Category: ରାଜନୀତି

ପାଣ୍ଡିଆନଙ୍କୁ ରାଜନୈତିକ ମଇଦାନରେ ଆଣିବାକୁ ଗଳା ବାଟ ଖୋଜୁଛି ବିଜେଡି: ଗୋଲକ ମହାପାତ୍ର

ଭୁବନେଶ୍ବର: ପାଣ୍ଡିଆନଙ୍କୁ ରାଜନୈତିକ ମଇଦାନରେ ଏଣ୍ଟ୍ରି କରେଇବାକୁ ଗଳା ବାଟ ଖୋଜୁଛି ବିଜେଡି। ଏଭଳି ମନ୍ତବ୍ୟ ଦେଇଛନ୍ତି ରାଜ୍ୟ ବିଜେପି ଉପ ସଭାପତି ଗୋଲକ ମହାପାତ୍ର। ସେ କହିଛନ୍ତି, ବିଜୁ ଜନତା ଦଳରେ ପ୍ରବଳ ଅନ୍ତକନ୍ଦଳ ଥିବାରୁ ସେଥିପାଇଁ ବର୍ତ୍ତମାନ ଭି.କେ.ପାଣ୍ଡିଆନଙ୍କୁ…

ଅଣଓଡ଼ିଆ ସଂସ୍ଥା ଖାଇଗଲେ ମେଧାବୃତ୍ତି ଟଙ୍କା, ଧରିଲେ ସିଏଜି, ଗର୍ଜିଲା ବିଜେପି

ଭୁବନେଶ୍ବର:ରାଜ୍ୟରେ ମେଧାବୃତ୍ତି ପାଣ୍ଠିରେ ବ୍ୟାପକ ଘୋଟଲା ହୋଇଥିବା ବେଳେ ଦକ୍ଷତା ବିକାଶ ପାଣ୍ଠିକୁ ତାମିଲ ସଂସ୍ଥା ଦ୍ୱାରା ହଡ଼ଡପ କରାଯାଇଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଅକ୍ଟୋବର ୨୦ ତାରିଖ ଦିନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା।…

ତାରକା ପ୍ରଚାରକ ତାଲିକାରେ ଓଡ଼ିଶା ପିସିସି ସଭାପତି

ଭୁବନେଶ୍ବର: ପ୍ରକାଶ ପାଇଛି ଛତିଶଗଡ଼ରେ ଆଗାମୀ ବିଧାନସଭା ନିର୍ବାଚନରେ ପ୍ରଚାର ପାଇଁ ୪୦ଜଣିଆ ଏଆଇସିସିର ତାରକା ପ୍ରଚାରକ ତାଲିକା। ଏଥିରେ ସ୍ଥାନ ପାଇଛନ୍ତି ତିନିଜଣ ଓଡ଼ିଆ। ଏମାନେ ହେଲେ ଓଡ଼ିଶାର ପିସିସି ସଭାପତି ଶରତ ପଟ୍ଟନାୟକ,ଏଆଇସିସି ପ୍ରଭାରୀ ଭକ୍ତ ଚରଣ ଦାସ…

ଲୋକଙ୍କୁ ନାହିଁ ପିଇବା ପାଣି, ପ୍ରଚାର ସର୍ବସ୍ୱ ବିକାଶ କାହାଣୀ : ବିଜେପି

ଭୁବନେଶ୍ୱର:ଲୋକଙ୍କୁ ନାହିଁ ପିଇବା ପାଣି । ପ୍ରଚାର ସର୍ବସ୍ୱ ବିକାଶ କାହାଣୀ । କେନ୍ଦ୍ର ସରକାର ପାନୀୟ ଜଳ ଯୋଗାଣ ପାଇଁ ଅନୁଦାନ ଦେଉଥିଲେ ହେଁ ରାଜ୍ୟ ସରକାର ଖର୍ଚ୍ଚ କରୁନାହାନ୍ତି । ଟଙ୍କା ଫେରି ଯାଉଛି, ଅଥଚ ଲୋକେ ପାଣି…

ବିଜେପିର ଅଭିଯୋଗ, ବସ୍ ସେବା ଠପ୍ କରିବା ରାଜ୍ୟ ସରକାରଙ୍କ ପ୍ରାୟୋଜିତ ଷଡଯନ୍ତ୍ର

ଭୁବନେଶ୍ୱର:ପାର୍ବଣରେ ଲୋକେ ଘରକୁ ଯିବାକୁ ବ୍ୟସ୍ତ । ହେଲେ ବସ ଧର୍ମଘଟ ଯୋଗୁ ବସ ଚଳାଚଳ ଠପ ହୋଇଯାଇଛି । ଲୋକେ ବସଷ୍ଟାଣ୍ଡରେ ବସି କାନ୍ଦୁଛନ୍ତି । ଲକ୍ଷ ଲକ୍ଷ ଯାତ୍ରୀ କାନ୍ଦୁଛନ୍ତି । ହେଲେ ରାଜ୍ୟ ସରକାର ଚୁପ ।…

ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ଗଜପତିଙ୍କୁ ଭେଟିଲେ ବିଜେପି ପ୍ରତିନିଧି ମଣ୍ଡଳୀ

ରତ୍ନଭଣ୍ଡାରକୁ ନେଇ ତେଜିଲା ରାଜନୀତି । ଗଜପତିଙ୍କୁ ଭେଟି ରତ୍ନଭଣ୍ଡାର ଖୋଲିବା ପାଇଁ ଦାବି ଜଣାଇଲା ବିଜେପି । ଆଜି ଗଜପତି ଦିବ୍ୟ ସିଂହ ଦେବଙ୍କୁ ଭେଟିଥିଲେ ବିଜେପି ପ୍ରତିନିଧି ମଣ୍ଡଳୀ । ଗଜପତିଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖି, ବିଜେପି…

ହାଇକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ କାହିଁକି ଗଠନ ହୋଇନି କମିଟି-ରତ୍ନଭଣ୍ଡାର ପ୍ରସଙ୍ଗରେ ସରକାରଙ୍କୁ ଘେରିଲା ବିଜେପି

ଭୁବନେଶ୍ୱର:ତାତିଲା ରତ୍ନଭଣ୍ଡାର ରାଜନୀତି । ରତ୍ନଭଣ୍ଡାର ଖୋଲିବା ଓ ମରାମତି ନେଇ ସରକାରଙ୍କୁ ଘେରିଛନ୍ତି ବିରୋଧୀ । କଂଗ୍ରେସ ପକ୍ଷରୁ ଏ ନେଇ ଆଜି ପୁରୀରେ ବିରାଟ ବିକ୍ଷୋଭ ଶୋଭାଯାତ୍ରା କରାଯାଇଥିବାବେଳେ ବିଜେପି ମଧ୍ୟ ସରକାରଙ୍କୁ କଡା ସମାଲୋଚନା କରିଛି ।…

କାର୍ତ୍ତିକ ମାସ ପୂର୍ବରୁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ଦାବିରେ ଗର୍ଜିଲା କଂଗ୍ରେସ

ପୁରୀ: ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲିବା, ରତ୍ନଭଣ୍ଡାର ଅଳଙ୍କାର ଗଣତି ଆଦି ଦାବିରେ ବଡ଼ଦାଣ୍ଡରେ କଂଗ୍ରେସ ପକ୍ଷରୁ ଏକ ପଦଯାତ୍ରା କରାଯାଇଛି। ଏଥିରେ ପିସିସି ସଭାପତି ଶରତ ପଟ୍ଟନାୟକ, କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ, ବିଧାୟକ ତାରା ବାହୀନିପତି ଓ…

କଂଗ୍ରେସ ଭବନରେ ଏକାଠି ହେଲେ ୧୬ ରାଜନୈତିକ ଦଳ

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପୂର୍ବରୁ ଇଣ୍ଡିଆ ମେଣ୍ଟର ବୈଠକ । କଂଗ୍ରେସ ଭବନରେ ଏକାଠି ହେଲେ ୧୬ ରାଜନୈତିକ ଦଳ । ଓଡ଼ିଶା ପାଇଁ ଇଣ୍ଡିଆ ମେଣ୍ଟର ରଣନୀତି ପ୍ରସ୍ତୁତ । ନିଜ ସପକ୍ଷରେ ଜନମତ ସଂଗ୍ରହ ପାଇଁ ରାଜ୍ୟରେ ଇଣ୍ଡିଆ…

୨୦୨୪ ନିର୍ବାଚନ ଲଢ଼ିବେନି ନରସିଂହ ମିଶ୍ର

ବଲାଙ୍ଗୀର: ରାଜ୍ୟ ରାଜନୀତିର ଅନ୍ୟତମ ଟାଣୁଆ ନେତା ତଥା ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ୨୦୨୪ ନିର୍ବାଚନ ଲଢ଼ିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି। ତାଙ୍କ ସ୍ଥାନରେ ସାନପୁଅ ସମରେନ୍ଦ୍ର ମିଶ୍ର କଂଗ୍ରେସ ଦଳରୁ ଲଢ଼ିବା ଆପାତଃତ ସ୍ଥିର ହୋଇଥିବା ଶ୍ରୀ…