Category: ରାଜନୀତି

ସାଢେ ୪ କୋଟି ଓଡ଼ିଆଙ୍କ ଆଶା ଓ ଆକାଂକ୍ଷା ପୂରଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନରେ ‘ବିକଶିତ ଓଡ଼ିଶା’ ଗଠନ ହେବ। ସାଢେ ୪ କୋଟି ଓଡ଼ିଆଙ୍କ ଆଶା ଓ ଆକାଂକ୍ଷା ପୂରଣ ହେବ। ଓଡ଼ିଆ ଅସ୍ମିତା ଓ ସଂସ୍କୃତିକୁ ଆଗେଇ ନେବା ପାଇଁ ବିଜେପି…

ଶପଥ ଗ୍ରହଣ କଲେ ୨ ଉପମୁଖ୍ୟମନ୍ତ୍ରୀଙ୍କ ସହ ୧୩ ମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶାରେ ଆଜି(୨୦୨୪ ଜୁନ୍‌ ୧୨)ଠାରୁ ବିଜେପି ସରକାର ଆରମ୍ଭ ହୋଇଛି। ସ୍ଥାନୀୟ ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦୁଝର ବିଧାନସଭା ଆସନରୁ ୪ ଥର ନିର୍ବାଚିତ ମୋହନ ଚରଣ ମାଝୀ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପରେ…

ଓଡିଶାରେ ଆରମ୍ଭ ହେଲା ବିଜେପି ସରକାର: ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ

ଭୁବନେଶ୍ବର: ଓଡ଼ିଶାରେ ପ୍ରଥମଥର ପାଇଁ ବିଜେପି ସରକାର ଗଠନ କରିବାକୁ ଯାଉଛି । ଏନେଇ ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ଚରଣ ମାଝୀ । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି…

ମୁଖ୍ୟମନ୍ତ୍ରୀ ପଦରୁ ହଟିଲା ପରେ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ନାଁ ପରିବର୍ତ୍ତନ କଲେ ନବୀନ

ଭୁବନେଶ୍ୱର; ଓଡ଼ିଶାରେ ସରିଲା ନବୀନ ଯୁଗ । ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ମୁଖ୍ୟମନ୍ତ୍ରୀ ଥିବା ନବୀନ ଏବେ ପାଲଟି ଯାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ । ତେବେ ମଙ୍ଗଳବାର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ହେବା ପରେ ଏବେ ଓଡ଼ିଶାର ପୂର୍ବତନ…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ବରପୁତ୍ରଙ୍କୁ ମାଲ୍ୟାର୍ପଣ କଲେ ମୋହନ ମାଝୀ

ଭୁବନେଶ୍ୱର: ଗୋପବନ୍ଧୁ ଛକରେ ବରପୁତ୍ରଙ୍କୁ ମାଲ୍ୟାର୍ପଣ କଲେ ମୋହନ ମାଝୀ। ତାଙ୍କ ସହ କେଭି ସିଂହଦେଓ ଓ ପ୍ରଭାତି ପରିଡ଼ା ମଧ୍ୟ ମାଲ୍ୟାର୍ପଣ କରିଛନ୍ତି। ଆଜିଠାରୁ ଓଡ଼ିଶାରେ ବିଜେପି ସରକାର ଆରମ୍ଭ ହେବାକୁ ଯାଉଛି। ମୋହନ ମାଝି ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ…

ଶପଥ ନେବା ପୂର୍ବରୁ ଲୋକଙ୍କ ଦୁଃଖ ଶୁଣିଲେ ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ଦେଲେ ଆଶ୍ୱାସନା

ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ମୋହନ ମାଝୀ। ଶପଥ ନେବା ପୂର୍ବରୁ ସାଧାଣର ଲୋକଙ୍କ ଦୁଃଖ ଶୁଣିଛନ୍ତି ଭାବି ମୁଖ୍ୟମନ୍ତ୍ରୀ। ଏହାସହ ସାଧାରଣଙ୍କୁ ଭଲମନ୍ଦ ପଚାରି ବୁଝିଛନ୍ତି। ସେହିପରି ଭାବରେ ରାସ୍ତା କଡ଼ରେ ଛିଡା ହୋଇଥିବା ପରିବହନ ବିଭାଗର…

ଶିଶୁ ମନ୍ଦିର ଗୁରୁଜୀରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ଵର: ଦୀର୍ଘ ୨୪ ବର୍ଷ ପରେ ଓଡିଶାକୁ ମିଳିଛି ନୂତନ ମୁଖ୍ୟମନ୍ତ୍ରୀ । ରାଜ୍ୟରେ ବିଜେଡିର ଗଡ ଭାଙ୍ଗି ନୂତନ ସରକାର ଗଠନ କରିବାକୁ ଯାଉଥିବା ବିଜେପି ମୋହନ ଚରଣ ମାଝୀଙ୍କୁ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଘୋଷଣା କରିଛି ।…

ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ଉପସ୍ଥାପନ କଲେ ମୋହନ ମାଝୀ

ବିଜେପି ବିଧାୟକ ଦଳ ନେତା ଭାବେ ନିର୍ବାଚିତ ହୋଇଥିବା ମୋହନ ମାଝୀ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଏହାପୂର୍ବରୁ ସେ ଆଜି ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି। ସେ ରାଜ୍ୟପାଳଙ୍କୁ ଭେଟି ବିଧିବଦ୍ଧ ଭାବେ ସରକାର ଗଠନ ପାଇଁ ଦାବି…

କନକ ବର୍ଦ୍ଧନ ଓ ପ୍ରଭାତୀ ପରିଡ଼ା ଉପ ମୁଖ୍ୟମନ୍ତ୍ରୀ

ବରିଷ୍ଠ ବିଜେପି ନେତା ତଥା କେନ୍ଦୁଝର ସଦର ଆସନରୁ ୪ର୍ଥ ଥର ପାଇଁ ବିଧାୟକ ହୋଇଥିବା ମୋହନ ମାଝୀ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ତାଙ୍କ ଡେପୁଟି ଭାବେ ବରିଷ୍ଠ ନେତା କନକ ବର୍ଦ୍ଧନ ସିଂହ ଦେଓ ଓ ପ୍ରଭାତୀ ପରିଡ଼ା…

ମୋହନ ମାଝୀ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସବୁ କଲ୍ପନା ଜଲ୍ପନା ଉପରେ ଲାଗିଲା ବିରାମ । ଇତିହାସ ରଚିଲା ବିଜେପି । ୨୪ ବର୍ଷ ପରେ ଓଡିଶାକୁ ଦେଲା ନୂଆ ମୁଖ୍ୟମନ୍ତ୍ରୀ । ମୋହନ ମାଝୀଙ୍କୁ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଘୋଷଣା କଲା ବିଜେପି ।…