Category: ରାଜନୀତି

ବିରୋଧୀଙ୍କୁ ଫାଇଭ ଟି କାମର ହିସାବ ଦେଲା ବିଜେଡି !

ଭୁବନେଶ୍ୱର: ଫାଇଭ ଟି ସଚିବଙ୍କୁ ନେଇ ବିରୋଧୀ, ସୌମ୍ୟ ଓ ବିଜେଡି ମଧ୍ୟରେ ଲଢେ଼ଇ ତୀଵ୍ର ହେବାରେ ଲାଗିଛି। ବିଜେଡି ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ଲଗାତର ଫାଇଭ ଟି ଉପରେ ଶାଣିତ ଆକ୍ରମଣ ସହ ବିରୋଧୀ ନେତାମାନେ ତାଙ୍କ ସାଥ…

ଦଳୀୟ ନେତ୍ରୀଙ୍କୁ ଫୋନରେ ଅଶ୍ଳୀଳ କଥା କହି କେନ୍ଦ୍ରାପଡା ବ୍ଲକ ସଭାପତି ବିଜେଡିରୁ ନିଲମ୍ବିତ

କେନ୍ଦ୍ରାପଡା: ଜିଲ୍ଲାର ଜଣେ ବ୍ଲକ ଅଧ୍ୟକ୍ଷଙ୍କୁ ଶୃଙ୍ଖଳାଗତ କାରଣ ଦର୍ଶାଇ ନିଲମ୍ବିତ କରିଛି ବିଜୁ ଜନତା ଦଳ। କେନ୍ଦ୍ରାପଡା ଜିଲ୍ଲା ବିଜେଡି ସଭାପତି ଉତ୍କଳ କେଶରୀ ପରିଡା ଶୁକ୍ରବାର ଏକ ସରକାରୀ ଚିଠିରେ ପାଟକୁରା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗରଦପୁର…

ଅରୁଣ, ଅତନୁଙ୍କ ଉପରେ ବର୍ଷିଲେ ସୌମ୍ୟ

ଭୁବନେଶ୍ୱର: ୫ଟି ସଚିବଙ୍କ ବିରୋଧରେ ସମ୍ପାଦକୀୟରେ ମୁହଁ ଖାଲିବା ପରେ ଦଳ ଭିତରେ ଟାର୍ଗେଟରେ ଅଛନ୍ତି ବିଜେଡି ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ । ଜଣକ ପରେ ଜଣେ ନେତା, ବିଧାୟକ, ମନ୍ତ୍ରୀ ସୌମ୍ୟଙ୍କୁ ଜବାବ ମାଗିବା ପରେ ପ୍ରତିଜବାବ ରଖିଛନ୍ତି…

ବ୍ଲାକମେଲ୍‌ କରୁଛନ୍ତି ସୌମ୍ୟ ବାବୁ; ଅତନୁ

ଭୁବନେଶ୍ୱର: ସୗମ୍ୟଙ୍କ ସମ୍ପାଦକୀୟ ବାଣ ଦଳୀୟ ନେତାଙ୍କ ମନରେ ଏବେ ପଶୁଛି । ତେଣୁ ୨୦ ଦିନ ପରେ ବିଜେଡି ବିଧାୟକ ସୌମ୍ୟଙ୍କୁ ଘେରିଛନ୍ତି ନେତା, ମନ୍ତ୍ରୀ । ଦଳ ଭିତରୁ ଆରମ୍ଭ ହୋଇଛି ଘନ ଘନ ଆଟାକ । ପ୍ରଥମେ…

ନିଲମ୍ବନ ପରେ ମୁହଁ ଖୋଲିଲେ ମନ୍ମଥ; କହିଲେ, ‘ଭଲ ହେଲା

ଭୁବନେଶ୍ୱର: କଂଗ୍ରେସରୁ ନିଲମ୍ବିତ ହେଲା ପରେ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ । କହିଲେ, ‘ଦଳରୁ ବାହାର କରି କରି ଭଲ କଲେ । ମତେ ଆଗକୁ ଯିବା ପାଇଁ ରାସ୍ତା ଦେଖାଇ ଦେଲେ…

