Category: ରାଜନୀତି

ସାଂସଦ ଅପରାଜିତାଙ୍କ ନେତୃତ୍ୱରେ ବିଶାଳ ଜନ ଆନ୍ଦୋଳନ

ଭୁବନେଶ୍ୱର: ପୁଣି ତେଜିଲା ଡେରାସ ଜମି ଦୁର୍ନୀତି ବିରୋଧରେ ଜନ ଆନ୍ଦୋଳନ। ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ନେତୃତ୍ୱରେ ଏକାଠି ହୋଇଛନ୍ତି ସ୍ଥାନୀୟ ଅଞ୍ଚଳର ହଜାର ହଜାର ଲୋକ। ଭୁବନେଶ୍ୱର ଉପକଣ୍ଠ ଡେରାସରେ ଚାଲିଛି ବିଶାଳ ଜନ ଆନ୍ଦୋଳନ। ଡେରାସ ଚାଷୀଙ୍କ ଜମି…

ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଜେଡି ବିଧାୟକ ପ୍ରତାପ ଜେନାଙ୍କୁ କୋର୍ଟଙ୍କ ସମନ

କଟକ: ମାହାଙ୍ଗା ଡବଲ ମର୍ଡର ମାମଲାରେ ସାଲେପୁର ଜେଏମ୍ଏଫ୍ସି କୋର୍ଟର ସମନ୍କୁ ଏକ ସ୍ୱତନ୍ତ୍ର ମେସେଞ୍ଜର ଶନିବାର ବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କୁ ତାଙ୍କ ସରକାରୀ ବାସଭବନରେ ପ୍ରଦାନ କରିଛନ୍ତି। ଏହି ହତ୍ୟାକାଣ୍ଡରେ ଅଭିଯୁକ୍ତ ଭାବେ ପ୍ରତାପ…

ସ୍କୁଟି ଯୋଜନା ରାଜ୍ୟ ସରକାରଙ୍କ ନିର୍ବାଚନୀ ଧୂଆଁବାଣ: କଂଗ୍ରେସ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ସ୍କୁଟି ଯୋଜନା ନିର୍ବାଚନୀ ଧୁଆଁବାଣ । କେବଳ ସ୍ୱୟଂ ସହାୟକ ଗୋଷ୍ଠିର ୨ ଲକ୍ଷ ମିଶନ ଶକ୍ତିର ମା’ ମାନଙ୍କୁ ସ୍କୁଟି ଦେଇଦେଲେ ମହିଳାମାନେ ସଶକ୍ତ ହେଇଯିବେ କି? ରାଜ୍ୟର ୭୦ଲକ୍ଷ ସ୍ୱୟଂସହାୟିକା ମହିଳାମାନଙ୍କର ଦିନକୁ…

ବିଜେଡି ଶାସନରେ ଅତିଷ୍ଠ ସାଧାରଣ ଲୋକ ବିଜେପି ମୁହାଁ : ସମୀର ମହାନ୍ତି

ଭୁବନେଶ୍ୱର: ଦିନକୁ ଦିନ ସରଗରମ ହେଉଛି ରାଜନୈତିକ ମାହୋଲ । ନିର୍ବାଚନ ଯେତେ ପାଖେଇ ଆସୁଛି ରାଜନୈତିକ ବୟାନବାଜି ସେତେ ଜୋର ଧରୁଛି । ଓଡ଼ିଶାରେ ବିଜେପି-ବିଜେଡି ଯେମିତି ବାକ ଯୁଦ୍ଧ ଚାଲିଛି । ସାମ୍ବାଦିକ ସମ୍ମିଳନୀ କରି ବିଜେଡି ଆଜି…

ବିଜେପି ସାଂସଦମାନେ ଦିବାସ୍ୱପ୍ନ ଦେଖାନ୍ତି, ପ୍ରତିଶ୍ରୁତି ଦିଅନ୍ତି, ହେଲେ କାମ ବେଳକୁ ଭୁଲି ଯାଆନ୍ତି- ବିଜେଡି

ଭୁବନେଶ୍ୱର: ଜାତୀୟ ରାଜପଥକୁ ନେଇ ବିଜେପି ଉପରେ ବର୍ଷିଛି ବିଜେଡି । କଟକ-ସମ୍ବଲପୁର ଜାତୀୟ ରାଜପଥ ଅତ୍ୟନ୍ତ ଦୟନୀୟ ସ୍ଥିତିରେ ରହିଛି । ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ଅବହେଳା ଏବଂ ରକ୍ଷଣା ବେକ୍ଷଣ ଅଭାବରୁ ଶହ ଶହ ଦୁର୍ଘଟଣା ଘଟୁଛି ।…

