

ଟମାଟୋ, ଅଣ୍ଡା କି ଗୁଳିମାଡ଼ କରନ୍ତୁ, କେହି ମୋତେ ଅଟକାଇ ପାରିବେନି : ପାଣ୍ଡିଆନ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଠାରେ ଆୟୋଜିତ ‘ଆମ ଓଡ଼ିଶା ନବୀନ ଓଡିଶା’ କାର୍ଯ୍ୟକ୍ରମରେ 5-Tଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ଯୋଗଦେଇଥିବାବେଳେ ସାମ୍ନାକୁ ଆସିଛି ଅଭାବନୀୟ ଘଟଣା । ଏହି ସମୟରେ ପାଣ୍ଡିଆନଙ୍କ ଉପରକୁ ଟମାଟୋ ମାଡ଼…

ପଦ୍ମ ଛାଡ଼ିଲେ ବିଧାୟକ ମନୋରଞ୍ଜନ ସେଠୀ

ବଡ଼ସାହି:ଭାରତୀୟ ଜନତା ପାର୍ଟି ବଡ଼ସାହିର ପ୍ରାକ୍ତନ ବିଧାୟକ ମନୋରଞ୍ଜନ ସେଠୀ । ତାଙ୍କର ଏପରି ନିଷ୍ପତ୍ତି ବଡ଼ସାହି ରାଜନୀତିରେ ହଟଚମଟ ସୃଷ୍ଟି କରିଛି । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ସେ ଦଳର ପ୍ରାଥମିକତା ସଦସ୍ୟ ପଦରୁ ଇସ୍ତଫା ଦେଇଥିବା…

ଓଡିଶାକୁ ଦରକାର ଡବଲ୍ ଇଞ୍ଜିନ ସରକାର : ରାଜନାଥ

ନବରଙ୍ଗପୁର: ଦିନିକିଆ ଓଡିଶା ଗସ୍ତରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ନବରଙ୍ଗପୁରରେ ଆୟୋଜିତ ବିଜେପି କୋର କମିଟି ବୈଠକରେ ଯୋଗ ଦେଇଛନ୍ତି ରାଜନାଥ ସିଂହ । କାର୍ଯ୍ୟକ୍ରମରେ ଯୋଗ ଦେଇ ରାଜନାଥ କହିଛନ୍ତି ଯେ, ଓଡ଼ିଶା ସହ ମୋର…

ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ୩ ରାଜ୍ୟସଭା ପ୍ରାର୍ଥୀ

ଭୁବନେଶ୍ୱର : ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଓଡ଼ିଶାର ତିନି ରାଜ୍ୟସଭା ପ୍ରାର୍ଥୀ। ପ୍ରାର୍ଥିପତ୍ର ପ୍ରତ୍ୟାହାର ସମୟ ଶେଷ ହେବା ପରେ ତିନି ପ୍ରାର୍ଥୀ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି । ସମସ୍ତ ନିର୍ବାଚିତ ପ୍ରାର୍ଥୀ ମାନଙ୍କୁ ଆଜି ସେମାନଙ୍କ ସାର୍ଟିଫିକେଟ ଦେବେ ରିଟର୍ନିଙ୍ଗି…

ଫେବୃଆରୀ ୨୧ ରେ ନବୀନ ନିବାସ ଘେରିବ ମହିଳା କଂଗ୍ରେସ

ଭୁବନେଶ୍ୱର: ବିଜେଡ଼ି ଶାସନରେ ରାଜ୍ୟରେ ମହିଳାମାନେ ଅସୁରକ୍ଷିତ ଓ ମହିଳାଙ୍କ ପ୍ରତି ହିଂସା ଓ ଅତ୍ୟାଚାର ଦିନକୁ ଦିନ ବଢ଼ିବାରେ ଲାଗିଛି ଏବଂ ଆଜିର ଦିନରେ ସାରା ଦେଶରେ ମହିଳାଙ୍କ ଉପରେ ହେଉଥିବା ହିଂସାତ୍ମକ ଆଚରଣରେ ଓଡ଼ିଶା ପ୍ରଥମ ସ୍ଥାନ ଅଧିକାର…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ନବୀନ ଦାସ

ଭୁବନେଶ୍ୱର:ହାତ ଛାଡ଼ିଲେ ନବୀନ ଦାସ। ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ ଓ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ନିଜ ନିଜର ଇସ୍ତଫା ପତ୍ର ପଠାଇଥିବା ଖବରଦାତା ସମ୍ମିଳନୀରେ ସୂଚନା…

ପ୍ରାର୍ଥୀଙ୍କୁ ଆଗୁଆ ଟିକେଟ ଦେବା ନେଇ ରାଜ୍ଯ କଂଗ୍ରେସର ବୈଠକ

ଭୁବନେଶ୍ୱର:ଅନଲାଇନ ଆବେଦନରେ ହଜାର ହଜାର ପ୍ରାର୍ଥୀ ଆବେଦନ କରିବା ପରେ କଂଗ୍ରେସ ଏବେ କେଉଁ ଯୋଗ୍ୟ ପ୍ରାର୍ଥୀ ବାଛିବା ସେ ନେଇ ଚାଳିଛି ତନାଘନା। ରାଜ୍ୟ କଂଗ୍ରେସର ଟିକେଟ କସରତ ଆଗୁଆ ଟିକେଟ ଦେବା ପାଇଁ ସୋମବାର କଂଗ୍ରେସର ବୈଠକ ବସିଛି।…

ଅପରାଜିତାଙ୍କୁ ବିରୋଧ କଲେ ବିଜେପି କର୍ମୀ

ବେଗୁନିଆ: ନିର୍ବାଚନ ଯେତିକି ପାଖେଇ ଆସୁଛି, ଅପରାଜିତା ଷଡ଼ଙ୍ଗୀଙ୍କୁ ସେତିକି ବିରୋଧ ବଢୁଛି । ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ନିଜ ଦଳ ଭିତରେ ବିରୋଧର ବହ୍ନି ଆହୁରି ବଢୁଛି। ତୀବ୍ର ଅସନ୍ତୋଷ ମଧ୍ୟରେ ବାରମ୍ବାର ବିରୋଧର ସାମ୍ନା କରିବାକୁ ପଡୁଛି…