Category: ରାଜନୀତି

ପୁଣି କୋଶଲ ରାଜ୍ୟ କଥା ଦୋହରାଇଲେ ନରସିଂହ ମିଶ୍ର: ଜବାବ ଦେଲେ ଭୂପିନ୍ଦର ସିଂ

ଭୁବନେଶ୍ବର: ପୁଣି କୋଶଲ ରାଜ୍ୟ କଥା ଦୋହରାଇଲେ କଂଗ୍ରେସ ବିଧାୟକ ନରସିଂହ ମିଶ୍ର। ଅଲଗା ରାଜ୍ୟ ପାଇଁ ସରକାର ଦାୟୀ ରହିବେ ବୋଲି କହିଛନ୍ତି ନରସିଂହ। ବଲାଙ୍ଗିର ଲୋଇସିଂହା ଷ୍ଟାଡିୟମରେ ଏକ ଫୁଟବଲ ମ୍ୟାଚର ଉଦଘାଟନ ଅବସରରେ ଏଭଳି କହିଛନ୍ତି କଂଗ୍ରେସ…

ବିଜେଡ଼ି ସରକାର ବିରୁଦ୍ଧରେ ୧୪ ରୁ ୧୮ ଯାଏଁ ରାଜ୍ୟବ୍ୟାପି ଆନ୍ଦୋଳନ କରିବ ବିଜେପି

ନୂଆପଡ଼ା: ରାଜ୍ୟ ବିଜେପିର ଆହ୍ୱାନ କ୍ରମେ ଆସନ୍ତାକାଲି ଅର୍ଥାତ୍ ୧୪ ରୁ ୧୮ ତାରିଖ ଯାଏଁ ସମଗ୍ର ରାଜ୍ୟରେ ବିଜେଡ଼ି ସରକାର ବିରୁଦ୍ଧରେ ଆନ୍ଦୋଳନ। ବିଭିନ୍ନ ପ୍ରସଙ୍ଗ ଉଠାଇ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ କରିବା ନେଇ ଚେତାବନୀ ଦେଇଛି ବିଜେପି।…

ଆଇନ ତା ବାଟରେ କାମ କରୁନି ବରଂ ନ୍ୟସ୍ତ ସ୍ୱାର୍ଥ ସାଧନ ପାଇଁ ଉଦ୍ଦିଷ୍ଟ: ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର: ବିଜେପିରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଯୋଗ ଦେବା ନେଇ ଚର୍ଚ୍ଚା ଭିତରେ ସେ ଆଜି ପୁଣିଥରେ ରାଜ୍ୟ ସରକାର ତଥା ସିଏମଓ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି। ବିଜେଡି ଟିକେଟରୁ ନିର୍ବାଚିତ ହୋଇ ବିଧାୟକ ହୋଇଥିବା ଏହି ନେତା…

ମୁଖ୍ୟମନ୍ତ୍ରୀଙ୍କ ଭିଜନକୁ କାର୍ଯ୍ୟକାରୀ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି ପାଣ୍ଡିଆନ ସାର : ପ୍ରଣବ ପ୍ରକାଶ ଦାସ

ନବୀନ ଓଡ଼ିଶା ଓ ଫାଇଭ-ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ହେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଡିସାଇପଲ । ଯାହା ଜଣେ ପୁଅ କରିପାରିବ ନାହିଁ,ତାହା ଜଣେ ଡିସାଇପଲ କରିପାରିବ। ଏହା କହିଛନ୍ତି ଯାଜପୁର ବିଧାୟକ ତଥା ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ…

ବର୍ଷିଲା ବିଜେପି, ଜବାବ୍ ରଖିଲା ବିଜେଡି

ଭୁବନେଶ୍ୱର: ସରକାରୀ ଯୋଜନାରେ ବିଜେଡି ଦଳୀୟ ଚିହ୍ନ ବ୍ୟବହାର କରାଯିବା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେପି। ଅକ୍ଟୋବର ୧୦ରୁ ମାସାଧିକ କାଳ ଦଳୀୟ ଚିହ୍ନ ଶଙ୍ଖକୁ ସରକାରୀ ଯୋଜନା ପ୍ରଚାର ପାଇଁ ବ୍ୟବହାର କରୁଛି ବିଜେଡି ସରକାର। ଏହାଦ୍ବାରା…

