Category: ରାଜନୀତି

ପତ୍ନୀଙ୍କ ସହ ବିଜେପିରେ ସାମିଲ ହେଲେ ଅର୍କକେଶରୀ ଦେଓ

ଭୁବନେଶ୍ୱର: ପଦ୍ମ ଧରିଲେ ଅର୍କ କେଶରୀ ଦେଓ । ବୁଧବାର ବିଜେପିରେ ସାମିଲ ହୋଇଛନ୍ତି କଳାହାଣ୍ଡି ପୂର୍ବତନ ବିଜେଡି ସାଂସଦ ଅର୍କ କେଶରୀ । ପତ୍ନୀ ମାଳବିକା ଦେବୀଙ୍କ ସହ ବିଜେପିରେ ସାମିଲ ହୋଇଛନ୍ତି ପୂର୍ବତନ ବିଜେଡି ସାଂସଦ । ଭୁବନେଶ୍ୱରରେ…

ଆସନ୍ତାକାଲି ଠାରୁ କଂଗ୍ରେସ ଆରମ୍ଭ କରିବ ଘରେ ଘରେ ହାତ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଆସନ୍ତାକାଲି ଠାରୁ କଂଗ୍ରେସ ଆରମ୍ଭ କରିବ ଘରେ ଘରେ ହାତ କାର୍ଯ୍ୟକ୍ରମ। ଯାହାକୁ ନେଇ ଦଳୀୟ ନେତା ବେଶ ଉତ୍ସାହିତ। ଘରେ ଘରେ କଂଗ୍ରେସ ଘରେ ଘରେ ହାତ କାର୍ଯ୍ୟକ୍ରମ ପାଇଁ ଦଳ ପକ୍ଷରୁ କେବେଠୁ ପ୍ରସ୍ତୁତି କରାଯାଉଛି। ରାଜ୍ୟର…

ବିରୋଧୀଙ୍କୁ ଆମେ ସଠିକ ଭାବେ ମୁକାବିଲା କରିବୁ: ସରକାରୀ ଦଳ ମୁଖ୍ୟ ସଚେତକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡି ବିଧାୟକ ଦଳ ବୈଠକ ପରେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଇତିହାସ ସୃଷ୍ଟି ହୋଇଛି ପ୍ରଥମ ଥର ମହିଳା ବାଚସ୍ପତି ହୋଇଛନ୍ତି। ତେଣୁ ସମସ୍ତେ…

ପ୍ରଥମ ମହିଳା ବାଚସ୍ପତି ହେଲେ ପ୍ରମିଳା ମଲ୍ଲିକ

ଭୁବନେଶ୍ବର: ସାରା ଓଡିଶା ପାଇଁ ଆଜି ଏକ ଏୗତିହାସିକ ଦିନ । ଆଜି ଓଡିଶା ବିଧାନସଭା ପାଇଲା ପ୍ରଥମ ମହିଳା ବାଚସ୍ପତି । ପ୍ରମିଳା ମଲ୍ଲିକ ବାଚସ୍ପତି ଭାବେ ନିର୍ଦ୍ବନ୍ଦରେ ନିର୍ବାଚିତ ହୋଇଛନ୍ତି । ଉପବାଚସ୍ପତି ରଜନୀକାନ୍ତ ସିଂ ଏହା ଘୋଷଣା…

ପ୍ରମିଳା ମଲ୍ଲିକ ହେଲେ ବିଜେଡି ବାଚସ୍ପତି ପ୍ରାର୍ଥୀ

ଭୁବନେଶ୍ୱର: ଆସନ୍ତକାଲି ବାଚସ୍ପତି ନିର୍ବାଚନ ପଇଁ ନାମାଙ୍କନ ତାରିଖ ରହିଛି। ଏହା ପୂର୍ବରୁ ଶାସକ ଦଳ ବିଜେଡି ମହିଳା କାର୍ଡ ଖେଳି ଦଳର ବରିଷ୍ଠ ମହିଳା ନେତ୍ରୀ ତଥା ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଘୋଷଣା କରିଛି। ସାରା ଦେଶରେ…

