Category: ରାଜନୀତି

କିଏ କେଉଁଠି ଜିତିଲେ, ଓଡ଼ିଶା ଉପରେ ତାର ପ୍ରଭାବ ପଡ଼ିବ ନାହିଁ: ବିଜେଡି

ଭୁବନେଶ୍ବର: ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡ଼ ବିଧାନସଭା ନିର୍ବାଚନରେ ବିଜେପି ଓ ତେଲେଙ୍ଗାନାରେ କଂଗ୍ରେସର ବିପୁଳ ବିଜୟ ପରେ ପ୍ରତିକ୍ରିୟା ରଖିଛି ବିଜେଡି। ଏନେଇ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଛନ୍ତି, ୨୦୦୦ରୁ ୨୦୨୩ ମଧ୍ୟରେ ଓଡ଼ିଶାରେ କେଉଁ ମଡେଲ କାମ…

ଛତିଶଗଡ଼ରେ ଦଳକୁ ହରାଇବାକୁ ଟଙ୍କା ଲଗେଇଥିଲା ବିଜେଡି: ପ୍ରଦୀପ ପୁରୋହିତ

ଭୁବନେଶ୍ବର: ଛତିଶଗଡ଼ରେ ବିଜେପିକୁ ହରାଇବାକୁ ବିଜେଡି ଟଙ୍କା ଲଗେଇଥିଲା ବୋଲି ସାଂଘାତିକ ଅଭିଯୋଗ ଆଣିଛନ୍ତି ବରିଷ୍ଠ ବିଜେପି ନେତା ତଥା ପଦ୍ମପୁରର ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ। ସେ କହିଛନ୍ତି, ପଶ୍ଚିମ ଓଡ଼ିଶାର ବିଜେଡି ନେତା ଓ ମନ୍ତ୍ରୀମାନେ ପ୍ରାଣପଣେ ଚେଷ୍ଟା…

ଓଡ଼ିଶାରେ ପ୍ରଭାବ ପକାଇବ ୩ ରାଜ୍ୟର ଫଳାଫଳ : ମନମୋହନ ସାମଲ

ଭୁବନେଶ୍ବର; ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ବିଜେପି ବିପୁଳ ଭୋଟରେ ବିଜୟ ହାସଲ କରିଛି। ଏହି ୩ଟି ରାଜ୍ୟରେ ବିଜେପିର ବିଜୟ ଓଡ଼ିଶାରେ ପ୍ରଭାବ ପକାଇବ ବୋଲି ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ…

ଆଜିଠୁ କଂଗ୍ରେସର ତୁଳସୀ ଯାତ୍ରା

ପୁରୀ: ସଂକୀର୍ତ୍ତନ ପ୍ରତିବାଦ ପରେ ଆଜିଠୁ କଂଗ୍ରେସ ଆରମ୍ଭ କରିଛି ‘ତୁଳସୀ ଯାତ୍ରା’ । ଆଜି ରାଜ୍ୟର ସମସ୍ତ ବ୍ଲକ ଓ ନଗରର ସାଧାରଣ ଜନତା, ଜଗନ୍ନାଥ ପ୍ରେମୀ, ଭକ୍ତ, ଶ୍ରଦ୍ଧାଳୁ, ଯୁବକ , ଯୁବତୀ, ଛାତ୍ର ଛାତ୍ରୀ, ଭକ୍ତଙ୍କ ଠାରୁ…

ଖାଡ଼ଗେ ହେବେ ‘ଇଣ୍ଡିଆ’ର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ!

ନୂଆଦିଲ୍ଲୀ : ଆଜି ୫ ରାଜ୍ୟର ସରୁଛି ବିଧାନସଭା ନିର୍ବାଚନ। ଆସନ୍ତା ୩ ଡିସେମ୍ବରରେ ଆସିବ ଫଳାଫଳ। ଆଉ ୫ ମାସ ପରେ ହେବ ୨୦୨୪ ସାଧାରଣ ନିର୍ବାଚନ। ତେବେ ଏହା ପୂର୍ବରୁ ଏକ ବଡ଼ ସଙ୍କେତ ଦେଇଛନ୍ତି କଂଗ୍ରେସର ବରିଷ୍ଠ…

