Category: ରାଜନୀତି

କୋଶଳୀ ଭାଷାରେ କଥା ହେଲା ଶାସକ-ବିରୋଧୀ

ଭୁବନେଶ୍ବର: ବିଧାନସଭାର ଶୀତକାଳୀନ ଅଧିବେଶନର ପ୍ରଶ୍ନକାଳରେ ମନ୍ତ୍ରୀ ପ୍ରତାପ ଦେବ ଓ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ରଙ୍କ ମଧ୍ୟରେ କଥା କଟାକଟି ହୋଇଛି। ଶିଳ୍ପ ବିଭାଗର ପ୍ରଶ୍ନୋତ୍ତର କାଳରେ ନରସିଂହ ମିଶ୍ର ବଲାଙ୍ଗୀର ଜିଲ୍ଲାରେ ଶିଳ୍ପ ପ୍ରତିଷ୍ଠା ନେଇ ଏକ…

ବ୍ଲକ୍‌ ଅଫିସ୍‌ ଘେରାଉ ବେଳେ ବିଜେପିର ଲଙ୍କାକାଣ୍ଡ

ଚାନ୍ଦବାଲି: ବିଜେପିର ବ୍ଲକ୍‌ ଅଫିସ୍‌ ଘେରାଉ ବେଳେ ଲଙ୍କାକାଣ୍ଡ ହୋଇଛି। ଭାଙ୍ଗିଛି ଚେୟାର, ଭାଙ୍ଗିଛି ସିସିଟିଭି। ଢେଲା ପଥର ମାଡ଼ରେ ଫାଟିଛି ଏସ୍‌ଡିପିଓଙ୍କ ମୁଣ୍ଡ। ଆହତ ହୋଇଛନ୍ତି ଆଇଆଇସି। ଆଜି ଅପରାହ୍ନରେ ଏପରି ଚିତ୍ର ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଅଫିସରୁ…

ସର୍ବଦଳୀୟ ବୈଠକ ପରେ ବି ଚାଲିପାରିଲାନି ଗୃହ

ଭୁବନେଶ୍ବର: ଆଦିବାସୀଙ୍କ ଜମି ପ୍ରସଙ୍ଗକୁ ନେଇ ବିଧାନସଭାରେ ଅଚଳାବସ୍ଥା। ସର୍ବଦଳୀୟ ବୈଠକ ପରେ ବି ଚାଲିପାରିଲାନି ଗୃହ। ପରେ ବିଧାନସଭା ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ଆଦିବାସୀ ଜମି ହସ୍ତାନ୍ତର ଅଧ୍ୟାଦେଶ କ୍ୟାବିନେଟରେ ପାରିତ ହେବା ଓ ସ୍ଥଗିତ ରଖିବାକୁ ନେଇ…

କୋରାପୁଟ ବିଜେପି ପ୍ରାର୍ଥୀ ତ୍ରିପୁରାରୀ ଗରଡା ବିଜେଡିରେ ସାମିଲ

ଭୁବନେଶ୍ଵର: ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଛି ବିଜେଡିର ମିଶ୍ରଣ ପର୍ବ । କୋରାପୁଟ ବିଜେପି ପ୍ରାର୍ଥୀ ତ୍ରିପୁରାରୀ ଗରଡାଙ୍କ ସହ ବିଜେପିର ଅନେକ କର୍ମକର୍ତ୍ତା ଓ ସମର୍ଥକ ବିଜେଡିରେ ସାମିଲ ହୋଇଛନ୍ତି । ସାଂସଦ ମାନସ ମଙ୍ଗରାଜ ତାଙ୍କୁ ଦଳକୁ ପାଛୋଟି…

ସାଲୁଗା ପ୍ରଧାନ ହେଲେ ଉପବାଚସ୍ପତି ପ୍ରାର୍ଥୀ

ଭୁବନେଶ୍ୱର: ଜି.ଉଦୟଗିରିରୁ ଦୁଇ ଦୁଇ ଥରର ବିଧାୟକ ହୋଇଥିବା ସାଲୁଗା ପ୍ରଧାନ ହୋଇପାରନ୍ତି ଓଡ଼ିଶା ବିଧାନସଭାର ପରବର୍ତ୍ତୀ ଉପବାଚସ୍ପତି । ଶ୍ରୀ ପ୍ରଧାନ ଆଜି ତାଙ୍କର ନାମାଙ୍କନ ଦାଖଲ କରିଛନ୍ତି । ସାଲୁଗାଙ୍କୁ ଉପବାଚସ୍ପତି ପ୍ରାର୍ଥୀ କରି ବିଜେଡି ଖେଳିଛି ଆଦିବାସୀ…