‘ବିଶ୍ୱକର୍ମା ଯୋଜନା’ ଦ୍ୱାରା ସାଧାରଣ କାରିଗରମାନେ ହେବେ ଉପକୃତ: ପ୍ରତାପ ଷଡଙ୍ଗୀ

ଭୁବନେଶ୍ୱର: କାରିଗରମାନେ ସମାଜର ସୌନ୍ଦର୍ଯ୍ୟ କରଣ କରୁଛନ୍ତି କିନ୍ତୁ ତାଙ୍କ ବିଷୟରେ ସମାଜରେ କେହି ଚିନ୍ତା କରୁନଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ “ବିଶ୍ୱକର୍ମା ଯୋଜନା”ର ଆରମ୍ଭ କରିଛନ୍ତି। ଏହି ଯୋଜନା ଦ୍ୱାରା ଗ୍ରାମୀଣ ଓ ସହରାଚଂଳର ପାରମ୍ପରିକ କାରିଗର ଓ…

ସ୍ୱାଭିମାନ ଅଞ୍ଚଳରେ ଦୁ୍ର୍ନୀତି କଥା ଉଠାଇଲେ ଅପରାଜିତା

ଭୁବନେଶ୍ୱର: ସ୍ୱାଭିମାନ ଅଞ୍ଚଳରେ ଉଠାଇଲେ ଦୁ୍ର୍ନୀତି କଥା । କହଲେ ବିଜେଡି ସରକାରର ଭ୍ରଷ୍ଟାଚାରର କଥା । ମୁଖ୍ୟମନ୍ତ୍ରୀଙ୍କ ଉପରେ ବର୍ଷିଲେ । ପୁଣି ଧୃତରାଷ୍ଟ୍ର ବୋଲି କହି ମୁଖ୍ୟମନ୍ତ୍ରୀଙ୍କୁ ଆକ୍ଷେପ କଲେ ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ । ସାଂସଦ…

ଗଣମାଧ୍ୟମ ଆଙ୍କରଙ୍କୁ ବୟକଟ କରିବା ଦୁର୍ଭାଗ୍ୟଜନକ : ଅପରାଜିତା

ଜୟପୁର: ‘ଇଣ୍ଡିଆ’ ମେଣ୍ଟ ହତାଶ ହୋଇପଡିଛି । କିଛି ଗଣ ମାଧ୍ୟମର ଆଙ୍କର ମାନଙ୍କୁ ବୟକଟ କରିବା ନିଷ୍ପତି ଦୁର୍ଭାଗ୍ୟ ଜନକ । ଏପରିୂ ନିଷ୍ପତ୍ତି ଅତ୍ୟନ୍ତ ନିନ୍ଦନୀୟ ଏବଂ ରାଷ୍ଟ୍ରପାଇଁ ବିପଦ ଜନକ । ଏମିତି କହି ସ୍ୱାଭିମାନ ଅଞ୍ଚଳରେ…

ବାଚସ୍ପତି ନିର୍ବାଚନକୁ ବର୍ଜନ କରିବ ବିଜେପି

ଭୁବନେଶ୍ବର: ଆଗକୁ ହେବାକୁ ଥିବା ବାଚସ୍ପତି ନିର୍ବାଚନକୁ ଗତକାଲି କଂଗ୍ରେସ ବୟକଟ୍‌ କରିଥିବା ବେଳେ ଏହାକୁ ଏବେ ଭାରତୀୟ ଜନତା ପାର୍ଟି (ବିଜେପି) ମଧ୍ୟ ବର୍ଜନ କରିବ ବୋଲି ସୂଚନା ରହିଛି। ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପି ବିଧାୟକ ନାଉରୀ ନାୟକ…

ବାଚସ୍ପତି ନିର୍ବାଚନରେ ଭାଗ ନେବେ ନାହିଁ କଂଗ୍ରେସ ବିଧାୟକ

ଭୁବନେଶ୍ୱର: ସେପ୍ଟେମ୍ବର ୨୧ ତାରିଖରେ ହେବାକୁ ଥିବା ରାଜ୍ୟ ବିଧାନସଭା ବାଚସ୍ପତି ପଦ ପାଇଁ ନିର୍ବାଚନରେ ଦଳର ବିଧାୟକ ଭାଗ ନେବେ ନାହିଁ। ପ୍ରଦେଶ କଂଗ୍ରେସ ପକ୍ଷରୁ ବୁଧବାର ଦିନ ଏହା କୁହାଯାଇଛି। ସେପ୍ଟେମ୍ବର ୨୧ ତାରିଖରେ ବାଚସ୍ପତି ନିର୍ବାଚନ ହେବ…