କଂଗ୍ରେସରୁ ନିଲମ୍ବିତ ହେଲେ ସୁର ରାଉତରାୟଙ୍କ ପୁଅ ମନ୍ମଥ

ଭୁବନେଶ୍ୱର:ବିଧାୟକ ସୁର ରାଉତରାୟଙ୍କ ପୁଅ ମନ୍ମଥଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛି କଂଗ୍ରେସ। ମନ୍ମଥ ରାଉତରାୟଙ୍କୁ ଦଳରୁ ନିଲମ୍ବିତ କରିଛି କଂଗ୍ରେସ । ଦଳର ଶୃଙ୍ଖଳା କମିଟି ପକ୍ଷରୁ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି । କିଛି ଦିନ ତଳେ ମନ୍ମଥ ଗଣମାଧ୍ୟମକୁ କଂଗ୍ରେସ…

କଂଗ୍ରେସରୁ ପ୍ରାର୍ଥୀ ହେବେ ନାହିଁ ସୁର ରାଉତରାୟଙ୍କ ସାନପୁଅ ମନ୍ମଥ

ଭୁବନେଶ୍ୱର:ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ ଆଗାମୀ ନିର୍ବାଚନ ଲଢିବେ । କିନ୍ତୁ କଂଗ୍ରେସରୁ ନୁହେଁ । ପ୍ରାୟ ୬ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିବା ବିଧାୟକ ସୁର ରାଉତରାୟ ୭ ମାସ ପୂର୍ବରୁ ରାଜନୀତିରୁ ସନ୍ୟାସ ନେବେ ବୋଲି…

ତଦନ୍ତ କମିସନର ରିପୋର୍ଟକୁ ରାଜ୍ୟ ସରକାର କାହିଁକି ସାର୍ବଜନୀନ କରୁ ନାହାନ୍ତି? – ବିଜେପି

ଭୁବନେଶ୍ବର: ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟାକାଣ୍ଡକୁ ନେଇ ବିଜେପି ରାଜ୍ୟ ସରକାରଙ୍କୁ ଘେରିଛି। ବସିଥିବା ତଦନ୍ତ କମିସନର ରିପୋର୍ଟକୁ ରାଜ୍ୟ ସରକାର କାହିଁକି ସାର୍ବଜନୀନ କରୁ ନାହାନ୍ତି ବୋଲି କହିଛି। ଏହି ରିପୋର୍ଟକୁ ସରକାର ବିଧାନସଭାରେ କାହିଁକି ଉପସ୍ଥାପନ କରୁନାହାନ୍ତି ?…

୩ ବିଜେଡି ବିଧାୟକଙ୍କୁ କଂଗ୍ରେସର ଜୋରଦାର ବିରୋଧ ଅଣ୍ଡା ମାଡ

ଭବାନୀପାଟଣା: ବିଜେଡି ବିଧାୟକଙ୍କୁ ଜୋରଦାର ବିରୋଧ । ଗାଡିକୁ ଅଣ୍ଡାମାଡ ସହ କଳା ପତାକା ଦେଖାଇଲେ କଂଗ୍ରେସ କର୍ମୀ । ଏମିତି ଦୃଶ୍ୟ ଦେଖିବାକୁ ମିଳିଛି ମଙ୍ଗଳବାର କଳାହାଣ୍ଡି ଜିଲ୍ଲାରେ । ନର୍ଲାରେ ବିଧାୟକ ଦିବ୍ୟଶଙ୍କର ମିଶ୍ର ଗୁରୁଦିବସ କାର୍ଯ୍ୟକ୍ରମକୁ ଅତିଥି…

ଜଟଣୀରେ ଜମି ପଟ୍ଟା ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ହୀରାକୁଦ ବସ୍ଥାପିତଙ୍କୁ ତୁରନ୍ତ ଜମି ପଟ୍ଟା ଦେବେ ବୋଲି ସରକାର ଘୋଷଣା କରବା ପରେ ଏବେ ଜଟଣୀ ପାଳି । ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ମୁଖ୍ୟମନ୍ତ୍ରୀ ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବା…