Category: ରାଜନୀତି

ଶଙ୍ଖ ଛାଡ଼ି ହାତ ଧରିଲେ ବଳଭଦ୍ର ମାଝୀ

ଭବାନୀପାଟଣା: ଶଙ୍ଖ ଛାଡ଼ି ହାତ ଧରିଲେ ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ। ଦୁଇ ସପ୍ତାହ ତଳେ ବିଜେଡି ଛାଡ଼ିଥିବା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। ଭବାନୀପାଟଣାରେ କଂଗ୍ରେସ ପ୍ରଭାରୀ ଅଜୟ କୁମାର, ପିସିସି ସଭାପତି…

କଂଗ୍ରେସ ପ୍ରଭାରୀଙ୍କୁ ଭେଟିଲେ ମୋକିମ ଓ ଚିରଞ୍ଜିବ

ଭୁବନେଶ୍ୱର: ୬ ମାସରୁ ଅଧିକ ଦିନ ଧରି କଂଗ୍ରେସରୁ ନିଲମ୍ବନ ହୋଇଥିବା ମହମ୍ମଦ ମୋକିମ ଓ ଚିରଞ୍ଜୀବ ବିଶ୍ୱାଳ ଖୁବଶୀଘ୍ର ଦଳକୁ ଫେରିପାରନ୍ତି । ଆଜି ଦୁଇ ହେଭିୱେଟ୍ ନେତା କଂଗ୍ରେସ ପ୍ରଭାରୀ ଅଜୟ କୁମାରଙ୍କୁ ଭେଟିବା ପରେ ଏ ନେଇ…

ବିଜେପିରେ ମିଶିଲେ ପଶ୍ଚିମ ଓଡ଼ିଶା ନେତା ମଧୂସୁଦନ ଶର୍ମା

ଭୁବନେଶ୍ୱର: ବରଗଡ଼ ଜିଲ୍ଲାର ଯୁବନେତା ମଧୂସୁଦନ ଶର୍ମା ବିଜେଡ଼ିରୁ ଇସ୍ତଫା ଦେଇଛନ୍ତି। କେବଳ ଇସ୍ତଫା ଦେଇନାହାନ୍ତି ବରଂ ବିଜେପିରେ ନିଜ ଦଳବଳ ସହିତ ବିଜେପିରେ ଯୋଗ ଦେଇଛନ୍ତି। ସେପଟେ ବିଜେପିରେ ଯୋଗ ଦେଇଥିବା ଏହି ନେତାଙ୍କୁ ଦଳର ରାଜ୍ୟ ସଭାପତି ମନମୋହନ…

ଓଡିଶା ଗସ୍ତରେ ଆସୁଛନ୍ତି ଏଆଇସିସି ସଭାପତି ଶ୍ରୀ ମଲ୍ଲିକାର୍ଜୁନ୍ ଖଡଗେ

ଭୁବନେଶ୍ୱର: ଆସନ୍ତା ୨୯ ତାରିଖ ଦିନ ଓଡିଶା ଗସ୍ତରେ ଆସୁଛନ୍ତି ଅଖିଳ ଭାରତ କଂଗ୍ରେସ କମିଟି ସଭାପତି ମାନ୍ୟବର ଶ୍ରୀ ମଲ୍ଲିକାର୍ଜୁନ୍ ଖଡଗେ । ଏହି ପରିପେକ୍ଷିରେ ଭୁବନେଶ୍ୱରରେ ଏକ ସାଧାରଣ ସଭା ଅନୁଷ୍ଠିତ ହେବ। ଶ୍ରୀ ଖଡ଼ଗେ ଙ୍କ ସମ୍ବୋଧିତ…

ଲୋକସଭା ଏବଂ ବିଧାନସଭା ସଂଯୋଜକଙ୍କ ଦୁଇ ଦିନିଆ ତାଲିମ କାର୍ଯ୍ୟକ୍ରମ ପରିଚାଳନା ପାଇଁ କମିଟି ଗଠନ

ଭୁବନେଶ୍ୱର: ପାଖେଇ ଆସିଲାଣି ନିର୍ବାଚନ ସମୟ । ସେଥିପାଇଁ ସବୁ ଦଳ ଏବେ ସଜବାଜ ହେଉଛନ୍ତି । ଜାନୁୟାରୀ ୨୩, ୨୦୨୪ ଏବଂ ଜାନୁୟାରୀ ୨୫, ୨୦୨୪ ରେ ଭୁବନେଶ୍ୱରରେ ଲୋକସଭା ଏବଂ ବିଧାନସଭା ସଂଯୋଜକଙ୍କ ଦୁଇ ଦିନିଆ ତାଲିମ କାର୍ଯ୍ୟକ୍ରମ…

ସପରିବାର କଂଗ୍ରେସକୁ ଫେରିଲେ ଗିରିଧର ଗମାଙ୍ଗ

ଭୁବନେଶ୍ବର: କଂଗ୍ରେସକୁ ଫେରିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ । ଆଜି ଦିଲ୍ଲୀ ସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ ଗିରିଧର ଗମାଙ୍ଗଙ୍କ ସହ ତାଙ୍କ ପତ୍ନୀ ପୂର୍ବତନ ସାଂସଦ ହେମା ଗମାଙ୍ଗ ଓ ପୁଅ ଶିଶିର ଗମାଙ୍ଗ ଯୋଗ ଦେଇଛନ୍ତି । କଂଗ୍ରେସ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଟାର୍ଗେଟ ପରେ ପ୍ରଣବ ଦାସଙ୍କ ଜବାବ

ଭୁବନେଶ୍ବର: ରାଜ୍ୟ ସରକାରଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଟାର୍ଗେଟ ପରେ ଏହାର କାଉଣ୍ଟର ଜବାବ ରଖିଛନ୍ତି ବିଧାୟକ ପ୍ରଣବ ପ୍ରକାଶ ଦାସ। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ପୋଷ୍ଟ ଲେଖି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଜେଡି ବିଧାୟକ ଜବାବ ଦେଇଛନ୍ତି। ଧର୍ମେନ୍ଦ୍ରଙ୍କୁ ଭାଇ…

ପିଡିଏସ କେନ୍ଦ୍ରରେ ରାଜ୍ୟ ସରକାରଙ୍କ ପୋଷ୍ଟର ଲାଗିବା ବେଆଇନ, ଲୋକେ ହଟାଇଲେ ପୋଲିସ ଦେଉଛି ଧମକ

ଭୁବନେଶ୍ୱର: ପିଡିଏସ୍ କେନ୍ଦ୍ରରେ ପୋଷ୍ଟର ଲଗାଇବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଓଡ଼ିଶା ସରକାରଙ୍କୁ ଟାର୍ଗେଟ କରିଛି ଭାରତୀୟ ଜନତା ପାର୍ଟି । ମୁଖପାତ୍ର ଅନୀଲ ବିଶ୍ୱାଳ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି ଯେ କେନ୍ଦ୍ର ପକ୍ଷରୁ ଚାଉଳ ଯୋଗାଇ…

ମମିତା ମେହେର ଓ ମହିଳାଙ୍କ ଉପରେ ଅତ୍ୟାଚାର ପ୍ରସଙ୍ଗରେ ଘେରିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ବିଜେଡି ନେତୃତ୍ୱାଧୀନ ଓଡ଼ିଶା ସରକାରଙ୍କୁ ତୀବ୍ର ସମାଲୋଚନା କରି କହିଛନ୍ତି ଯେ, ଏ ସରକାର ଅହଂକାରରେ ବୁଡିଛି। ମମିତା ମେହେର ହତ୍ୟା ମାମଲାକୁ ଲୁଚାଇବା ଏବଂ ମହିଳାଙ୍କ ଉପରେ ହେଉଥିବା ଅତ୍ୟାଚାର ରୋକିବାରେ…

ମନ୍ଦିର ଉଦଘାଟନ ଉତ୍ସବରେ ଯୋଗଦେବାକୁ ଆସି ହଟହଟା ହେଲେ ନଳିନୀ ପ୍ରଧାନ

ଆଠମଲ୍ଲିକ: ନିର୍ବାଚନ ପୂର୍ବରୁ ଶାସକ ଦଳରେ ଗୋଷ୍ଠୀ କନ୍ଦଳ। ଗଣ୍ଡ ସମାଜ ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଅନୁଗୁଳ ଆଠମଲ୍ଲିକରେ ଶାସକ ବିଜୁ ଜନତା ଦଳ (ବିଜେଡି) ଦଳ ମଧ୍ୟରେ ଥିବା ଫାଟ ସାମ୍ନାକୁ ଆସିଛି। ଏହି କାର୍ଯ୍ୟକ୍ରମରେ ଯୋଗ ଦେବା…