ଦୀର୍ଘଦିନ ଶାସନରେ ରହିବା ସତ୍ତ୍ୱେ କାହିଁକି ଜାତିଗତ ଜନଗଣନା କଲାନି କଂଗ୍ରେସ: ଧର୍ମେନ୍ଦ୍ର

ଭୁବନେଶ୍ୱର :ଜାତିଗତ ଜନଗଣନା ଆଳରେ ସୋମବାର କଂଗ୍ରେସ ସମାଜକୁ ବିଭାଜିତ କରି ରାଜନୈତିକ ରୁଟି ସେକିବା ପାଇଁ ଚେଷ୍ଟା କରିଛି। ସ୍ବାଧୀନତା ପରଠାରୁ ୟୁପିଏ-୨ ପର୍ଯ୍ୟନ୍ତ କଂଗ୍ରେସ ଜାତିଗତ ଜନଗଣନାକୁ ତୀବ୍ର ବିରୋଧ କରିଥିଲା ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଟୁଇଟ୍‌…

ସରକାରୀ ବିଜ୍ଞାପନରେ ଶଙ୍ଖ ଚିହ୍ନକୁ ନେଇ ଅଦାଲତକୁ ଯିବ ବିଜେପି: କଟାକ୍ଷ କଲା ବିଜେଡି

ଭୁବନେଶ୍ବର: ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ବିଜ୍ଞାପନରେ ଶଙ୍ଖ ଚିହ୍ନକୁ ନେଇ ଆପତ୍ତି ଉଠାଇଛି ବିଜେପି। ଏଣେ ଏହାର ଜବାବ ରଖିଛି ବିଜେଡି।‘ଆମ ଓଡ଼ିଶା ନବୀନ ଓଡ଼ିଶା’ ବିଜ୍ଞାପନରେ ଶଙ୍ଖ ଚିହ୍ନକୁ ନେଇ ଆପତ୍ତି ଉଠାଇ ବିରୋଧୀ ଦଳ ମୁଖ୍ୟ…

ରାଜ୍ୟ ସଭାପତିଙ୍କ ରାଲିରେ ଦୁଇ ବିଜେପି ନେତା ପିଟାପିଟି

ବଲାଙ୍ଗିର: ବଲାଙ୍ଗିରରେ ପଦାରେ ପଡ଼ିଛି ବିଜେପିର ଗୋଷ୍ଠୀ କନ୍ଦଳ। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ରାଲି ବେଳେ ଦଳୀୟ ନେତା ପିଟାପିଟି ହୋଇଛନ୍ତି। ଉଭୟ ଗୋଷ୍ଠୀର ସମର୍ଥକ ବି ମୁହାଁମୁହିଁ ହୋଇଛନ୍ତି। ଆଜି ବିଜାଖମନରୁ ରାଜ୍ୟ ସଭାପତି ମନମୋହନ ସାମଲ ଓ…

ଅନୁଗୁଳ-ଗଜପତି ପାଇଁ ୪ ନେତାଙ୍କୁ ବିଜେଡି ପର୍ଯ୍ୟବେକ୍ଷକ ଦାୟିତ୍ବ

ଭୁବନେଶ୍ବର: ଅନୁଗୁଳ ଓ ଗଜପତି ଜିଲ୍ଲା ପାଇଁ ୪ ନେତାଙ୍କୁ ବିଜେଡିର ନୂଆ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ବ ଦିଆଯାଇଛି । ଅନୁଗୁଳ-ଆଠମଲ୍ଲିକ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚିନ୍ମୟ ସାହୁଙ୍କୁ ଦାୟିତ୍ବ ଦିଆଯାଇଛି । ନେଫୁ ଦାସ ଛେଣ୍ଡିପଦା-ପାଲଲହଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀର…

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲଢିବେ ଲୋକସଭା ନିର୍ବାଚନ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲୋକସଭା ନିର୍ବାଚନ ଲଢିବେ। ଜାତୀୟ ଗଣମାଧ୍ୟମ ପିଟିଆଇକୁ ସାକ୍ଷାତକାର ଦେବା ଅବସରରେ ଏହା କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏଥର ପ୍ରତ୍ଯକ୍ଷ ନିର୍ବାଚନ ମଇଦାନକୁ ଓହ୍ଲାଇବେ ଧର୍ମେନ୍ଦ୍ର। ଓଡ଼ିଶାରୁ ସେ ଲୋକସଭା ନିର୍ବାଚନ ଲଢିବାକୁ ଚାହୁଁଛନ୍ତି। ଏ…