ଆଇଆଇସିଙ୍କଠାରୁ ନଗଦ ୩୭ ଲକ୍ଷ ଟଙ୍କା ଜବତ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଟାଣିଲା ବିଜେପି

ଭୁବନେଶ୍ୱର: ବୈପାରିଗୁଡା ଆଇଆଇସିଙ୍କ ଠାରୁ ନଗଦ ୩୭ ଲକ୍ଷ ଜବତ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ଜଣେ ମନ୍ତ୍ରୀ ଏବଂ ପୂର୍ବତନ ମନ୍ତ୍ରୀଙ୍କୁ ଟାଣିଲା ବିଜେପି | ବିଜେପି ମୁଖପାତ୍ର ଅନୀଲ ବିଶ୍ୱାଳ କହିଛନ୍ତି ଯେ ଓଡ଼ିଶା ସରକାର ଦୁର୍ନୀତିକୁ ନୀତି…

ଡିସେମ୍ବର ୧ ରେ ତୁଳସୀ ଯାତ୍ରା, ସାରା ରାଜ୍ୟରୁ ସଂଗୃହୀତ ହେବ ତୁଳସୀ

ଭୁବନେଶ୍ବର: ଡିସେମ୍ବର ୧ ରେ କଂଗ୍ରେସ ପକ୍ଷରୁ ଆୟୋଜିତ ହେବ ତୁଳସୀ ଯାତ୍ରା । ଏନେଇ ପିସିସି ସଭାପତି ଶରତ ପଟ୍ଟନାୟକ ଘୋଷଣା କରିଛନ୍ତି । ଭୁବନେଶ୍ବରରୁ ଶରଧାବାଲି ପର୍ଯ୍ୟନ୍ତ ହେବ ତୁଳସୀ ଯାତ୍ରା । ଶରଧାବାଲିରୁ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ…

ବିଜେଡ଼ିରେ ଯୋଗଦେଲେ ଭିକେ ପାଣ୍ଡିଆନ୍

ଭୁବନେଶ୍ୱର: ବିଜେଡିରେ ଯୋଗଦେଲେ ଭି.କେ.ପାଣ୍ଡିଆନ। ସକାଳ ୧୦ଟା ୧୫ରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ନବୀନ ନିବାସରେ ବିଜେଡିରେ ଯୋଗ ଦେଇଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ.ପାଣ୍ଡିଆନ।ଏହାପରେ ନବୀନ ନିବାସରୁ ଶଙ୍ଖ ଭବନ ଯିବେ ଭି.କେ.ପାଣ୍ଡିଆନ। ସେଠାରେ ତାଙ୍କୁ ଭବ୍ୟ ସମ୍ବର୍ଦ୍ଧନା…

ଆଦିବାସୀ ଜମି ହସ୍ତାନ୍ତର ନେଇ କ୍ୟାବିନେଟ୍‌ ନିଷ୍ପତ୍ତିକୁ ରଦ୍ଦ କରାଯାଉ: ସାଂସଦ ଜୁଏଲ ଓରାମ୍

ଭୁବନେଶ୍ବର: ଆଦିବାସୀ ଜମି ହସ୍ତାନ୍ତର ନେଇ କ୍ୟାବିନେଟ୍‌ ନିଷ୍ପତ୍ତିକୁ ସ୍ଥଗିତ ରଖାଯିବାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ। ସେ କହିଛନ୍ତି, କ୍ୟାବିନେଟ୍ ର ନିଷ୍ପତ୍ତିକୁ କ୍ୟାବିନେଟ୍ ରେ ରଦ୍ଦ କରାଯିବା ଦରକାର। ଏହାକୁ…

ମାତ୍ର ୪ ଦିନରେ ଶେଷ ହେଲା ବିଧାନ ସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ବର: ନିର୍ଦ୍ଧାରିତ ସମୟର ଯଥେଷ୍ଟ ପୂର୍ବରୁ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଶୁକ୍ରବାର ଶେଷ ହୋଇଛି। ଏହି ଅଧିବେଶନ ଗତ ୨୧ ତାରିଖ ଦିନ ଆରମ୍ଭ ହୋଇଥିଲା। ଆଜି ଯାଏଁ ୪ଟି କାର୍ଯ୍ୟ ଦିବସରେ କିଛି ପ୍ରସଙ୍ଗକୁ ନେଇ ଆଲୋଚନା ହୋଇଥିଲା।…