ନଭେମ୍ବର ମାସ ଶେଷ ସୁଦ୍ଧା ସବୁ ଗାଁ ଏବଂ ପଞ୍ଚାୟତରୁ ସଂଗ୍ରହ ହେବ ତୁଳସୀ

ଭୁବନେଶ୍ବର : ରାଜ୍ୟ କଂଗ୍ରେସ ପକ୍ଷରୁ କରାଯିବ ତୁଳସୀ ଯାତ୍ରା । ନଭେମ୍ବର ମାସ ଶେଷ ସୁଦ୍ଧା ସବୁ ଗାଁ ଏବଂ ପଞ୍ଚାୟତ, ବ୍ଲକ ଓ ଜିଲ୍ଲାରୁ ତୁଳସୀ ସଂଗ୍ରହ କରାଯିବ । ସବୁ ଅଞ୍ଚଳରୁ ସଂଗ୍ରହ କରିବା ପରେ ତାକୁ…

କଂଗ୍ରେସରେ ମିଶିବେ ଜୟରାମ ପାଙ୍ଗି

ଭୁବନେଶ୍ୱର:ହାତ ଧରିବେ ଜୟରାମ ପାଙ୍ଗି । ଏ ନେଇ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି ପାଙ୍ଗି । କଂଗ୍ରେସରେ ରହି ବିକାଶର କାମ କରିବେ ବୋଲି କହିଛନ୍ତି ପାଙ୍ଗି । ଜନତା ଦଳରୁ ଆସି ଶଙ୍ଖ ଓ ଫୁଲ ଧରିବା ପରେ…

ରାଜ୍ୟପାଳ ପ୍ରୋଟୋକଲ ଭାଙ୍ଗିଛନ୍ତି : କଂଗ୍ରେସ

ଭୁବନେଶ୍ୱର: ରାଜ୍ୟପାଳ-ମୁଖ୍ୟମନ୍ତ୍ରୀଙ୍କ ସାକ୍ଷତକୁ ନେଇ ତେଜିଲା ବିବାଦ । ରାଜ୍ୟପାଳ ପ୍ରୋଟୋକଲ ଭାଙ୍ଗିଥିବା ଅଭିଯୋଗ ଆଣିଲା କଂଗ୍ରେସ । ରାଜ୍ୟପାଳ ଗତକାଲି ଦିଲ୍ଲୀରୁ ଫେରିଲା ପରେ ଆଜି ସକାଳୁ କାହିଁକି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଯାଇଥିଲେ ତାହାର ଉତ୍ତର ରାଜ୍ୟପାଳଙ୍କ ଅଫିସ ଦେବାକୁ…

ଉପବାଚସ୍ପତି ପଦରୁ ରଜନୀକାନ୍ତଙ୍କ ଇସ୍ତଫା

ଭୁବନେଶ୍ୱର : ଉପ ବାଚସ୍ପତି ପଦରୁ ଇସ୍ତଫା ଦେଲେ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂ । ୨୪ ନିର୍ବାଚନ ପାଇଁ ବିଜେଡିରେ ବଡ଼ ଦାୟିତ୍ବ ମିଳିବା ନେଇ ଚର୍ଚ୍ଚା ଜୋର ଧରିଛି । ରଜନୀକାନ୍ତ ସିଂ ଚାରି ଚାରିଥରର ବିଧାୟକ ହୋଇଛନ୍ତି…

ବିଧାୟକ ସୁଶାନ୍ତ ସିଂଙ୍କ ଗିରଫ ଦାବିରେ ଏସପି ଅଫିସ ଘେରିଲା ବିଜେପି

ବରଗଡ : ଆମ୍ବାଭୋନା ଥାନା ଭଙ୍ଗାରୁଜା ଘଟଣା । NHRCରେ ଅଭିଯୋଗ କଲେ ସୂଚନା ଅଧିକାର କର୍ମୀ ସୁବ୍ରତ ଦାଶ । ଭଟଲୀ ବିଧାୟକ ସୁଶାନ୍ତ ସିଂଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ଦାବି କରାଯାଇଛି । ସୁଶାନ୍ତଙ୍କ ନାଁରେ ପୋଲିସ କୌଣସି…