Category: ବାଣିଜ୍ୟ

ବିତ୍ତୀୟ ନିଅଣ୍ଟ ବଜେଟର ୫.୮% ରହିବ ବୋଲି ଆକଳନ କରାଯାଇଛି

ନୂଆଦିଲ୍ଲୀ : ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କାମଚଳା ବଜେଟ ଉପସ୍ଥାପନ କରିଛନ୍ତି। ଏହି ସମୟରେ ସେ କହିଛନ୍ତି ଯେ ଆର୍ଥିକ ବର୍ଷ ୨୦୨୪ରେ ସଂଶୋଧିତ ବୀତ୍ତିୟ ନିଅଣ୍ଟ ୫.୮% ରହିବ। ସେହିପରି ଏହାକୁ…

୧ ଟଙ୍କାରେ ବଜେଟ ହିସାବ

ନୂଆଦିଲ୍ଲୀ :ସଂସଦରେ ଉପସ୍ଥାପିତ ହୋଇଛି ପେପର ଲେସ୍‌ ବଜେଟ୍‌। ବଜେଟ୍‌ରେ ବିଭିନ୍ନ ବିଭାଗ ପାଇଁ ଅର୍ଥ ବ୍ୟୟବରାଦ କରାଯାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କାମଚଳା ବଜେଟ ଉପସ୍ଥାପନ କରିଛନ୍ତି। ଆସନ୍ତୁ ଜାଣିବା ୧ ଟଙ୍କାରେ ପୂରା…

ରେପୋ ରେଟ୍‌କୁ ୬.୫%ରେ ଅପରିବର୍ତ୍ତିତ ରଖିଲା ଆରବିଆଇ

ନୂଆଦିଲ୍ଲୀ: ରେପୋ ରେଟ୍‌ ବା ସୁଧ ହାରକୁ ପୁଣିଥରେ ୬.୫%ରେ ଅପରିବର୍ତ୍ତିତ ରଖିଛି ଆରବିଆଇ। ଗୁରୁବାର ମାସିକ ମନିଟାରୀ ନୀତି ସମ୍ପର୍କରେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ମନିଟାରୀ ପଲିସି କମିଟି ସର୍ବସମ୍ମତିକ୍ରମେ ରେପୋ…