ଇଣ୍ଡିଆ ମେଣ୍ଟର ଏହି ନିଷ୍ପତ୍ତିକୁ ମାନିବ ନାହିଁ ସମାଜବାଦୀ ପାର୍ଟି

ନୂଆଦିଲ୍ଲୀ: ଆଗାମୀ ଲୋକସଭା ନିର୍ବାଚନ ପୂର୍ବରୁ ଦେଶର ବଡ ଏବଂ ଛୋଟ ବିରୋଧୀ ଦଳ ଏକାଠି ହୋଇ ଏନଡିଏ ସହଯୋଗୀ ଦଳକୁ ପରାସ୍ତ କରିବାକୁ ଇଣ୍ଡିଆ ମେଣ୍ଟ ଗଠନ କରିଥିଲେ। ବର୍ତ୍ତମାନ ଲୋକସଭା ନିର୍ବାଚନର ମାତ୍ର ୬ ମାସ ପୂର୍ବରୁ ଏକଜୁଟ…

‘ବିଜେପି’ ଭାରତୀୟ କ୍ରିକେଟ୍‌କୁ ଗୈରିକ ରଙ୍ଗ କରିଛି: ମମତା ବାନାର୍ଜୀ

କୋଲ୍‌କାତା: ‘ବିଜେପି’ ସବୁ କିଛି ଗୈରିକ ରଙ୍ଗ କରି ପକାଉଛି ବୋଲି ଶୁକ୍ରବାର ଦିନ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାରତୀୟ କ୍ରିକେଟ୍‌ ଟିମ୍‌ର ‘ପ୍ରାକ୍ଟିସ୍‌’ ଜର୍ସି ପ୍ରସଙ୍ଗ ଉଠାଇ କହିଛନ୍ତି। କେନ୍ଦ୍ରୀୟ କୋଲ୍‌କାତା ଅଞ୍ଚଳ ଅନ୍ତର୍ଗତ ପୋସ୍ତା ବଜାରରେ ଜଗଧାତ୍ରୀ ପୂଜା କାର୍ଯ୍ୟକ୍ରମ…

କଟକ ମେୟର ଏବଂ କମିଶନରଙ୍କ ଆଲୋଚନା ପରେ ଆନ୍ଦୋଳନରୁ ହଟିଲେ ବିରୋଧୀ କର୍ପୋରେଟର

କଟକ : ଆଲୋଚନା ପରେ ଆନ୍ଦୋଳନରୁ ହଟିଲେ ବିରୋଧୀ କର୍ପୋରେଟର । ଆଜି ସକାଳେ ସିଏମସି କାର୍ଯ୍ୟାଳୟରେ ମେୟର ଓ କମିଶନରଙ୍କ ଆସି ଆଲୋଚନା କରିବା ପରେ କର୍ପୋରେଟର ମାନେ ଧାରଣା ପ୍ରତ୍ୟାହୃତ କରିଛନ୍ତି । କିଛି ଦିନ ହେବ ମହାନଗର…

ଥାନା ଆଗରେ ଧାରଣା ଦେଲେ ସାଂସଦ ଜୁଏଲ ଓରାମ

ସୁନ୍ଦରଗଡ଼: ଆଜି ଅପରାହ୍ନରେ ସୁନ୍ଦରଗଡ଼ ସଦର ଥାନା ଆଗରେ ଧାରଣାରେ ବସିଛନ୍ତି । ଧାରଣାରେ ଓରାମ ସମାଜର ଶତାଧିକ ମହିଳା ଓ ପୁରୁଷ। ଗତ ଅକ୍ଟୋବର ୨୪ରେ ସଦର ଥାନା କରମଡିହି ଇଲକାପଡ଼ାଠାରେ ଆୟୋଜିତ ଓରାମ ସମାଜର କରମା ପୂଜାସ୍ଥଳରେ ପଶି…

ରାଜ୍ୟରେ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ରାଜ୍ୟପାଳଙ୍କ ପାଖରେ ଫେରାଦ ହେଲା ବିଜେପି କୃଷକ ମୋର୍ଚ୍ଚା

ଭୁବନେଶ୍ବର: ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ୬ ଦଫା ଦାବି ସମ୍ବଳିତ ଦାବି ପତ୍ର ପ୍ରଦାନ କରିଛି ରାଜ୍ୟ ବିଜେପି କୃଷକ ମୋର୍ଚ୍ଚା। ୨୩ ବର୍ଷ ଭିତରେ ବିଜେଡ଼ି ସରକାର ଚାଷ ଜମିକୁ ଜଳସେଚିତ କରିବାରେ ବିଫଳ ହୋଇଛନ୍ତି। ଅନାବୃଷ୍ଟି ଯୋଗୁଁ…